Trending
- ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଟିଂ ଯୋଗୁଁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିଶ୍ବାସ ଆଜି ସଂକଟରେ-ରାଜ୍ୟ ମହିଳା ଆୟୋଗ
- ନିୟମିତ ହେଲା ଭୁବନେଶ୍ବର-ଧାନବାଦ୍ ଏବଂ ପୁରୀ-ପାଟନା ରେଳସେବା
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
Browsing Category
Odisha
All about all odisha state news updates
ବରଷକେ ଥରେ ଆସିଛି ରଜ
ଆଜି ରଜ । ଆଜିଠୁ ତିନି ଦିନ କୃଷିକର୍ମ ନିଷେଧ କରାଯାଇଛି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲିଠୁ ଚାଲିଛି ସଜବାଜ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।
https://twitter.com/Naveen_Odisha/status/1668822245639172096?s=20…
ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଡ୍ରାଇଭର ମହାସଂଘ
ଭୁବନେଶ୍ୱର: ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନା ୨୦୨୩କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଡ୍ରାଇଭରଙ୍କ ମନରେ ଖୁସିର ଲହରୀ । କଥା ଦେଇ କଥା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଡ୍ରାଇଭର । ବିଜୁ ଶ୍ରମିକ ସାମ୍ମୁଖ୍ୟ ଅନୁମୋଦିତ ଓଡ଼ିଶା…
ସରକାରୀ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି
ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ରଜ ଭେଟି । ରାଜ୍ୟ ସରକାର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା । ୪ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮ ପ୍ରତିଶତରୁ ୪୨ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହି…
ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ
କଟକ: ବାଲେଶ୍ବର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ଏସସିବିରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ମୃତକ ବିହାରର ବିଜୟ ଦର୍ଶନ । ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ ବିଜୟ । ମୃତଦେହକୁ ପ୍ରଶାସନ ଗାଡ଼ି ଯୋଗେ ବିହାର ପଠାଇବ । ଗତ ଜୁନ୍ ୨…
ବଦଳିଲା ଉପକୂଳ ଓଡ଼ିଶାର ପାଗ
ଭୁବନେଶ୍ୱର: ସିଭିୟର ହିଟ୍ ଓ୍ବେଭ ପରେ ବଦଳିଲା ଉପକୂଳ ଓଡ଼ିଶାର ପାଗ । କାଳବୈଶାଖୀ ବର୍ଷାରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଗଞ୍ଜାମ, ଗଜପତି ଓ ନୟାଗଡ଼ରେ ଝିପି ଝିପି ବର୍ଷା ସହ ପବନ ଜାରି ରହିଛି । ଆଜି ଉପକୂଳରେ ମେଘ ସମୁହ ଏକାଠି…
ଆଜି ଦଶମୀରେ ମହାପ୍ରଭୁଙ୍କ ଚକା ବିଜେ ନୀତି
ପୁରୀ: ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ । ନିଶବ୍ଦ, ଅନ୍ଧକାର ଓ ରୁଦ୍ଧଦ୍ବାରର ତାଟି କୋଠରୀ ମଧ୍ୟରେ ଚାଲିଛି ଗୁପ୍ତ ଉପଚାର । ମହାପ୍ରଭୁଙ୍କ ନିକଟରେ ଷଷ୍ଠୀରୁ ଓଷ ଲାଗି ନୀତି ଚାଲିଥିବାବେଳେ ଆଜି ଦଶମୀରେ ଚକା ବିଜେ ନୀତି ସମ୍ପନ୍ନ ହେବ । ଶ୍ରୀବୈଦ୍ୟଙ୍କ ଘରୁ ପ୍ରସ୍ତୁତ ଦଶମୂଳ ଔଷଧ…
ରଜ ସଜବାଜକୁ ନେଇ ଗାଁଠୁ ସହର ଉତ୍ସବମୁଖର
ଭୁବନେଶ୍ୱର: ଆସନ୍ତାକାଲି ମାଟି ଓ ଆକାଶର ମିଳନର ପର୍ବ ରଜ । ଏହାପୂର୍ବରୁ ଆଜି ହେଉଛି ସଜବାଜ । ରଜ ସଜବାଜକୁ ନେଇ ଉତ୍ସବମୁଖର ହୋଇପଡ଼ିଲାଣି ଗାଁଠୁ ସହର । ସଜବାଜରେ ଲାଗିପଡ଼ିଲେଣି ଝିଅବୋହୂ । ପରସ୍ପରକୁ ଅଳତା, କୁଂକୁମ, ମେହେନ୍ଦୀ ଲଗାଇ ଦେବା ସହ ଦୋଳି ଖେଳିବା ପାଇଁ ପ୍ରସ୍ତୁତ ହେଲେଣି ।…
ଶ୍ରୀମନ୍ଦିର ପାଇଁ ୨୭୧ କୋଟିର ବଜେଟ୍
ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଶ୍ରୀମନ୍ଦିର ପାଇଁ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍ରେ ୨୭୧.୦୭ କୋଟି ଟଙ୍କାର ଆୟ ଓ ୨୬୨.୧୬ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ…
ଆଜି ବି ଟାଣ ଖରା
ଗତକାଲି ଭଳି ଆଜି ବି ଟାଣ ଖରାହେବ । କଲବଲ କରିବ ତାତି । ଖରାରେ ଘରୁ ନବାହାରିବା ପାଇଁ ସତର୍କ କରିଛି ପାଣିପାଗ ବିଭାଗ । ଗତକାଲି ସମ୍ବଲପୁରରେ ୪୬.୧ ଡିଗ୍ରୀ ହୋଇଥିଲା ତାପମାତ୍ରା । ୧୦ଟି ସହରର ତାପମାତ୍ରା ୪୪ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିଲା । ଭୁବନେଶ୍ୱରରେ ତାତି ସାଙ୍ଗକୁ…
ଜୁନ୍ ୧୯ରୁ ଜୁଲାଇ ୪ ଯାଏ ଯୁକ୍ତ ୩ ଅନଲାଇନ୍ ଫର୍ମପୂରଣ
ଭୁବନେଶ୍ବର: ଆସନ୍ତା ୧୯ ତାରିଖରୁ ଯୁକ୍ତ ତିନି ପାଇଁ ଆବଦେନ କରିପାରିବେ ଛାତ୍ରଛାତ୍ରୀ ।୧୯ରୁ ଜୁଲାଇ ୪ ଯାଏ ଅନଲାଇନରେ ଆବେଦନ କରିବାର ସୁଯୋଗ ରହିଛି । ଜୁଲାଇ ୧୪ରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ଓ ଅଗଷ୍ଟ ୩ରେ ତୃତୀୟ…