Browsing Category

Odisha

All about all odisha state news updates

ଗାନ୍ଧୀ ଜୟନ୍ତୀରୁ ପଦଯାତ୍ରା ପାଇଁ ବିଜେଡିର ଜୋରଦାର ପ୍ରସ୍ତୁତିି

ଭୁବନେଶ୍ବର:ପାଖେଇ ଆସୁଛି ନିର୍ବାଚନ । ଭୋଟରଙ୍କ ନିକଟତର ହେବାକୁ ବିଜେଡି ଆଉ ତିନି ଦିନ ପରେ ଆରମ୍ଭ କରିବ ପଦଯାତ୍ରା । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବହୁ କାର୍ଯ୍ୟକ୍ରମ ସାଙ୍ଗକୁ ବିକାଶକୁ ଶୀର୍ଷକୁ ନେବାକୁ ସଂକଳ୍ପ ନେବେ ଦଳୀୟ ନେତା ଓ କର୍ମୀ ।  ସବୁ ନିର୍ବାଚନ ମଣ୍ଡଳୀରେ ଏହି…

ଅଧ୍ୟାପକ ସଙ୍କଟକୁ ନେଇ ସରକାରଙ୍କୁ ଭର୍ତ୍ସନା କଲେ ନରସିଂହ

ଭୁବନେଶ୍ବର: ଅଧ୍ୟାପକ ସଙ୍କଟକୁ ନେଇ ସରକାରଙ୍କୁ ଭର୍ତ୍ସନା କଲେ ନରସିଂହ । ରାଜ୍ୟରେ ଶିକ୍ଷା ବ୍ୟବସ୍ଥା ତଳିତଳାନ୍ତ ହୋଇସାରିଲାଣି । କଲେଜରେ ଅଧ୍ୟାପକ ନାହାଁନ୍ତି କର୍ମଚାରୀ ନାହାଁନ୍ତି । ବିଶ୍ବବିଦ୍ୟାଳୟ  ଅତିଥି ଅଧ୍ୟାପକରେ ଚାଲିଛି । ଏଠାରେ ଗବେଷଣା ହେବା କଥା। ଅତିଥି ଅଧ୍ୟାପକଙ୍କ…

ରେଳ ଫାଟକ ଭାଙ୍ଗି ଟ୍ରାକରେ ଚଢ଼ିଗଲା କଣ୍ଟେନର

ବାଲେଶ୍ୱର : ବାଲେଶ୍ଵର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାମ୍ପଦା ଛକରେ  ଫାଟକ ଭାଙ୍ଗି କଣ୍ଟେନରଟି ଟ୍ରାକ୍‌କୁ ଚଢିଯିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। କର୍ଣ୍ଣାଟକ ନମ୍ବର ଥିବା କଣ୍ଟେନରରେ ନୂଆ କାର୍‌ ଲୋଡ୍ କରିଆସୁଥିଲା।  ବାଲେଶ୍ବର ଷୋହଳ ନମ୍ବର ଜାତୀୟରାଜପଥ ବାମପଦା ଛକରେ…

ବିଧାୟକ ପ୍ରତାପ ଜେନାଙ୍କୁ ଅକ୍ଟୋବର ୬ରେ ବ୍ୟକ୍ତିଗତ ହାଜିରା ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ସାଲେପୁର  : ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ ସମନ । ଅକ୍ଟୋବର ୬ରେ ବ୍ୟକ୍ତିଗତ ହାଜିରା ପାଇଁ କୋର୍ଟଙ୍କ ନିର୍ଦ୍ଦେଶ । ସାଲେପୁର ଜେଏମଏଫସି କୋର୍ଟ ଦେଲେ ନିର୍ଦ୍ଦେଶ । ଖସିଯାଉଥିଲେ, ଆଇନ ଜାଲରେ ଫସିଗଲେ । ବନ୍ଧା ହୋଇପାରନ୍ତି ପାୱାରଫୁଲ୍ ବିଜେଡି ବିଧାୟକ ପ୍ରତାପ ଜେନା । ସେପଟେ ଥାନାରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ: ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ ଥିବା ବେଳେ ଦେବୀ ସୁଭଦ୍ରା ସାଧାରଣ ବେଶରେ ସଜ୍ଜିତ ହେବେ । …

ବିଧାନସଭାରେ ଅଚଳାବସ୍ଥା ଜାରି

ଚଳିତ  ଅଧିବେଶନରେ ମୋଟ୍‌ ୮ଟି କାର୍ଯ୍ୟ ଦିବସ ରହିଛି  । କିନ୍ତୁ ୩ ଦିନ ଧରି ଗୃହ ଠିକ୍‌ ଭାବେ ଚାଲିପାରିନାହିଁ । ଗୋଟିଏ ଦିନ ବିଧାନସଭା ଚାଲିଲେ ପ୍ରାୟ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି  । ଗୃହ କାର୍ଯ୍ୟ ଆରମ୍ଭ ହେବା କ୍ଷଣି ବିଜେପି ବିଧାୟକମାନେ ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିବାରୁ…

ପ୍ରଭାତ ବିଶ୍ୱାଳଙ୍କ ନାଁରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍

ସିସୋର ଚିଟଫଣ୍ଡ ଠକେଇ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ନାଁରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଛି । ଭୁବନେଶ୍ୱର ପିଏମଏଲଏ କୋର୍ଟରେ ଚାର୍ଜସିଟ ଦାଖଲ ହୋଇଛି । କଟକ-ଚୌଦ୍ୱାର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ବିରୋଧରେ ସପ୍ଲିମେଣ୍ଟାରୀ ଚାର୍ଜସିଟ୍ ଦାଖଲ ହୋଇଥିବାରୁ ତାଙ୍କ ପାଇଁ…

ବଢ଼ିଲା ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ

ମାହାଙ୍ଗା ଡବଲ ମର୍ଡର ଘଟଣାରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ବଢିଲା ଅଡୁଆ । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର ଜେଏମଏଫସି କୋର୍ଟ ଆଜି ନିର୍ଦ୍ଦେଶ ଦେଇଛନ୍ତି । ଜାନୁୟାରୀ ୨୦୨୧ରେ ମାହାଙ୍ଗାରେ ଘଟିଥିଲା ଡବଲ୍ ମର୍ଡର । ଏହି ଘଟଣାରେ କୁଳମଣି ବରାଳ ଏବଂ ଦିବ୍ୟସିଂହ…