Browsing Category

Odisha

All about all odisha state news updates

ପାଗ ବଦଳୁନି ,ଏ ନିଆଁ ଲାଗି ଗ୍ରୀଷ୍ମ ତାଉରେ ଜନଜୀବନ ଭାଜି ହୋଇଗଲେଣି

ପଶ୍ଚିମ ଓଡ଼ିଶା ଜଳୁଥିଲା, ଜଳୁଛି। ଉପକୂଳ ଓଡ଼ିଶାବାସୀ ସେମିତି ଛଟପଟ ହେଉଛନ୍ତି। ପାଗ ବଦଳୁନି। ଏ ନିଆଁ ଲାଗି ଗ୍ରୀଷ୍ମ ତାଉରେ ଜନଜୀବନ ଭାଜି ହୋଇଗଲେଣି। ଅଂଶୁଘାତ ମୃତ୍ୟୁ ଅଭିଯୋଗ ସଂଖ୍ୟା ବଢ଼ି ୧୮ରେ ପହଞ୍ଚିଛି। ରବିବାର ୨୦ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଉପରେ ଥିଲା ।…

ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ,ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ

ବିଜେଡି ଛାଡ଼ିଲେ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଦେବାଶିଷ ସାମନ୍ତରାୟ । ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି । ​ଚିଠିରେ ଦେବାଶିଷ ସାମନ୍ତରାୟ ନିଜର ଅସନ୍ତୋଷ ବ୍ୟକ୍ତ କରି ଅଭିଯୋଗ କରିଛନ୍ତି ଯେ, ଦଳ ଭିତରେ ତାଙ୍କୁ…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକ ମାନଙ୍କ କାର୍ଯ୍ୟ ବନ୍ଦ , ପୂର୍ତ୍ତ…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକ ମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ପୂର୍ତ୍ତ ବିଭାଗର ଇଆଇସି ସମସ୍ତ ଜୋନ୍ର ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀମାନଙ୍କୁ ଏହି…

ଓଡ଼ିଶା ପାଲଟିଛି ନିଆଁ ପିଣ୍ଡୁଳା,୨୮ରୁ ତାତି ସାମାନ୍ୟ କମିପାରେ

ଆହୁରି ୪ ଦିନ ଆକାଶରୁ ବର୍ଷିବ ଅନଳ । ଏହି ନିଆଁ ମାଡ଼ରେ କଲବଲ ହେଲେ ସାରା ଓଡ଼ିଶାବାସୀ । ୨୭ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ଲହରୀ ସ୍ଥିତି ଲାଗି ରହିବ । ୨୮ରୁ ତାତି ସାମାନ୍ୟ କମିପାରେ । ଓଡ଼ିଶା ପାଲଟିଛି ନିଆଁ ପିଣ୍ଡୁଳା । ଶନିବାର ଝାରସୁଗୁଡ଼ା ସମେତ ପଶ୍ଚିମ ଓଡ଼ିଶାର ୫ଟି ସହରରେ…

ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ

ଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠି । ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଚିନ୍ତା ପ୍ରକଟ । ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଉପରକୁ ହୋଇଥିବା ଆକ୍ରମଣ ଘଟଣାକୁ ନେଇ ନବୀନ ଏହି ଚିଠିରେ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଆଠଗଡ଼…

ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି OPTCL କର୍ମଚାରୀଙ୍କ ଛୁଟି ବାତିଲ

ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିମିଟେଡ୍‌ (OPTCL) କଡ଼ା ପଦକ୍ଷେପ ଗ୍ରହଣ କରିଛି । ସଂସ୍ଥା ପକ୍ଷରୁ ଜାରି ହୋଇଥିବା ଏକ ସର୍କୁଲାର ଅନୁସାରେ, ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ କୌଣସି…

ବଦଳି ନୀତିରେ ବଡ଼ ସଂଶୋଧନ

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଦଳି ଓ ନିଯୁକ୍ତି ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ସୁସଙ୍ଗତ ଓ ଶୃଙ୍ଖଳିତ କରିବା ପାଇଁ ମୋହନ ମାଝୀଙ୍କ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ପ୍ରଚଳିତ ବଦଳି ନୀତିରେ ବଡ଼ ସଂଶୋଧନ କରି ଏଥିରେ ଥିବା ଗଳାବାଟକୁ ବନ୍ଦ କରିବା ସହ ରାଜନୀତିକ ଚାପ ହ୍ରାସ ପାଇଁ…

ଭୀଷଣ ଗରମ ପ୍ରକୋପରୁ ମିଳିବ ଆଶ୍ଵସ୍ତି ,ଜୁନ୍ ପ୍ରଥମ ସପ୍ତାହ ବେଳକୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ

ଭୀଷଣ ଗରମ ପ୍ରକୋପରୁ ମିଳିବ ଆଶ୍ଵସ୍ତି। ଜୁନ୍ ପ୍ରଥମ ସପ୍ତାହ ବେଳକୁ ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାରେ ପ୍ରାକ୍ ମୌସୁମୀ ବର୍ଷା ଯୋଗୁ ପାଗ ବଦଳିବ ଓ ତାପମାତ୍ରା କମିବ। ଅନ୍ୟପକ୍ଷରେ ମୌସୁମୀ ଓଡ଼ିଶାକୁ ଜୁନ୍ ୧୦ ରୁ ୧୨ ତାରିଖ ସୁଦ୍ଧା ଆସିପାରେ।…

ଇବୋଲା ପାଇଁ ଭୁବନେଶ୍ବର ଏୟାରପୋର୍ଟରେ ସତର୍କତା , ବିମାନବନ୍ଦରରେ ଯାତ୍ରୀମାନଙ୍କର ହେବ ଥର୍ମାଲ ସ୍କାନିଂ

ଇବୋଲା ପାଇଁ ଭୁବନେଶ୍ବର ଏୟାରପୋର୍ଟରେ ସତର୍କତା ।  ବିମାନବନ୍ଦରରେ ଯାତ୍ରୀମାନଙ୍କର ହେବ ଥର୍ମାଲ ସ୍କାନିଂ । କେନ୍ଦ୍ର ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଇବୋଲା ଭାଇରସ ଉପରେ ସମସ୍ତ ବିମାନ ବନ୍ଦରକୁ ସତର୍କତା ଜାରି କରାଯାଇଛି ।  ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ବିମାନବନ୍ଦର ପକ୍ଷରୁ…

ଅଧିକ ଏସି ବ୍ୟବହାର ହେଉଛି ,ଫଳରେ ଓଭରଲୋଡ୍ ହେଉଛି ,ତଥାପି ଶୀଘ୍ର ରିଷ୍ଟୋର୍ କରିବା ପାଇଁ ଆମେ ବ୍ୟବସ୍ଥା କରୁଛୁ…

ଅସହ୍ୟ ଗୁଳୁଗୁଳି, ଗରମକୁ ଅଘୋଷିତ ବିଦ୍ୟୁତ କାଟ୍‌ ।  ବେଡି ଉପରେ ଯେମିତି ପଡିଛି କୋରଡା ମାଡ । ଗତ କିଛି ଦିନ ଧରି ଲୋକଙ୍କୁ ଅତିଷ୍ଠ କଲାଣି ପ୍ରବଳ ଗରମ ସାଙ୍ଗକୁ ପାୱାର କଟ୍‌ ।ନା ଘରେ ରହି ହେଉଛି ନା ବାହାରକୁ ବାହାରି ହେଉଛି ।ବିଞ୍ଚଣାରେ ବସି ବିଞ୍ଚିବା ଛଡା ଆଉ କିଛି ଉପାୟ ନାହିଁ…