Browsing Category

Odisha

All about all odisha state news updates

ଆଜି ଷଷ୍ଠୀରେ ମହାପ୍ରଭୁଙ୍କ ଲାଗି ହେବ ଓଷ

ପୁରୀ: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବାପରେ ଜ୍ବରରେ ପଡ଼ିଛନ୍ତି ଶ୍ରୀଜିଉ । ଅଣସର ଘରେ ଚାଲିଛି ଗୁପ୍ତସେବା । ମହାପ୍ରଭୁଙ୍କ ସେବାରେ ଲାଗିପଡ଼ିଛନ୍ତି ଦଇତାପତି ସେବାୟତ । ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଶ୍ରୀଅଙ୍ଗରେ ଲାଗି ହୋଇଛି ଫୁଲୁରୀ ତେଲ । ପୂର୍ବ ପରମ୍ପରା ଅନୁଯାୟୀ…

୯ ବର୍ଷ ହେଲା ଓଡ଼ିଶାବାସୀଙ୍କୁ ପ୍ରତାରିତ କରିଆସିଛି ବିଜେପି: ବିଜେଡି ମୁଖପାତ୍ର

ଭୁବନେଶ୍ୱର: ଓଡ଼ିଶା ପ୍ରତି ପ୍ରତାରଣା କରୁଛନ୍ତି କେନ୍ଦ୍ରର ବିଜେପି ସରକାର। ଏହାର ଏକ ବଡ଼ ଉଦାହରଣ ହେଉଛି ୫୫ ନମ୍ବର ଜାତୀୟ ରାଜପଥ। ଦେଶର ସବୁଠାରୁ ବଡ଼ ବିପଦସଙ୍କୁଳ ରାସ୍ତା ପାଲଟିଛି ଏହି ଜାତୀୟ ରାଜପଥ। ୩ ବର୍ଷ ମଧ୍ୟରେ ଏହି ରାସ୍ତା କାମ ସରିବା କଥା। ୬ବର୍ଷ ବିତି ଯାଇଥିଲେ ବି କାମ…

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ୱର:  ସମବାୟ ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କୁ ମିଳିଛି ଉଚ୍ଚ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ । ମନ୍ତ୍ରିମଣ୍ଡଳରୁ ରୋହିତଙ୍କୁ ବାଦ ଦେବାକୁ ରାଜ୍ୟପାଳଙ୍କୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ । ବାର୍ଷିକ ସମୀକ୍ଷାରେ ଉଚ୍ଚଶିକ୍ଷା…

ପିଲାଙ୍କ ଡରରେ ବାହାନଗା ହାଇସ୍କୁଲର ହେବ ପୁନଃନିର୍ମାଣ

ବାଲେଶ୍ବର: ବାହାନଗା ହାଇସ୍କୁଲ 5T ଉପକ୍ରମରେ ଏକ ମଡେଲ ସ୍କୁଲ ହେବ । ‍ବାଲେଶ୍ୱର ଜିଲ୍ଲା ବାହନଗା ହାଇସ୍କୁଲ ତଥା ଏହାର ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ଘରକୁ ସମ୍ପୂର୍ଣ୍ଣ ଭଙ୍ଗାଯାଇ ନୂତନ ଘର ନିର୍ମାଣ କରାଯିବ ।  ବାହାନଗା ହାଇସ୍କୁଲ  ୪ରୁ ୬ ମାସରେ ନୂଆ ରୂପ ପାଇବ ।…

ଆଷାଢ଼ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଆଜି ଆଷାଢ଼ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁଙ୍କୁ ଲାଗି ହେବ ଫୁଲୁରୀ ତେଲ । ଦେବ ସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଅଣସର ଘରେ ଜ୍ୱରରେ ପୀଡିତ ଅଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଅଣସର ଗୃହରେ କ୍ଷୀଣ ଆଲୋକରେ ଦଇତାପତି ଓ ପତିମହାପାତ୍ର ସେବକଙ୍କ ଦ୍ୱାରା ଗୁପ୍ତସେବା…

ରୋହିତ ପୂଜାରୀଙ୍କୁ ମନ୍ତ୍ରୀମଣ୍ଡଳରୁ ବାଦ: ମନ୍ତ୍ରୀଙ୍କ ବୟସକୁ ନେଇ ଦେଇଥିଲେ ବିବାଦୀୟ ମନ୍ତବ୍ୟ

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ବିଦା କରିଛନ୍ତି ମୁଖ୍ୟମନ୍ତ୍ରୀ ।  ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ ଦେବାକୁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି । ବାର୍ଷିକ ସମୀକ୍ଷାରେ…

ଅଧାଗଢା ଘରକୁ ପ୍ରାଥମିକତା ଦିଆଯିବ

ଭୁବନେଶ୍ୱର:  ବିଭିନ୍ନ ଯୋଜନାରେ ରାଜ୍ୟର ୧ ଲକ୍ଷ ୭୪ ହଜାର ହିତାଧିକାରୀଙ୍କ ଘର ଅଧା ନିର୍ମାଣ ହୋଇ ରହିଥିବାରୁ ତାକୁ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।  ରାଜ୍ୟ ସରକାରଙ୍କ ମୋ ଘର ଯୋଜନା ଏସବୁ ଘରକୁ ସମ୍ପୂର୍ଣ୍ଣ କରିବାରେ ବଡ଼ ସହାୟକ ହେବ । ବିଧାନସଭାର…

ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର:  ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୮ ଶିଳ୍ପକୁ ଅନୁମୋଦନ ମିଳିଛି । ମେଟାଲ୍ ଡାଉନଷ୍ଟ୍ରିମିଂ, ଫାର୍ମାସ୍ୟୁଟିକାଲ୍, ଖାଦ୍ୟ ପ୍ରକ୍ରିୟାକରଣ,…

ଜ୍ବରରେ ଶ୍ରୀଜିଉ ଉପଶମ ପାଇଁ ଆଜି ଫୁଲୁରି ତେଲ ଲାଗି ହେବ

ପୁରୀ :  ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କ ଜ୍ବର ଭଲ କରିବା ପାଇଁ ଚାଲିଛି ଗୁପ୍ତନୀତି।  ବିଶ୍ୱାବସୁ ତଥା ବିଦ୍ୟାପତିଙ୍କ ବଂଶଧରମାନେ ଶ୍ରୀଅଙ୍ଗରୁ ଲେପ ଛଡ଼ାଇବା ପୂର୍ବରୁ ମହାପ୍ରଭୁଙ୍କୁ ଔଷଧଯୁକ୍ତ ତୈଳ ମର୍ଦ୍ଦନ କରିଥାନ୍ତି। ଏହି ପରମ୍ପରା ଆଧାରରେ…

ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରହିବ କାଳବୈଶାଖୀ ପ୍ରଭାବ । ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣଂ ଦେଇଛି ପାଣିପାଗ କେନ୍ଦ୍ର ।  ଗତକାଲି ରାଜଧାନୀ ସହ ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଲା କାଳବୈଶାଖୀ । ଅଚାନକ ମାଡ଼ି ଆସିଲା କଳାହାଣ୍ଡିଆ ମେଘ । ଧୂଳି ଝଡ଼ ସାଙ୍ଗକୁ…