Trending
- ବିଜେଡିରେ ପୁଣି ହଲଚଲ ,କାରଣ ନବୀନ ନିବାସରେ ଦଳର ବଡ ବୈଠକ ବସିଛି
- ଓଡ଼ିଶାରେ ଏପ୍ରିଲ୍ ୧୬ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନଗଣନା
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
Browsing Category
Odisha
All about all odisha state news updates
ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍
ପୁରୀ: ଆଜି ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ କୁ ଭର୍ଚୁଆଲ ମୋଡରେ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ…
ବେଙ୍ଗାଲୁରୁରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ
ବେଙ୍ଗାଲୁରୁ: ଆଜିଠୁ ବେଙ୍ଗାଲୁରୁରେ ଓଡ଼ିଶା ନିବେଶକ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ନେତୃତ୍ବରେ ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଇପିକଲର ଅଧ୍ୟକ୍ଷ ହେମନ୍ତ ଶର୍ମା, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ସଚିବ ଅରବିନ୍ଦ କୁମାର…
ଆସନ୍ତାକାଲି ୮୦୦୦ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ଏହା ସହ କଟକ, ପୁରୀ ୨ଟି ଷ୍ଟେସନର ଶିଳାନ୍ୟାସ ଭର୍ଚୁଆଲ ମାଧ୍ୟମରେ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ’ ୧୮ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ଉଭୟ ପୁରୀ ଓ କଟକ…
ଫାଳେ ଇଞ୍ଜିନରେ ଚାଲିଛି ସରକାର :ଧର୍ମେନ୍ଦ୍ର
ଭୁବନେଶ୍ବର: ଝାରସୁଗୁଡ଼ା ନିର୍ବାଚନରେ ବିଜୟ ପରେ ପ୍ରଥମେ କେନ୍ଦ୍ର ସରକାରକୁ ନବୀନ କରିଥିଲେ ଟାର୍ଗେଟ୍ । ଆଉ ଏବେ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ କାଉଣ୍ଟର ଦେଖିବାକୁ ମିଳିଛି। ବିଜେପିର ଡବଲ ଇଞ୍ଜିନ ନୁହେଁ ଲୋକ ଗୁଡ ଗଭର୍ଣ୍ଣାସ ଚାହାଁନ୍ତି ବୋଲି ନବୀନ କହିଥିଲେ । ଏଭଳି ସମାଲୋଚନା ପରେ…
ବୋହୂଙ୍କ ଅଭିଯୋଗକୁ ଖଣ୍ଡନ କଲେ ବିଧାୟକ ଶଶିଭୂଷଣ ବେହେରା
ଭୁବନେଶ୍ବର: ଘର କଥା ବାହାରେ ଚର୍ଚା ହେବାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଶଶିଭୂଷଣ ବେହେରା । ତାଙ୍କ ବୋହୂ ରୋନାଲି ବେହେରାଙ୍କ ଅଭିଯୋଗ ଭିତ୍ତିହୀନ ବୋଲି ସେ କହିଛନ୍ତି । ଗତକାଲି ଘଟଣା ସାମ୍ନାକୁ ଆସିବା ପରେ ମୁହଁ ଖୋଲିଛନ୍ତି ଶଶୀଭୂଷଣ । ଶଶିଭୂଷଣ କହିଛନ୍ତି,…
ଅତିରିକ୍ତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ଉ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଖୋର୍ଦ୍ଧା, ଗଞ୍ଜାମ ଓ ମୟୁରଭଞ୍ଜର ଘର, ଅଫିସ୍ ସମେତ ମୋଟ ୭ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉରେ ସାମିଲ…
ଜୁନ ୪ତାରିଖରେ ମୌସୁମୀ କେରଳ ଛୁଇଁବ
ଭୁବନେଶ୍ୱର: ଏବର୍ଷ ଚାରିଦିନ ବିଳମ୍ବରେ ଆସିବ ମୌସୁମୀ । ପାଣିପାଗ ବିଭାଗ ଅନୁସାରେ ଜୁନ ୪ତାରିଖରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା ରହିଛି । ପ୍ରତିବର୍ଷ ମୈାସୁମୀ କେରଳ ଛୁଇଁବାର ସ୍ବାଭାବିକ ତାରିଖ ହେଉଛି ଜୁନ ୧ । ଯେହେତୁ କେରଳରେ ବିଳମ୍ଭରେ ଛୁଇଁବ ତେଣୁ ଓଡ଼ିଶାରେ ବି ବିଳମ୍ବରେ ଛୁଇଁବ…
ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ଯାଏଁ ଦର୍ଶନ ବନ୍ଦ
ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର। ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହରିତାଳ, ହିଙ୍ଗୁଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା,…
ଆସନ୍ତାକାଲିଠୁ ଚାଲିବ ପୁରୀ-ହାଓଡ଼ା ‘ବନ୍ଦେ ଭାରତ ଏକ୍ସପ୍ରେସ୍
ଭୁବନେଶ୍ବର: ଆସନ୍ତାକାଲିଠୁ ବହୁ ପ୍ରତିକ୍ଷିତ ହାୱଡ଼ା-ପୁରୀ-ହାଓଡ଼ା ‘ବନ୍ଦେ ଭାରତ ଏକ୍ସପ୍ରେସ୍’ ଚାଲିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଭିଡିଓ କନଫରେନସରେ ଏହି କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିବେ । ପୁରୀରେ ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ‘୨୨୮୯୫/୨୨୮୯୬’…
ବିଜେଡି ନେତାମାନଙ୍କ ନାଁରେ ନାରୀ ନିର୍ଯାତନା ତାଲିକା ଲମ୍ବା: ବିଜେପି
ଭୁବନେଶ୍ୱର : ବିଜେଡି ନେତାଙ୍କ ନାଁରେ ନାରୀ ନିର୍ଯ୍ୟାତନା ଓ ଅସଦାଚାରଣର ଲମ୍ବା ତାଲିକା ରହିଛି ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାର । ମହିଳା ମାନଙ୍କୁ ଅତ୍ୟାଚାର, ଅସମ୍ମାନ, ଅସଦାଚାରଣ କରୁଥିବା ବେଶୀ ସଂଖ୍ୟକ ନେତା ହେଉଛନ୍ତି ବିଜେଡି ନେତା । …