Trending
- ନିତିନ ନବୀନ ହେଉଛନ୍ତି ବସ୍ ଏବଂ ମୁଁ ଜଣେ ଦଳୀୟ କର୍ମୀ – ପ୍ରଧାନମନ୍ତ୍ରୀ ମୋଦୀ
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ନୂଆ ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ନେଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
Browsing Category
Odisha
All about all odisha state news updates
ବ୍ୟକ୍ତିଗତ ଟିପ୍ପଣୀ ଦେଇ ୨ ମହିଳାଙ୍କୁ ହତୋତ୍ସାହିତ କରିଛନ୍ତି କେନ୍ଦ୍ରମନ୍ତ୍ରୀ: ବିଜେଡି
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନକୁ ଟାର୍ଗେଟ କଲେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ମିଶନ ଶକ୍ତି ମାଆଙ୍କ ଉପରେ ଆପଣଙ୍କ ଏତେ ରାଗ କାହିଁକି ? ବୋଲି ପ୍ରଶ୍ନ କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ୨୦୨୨ ପଞ୍ଚାୟତ ନିର୍ବାଚନରେ ଲୋକେ ଏହାର ଜବାବ ଦେଇଛନ୍ତି…
ଅର୍କେଶଙ୍କ ନାମରେ ନିର୍ଯାତନା ଅଭିଯୋଗ ଆଣିଲେ ପତ୍ନୀ ଅଦ୍ରିଜା
ବଲାଙ୍ଗୀର : ବଲାଙ୍ଗୀର ରାଜପରିବାରେ ଉଠିଛି ଝଡ । ରଜାଘର ବୋହୁ ଆଣିଛନ୍ତି ନିର୍ଯାତନା ଅଭିଯୋଗ । ଅର୍କେଶ ନାରାୟଣ ସିଂହଦେଓ ତାଙ୍କ ପତ୍ନୀ ଅଦ୍ରିଜାଙ୍କୁ ମାନସିକ, ଶାରୀରିକ ନିର୍ଯାତନା ଦିଆଯାଉଥିବା ସେ ଅଭିଯୋଗ କରିଛନ୍ତି। କିଭଳି ତାଙ୍କୁ ନିର୍ଯାତନା ଦିଆଯାଉଛି ସେ କଥା ସୋସିଆଲ…
୧୮ ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳ
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି। ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। କଟକ ବୋର୍ଡ କାର୍ଯ୍ୟାଳୟରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ…
ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀ ବୈଠକ ଅବସରରେ ‘ସଷ୍ଟେନ : ଦ କ୍ରାଫ୍ଟ ଇଡିଅମ୍’ ଶୀର୍ଷକ ପ୍ରଦର୍ଶନୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଭୁବନେଶ୍ବରସ୍ଥିତ କଳା ଭୂମି ପରିସରରେ ଆୟୋଜିତ ଏହି ପ୍ରଦର୍ଶନୀର ଉଦଘାଟନୀ ସମାରୋହରେ କେନ୍ଦ୍ର ସଂସ୍କୃତି,…
ଜଳୁଛି ଅଧା ଓଡ଼ିଶା
ଭୁବନେଶ୍ୱର:ଜଳୁଛି ଅଧା ଓଡ଼ିଶା । ତାତିରେ ସିଜୁଛନ୍ତି ଲୋକେ । ହୁତୁ ହୁତୁ ହୋଇ ରାଜ୍ୟରେ ପୁଣି ବଢ଼ିଲା ତାପମାତ୍ରା । ୧୬ ସହରର ତାପାମାତ୍ରା ୪୧ ଡିଗ୍ରୀ ଉପରେ ଥିବାରୁ ଲୋକେ ନାହିଁ ନଥିବା ହନ୍ତସନ୍ତ ହେଉଛନ୍ତି । ୪୪. ୪ ଡିଗ୍ରୀ ସହ ବଲାଙ୍ଗୀର ସବୁଠାରୁ ଉତ୍ତପ୍ତ ସହର , ୪୪ ଡିଗ୍ରୀ ସହ…
ପରାଜୟର ସମୀକ୍ଷା କରିବ କଂଗ୍ରେସ
ଝାରସୁଗୁଡ଼ା: ବିଧାନସଭା ଉପନିର୍ବାଚନରେ ହାରିଲା କଂଗ୍ରେସ । ଖାଲି ହାରିଲା ନାହିଁ ଅମାନତ ହରାଇଲା । ଦିନେ ଏହି ଆସନ କଂଗ୍ରେସର ଗଡ଼ ଥିଲା । ଆଜି କିନ୍ତୁ ଭୋଟ ନାହିଁ । ହାତଗଣତି କିଛି ଭୋଟ ପାଉଛି କଂଗ୍ରେସ । ଏଥର ତରୁଣ ପାଣ୍ଡେଙ୍କୁ ମିଳିଲା ମାତ୍ର ୪,୪୭୩ ଖଣ୍ଡ ଭୋଟ। ନେତାମାନେ ଏହାକୁ…
ଝାରସୁଗୁଡ଼ାରେ ବୃହତ ବିଜୟ ପରେ ଦୀପାଳି ହେବେ କି ମନ୍ତ୍ରୀ ?
ଭୁବନେଶ୍ବର: ନବ ଦାସଙ୍କ ମୃତ୍ୟୁ ପରେ ଝାରସୁଗୁଡ଼ାରେ ହୋଇଥିବା ଉପନିର୍ବଚନରେ ବିଜୟୀ ହୋଇ ତାଙ୍କ ଝିଅ ଦୀପାଳି ଦାସ ଏବେ ବିଧାୟିକା ଭାବେ ଶପଥ ନେଇଛନ୍ତି । ଦୀପାଳିଙ୍କୁ ମନ୍ତ୍ରୀ ପଦ ମିଳିପାରେ ଏନେଇ ରାଜନୀତି ସମୀକ୍ଷକମାନେ ଆଲୋଚନା କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ପ୍ରତି ତାଙ୍କର…
ଆଜିଠୁ ଦୁବାଇକୁ ବିମାନ ସେବା
ଭୁବନେଶ୍ବର : ଆଜିଠୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି। ଦୁବାଇରୁ ୧୧.୨୫ରେ ଇଣ୍ଡିଗୋର ବିମାନ ୧୭୩ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଆସିଥିଲା । ଏହି ବିମାନ ଭୁବନେଶ୍ବରରେ ୫.୩୦ ରେ ପହଞ୍ଚିଥିଲା ।…
ସେକ୍ ଫାରୁକ୍ ହତ୍ୟା ମାମଲା: ପ୍ରମାଣ ଅଭାବରୁ ଖଲାସ ହେଲେ ଡି ବ୍ରଦର୍ସ
କଟକ: ସେକ୍ ଫାରୁକ୍ ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ଅଭିଯୁକ୍ତ ସୁଶାନ୍ତ ଓ ସୁଶିଲ ଧଳସାମନ୍ତ। ଜିଲ୍ଲା ଦୌରା ଜଜ୍
ଏଥିସହ ସହଯୋଗୀ ଆରିଫ୍ ଖାଁକୁ ମଧ୍ୟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । । ୨୦୧୪ ନଭେମ୍ବର ୧୧ ତାରିଖରେ ମାଲଗୋଦାମରେ ବହୁଚର୍ଚ୍ଚିତ ଡାଲି ବ୍ୟବସାୟୀ…
ଶପଥ ନେଲେ ବିଧାୟିକା ଦୀପାଳି ଦାସ
ଭୁବନେଶ୍ବର: ଝାରସୁଗୁଡ଼ା ବିଧାୟିକା ଭାବେ ଦୀପାଳି ଦାସ ଆଜି ଶପଥ ଗ୍ରହଣ କରିଛନ୍ତି। ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ପ୍ରତିକ୍ରିୟାରେ ଦୀପାଳି ଦାସ କହିଛନ୍ତି, ମୁଁ ଝାରସୁଗୁଡ଼ାବାସୀଙ୍କ ସେବା କରିବି। ଏହାଛଡ଼ା ବାପାଙ୍କ ଅଧୁରା ସ୍ବପ୍ନ ପୂରଣ ଦିଗରେ…