Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Odisha
All about all odisha state news updates
ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଆଜି ଠାରୁ ସାତଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିବେଶକ ସମ୍ମେଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ସୂଚନା ମିଳିଛି। ଆଇଟି,ଶିଳ୍ପ ପର୍ଯ୍ୟଟନ ଓ କ୍ରୀଡା କ୍ଷେତ୍ର ପାଇଁ ନିବେଶକଙ୍କୁ ସାକ୍ଷାତ କରିବେ। ଏପ୍ରିଲ ୩ ତାରିଖରୁ ୯ ତାରିଖ ଯାଏଁ ମୁଖ୍ୟମନ୍ତ୍ରୀ…
ବିଜେଡି ମୁହଁରେ ଆନ୍ଧ୍ର ଭାଷା
ଭୁବନେଶ୍ୱର: କୋଟିଆ ପ୍ରସଙ୍ଗକୁ ନେଇ ବିଜେଡି ବିଜେପି ନେତାଙ୍କ ମଧ୍ୟରେ କଥାକଟାକଟି ଚାଲିଛି । ଉତ୍କଳ ଦିବସ ବେଳେ ନେତାଙ୍କ କଥାକୁ ନେଇ ଏବେ ତେଜୁଛି ରାଜନୀତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଆ ଗସ୍ତ ପରେ ବିଜେପିକୁ ଉଭୟ ବିଜେଡି ଓ କଂଗ୍ରେସ ଟାର୍ଗେଟ କରି ଆସୁଛନ୍ତି ।…
ଚିହ୍ନଟ ହେଲେ ୨୩ କରୋନା ରୋଗୀ
ଭୁବନେଶ୍ୱର: ପୁଣି ଡରାଇଲାଣି କରୋନା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦୁଇ ଦିନ ତଳେ ସର୍ବାଧିକ ସଂକ୍ରମିତଙ୍କ ସଂଖ୍ୟା ୪୯ରେ ପହଞ୍ଚିଥିଲା । ଏଚ୍୩ଏନ୍୨ ଭୂତାଣୁ ସଂକ୍ରମଣ ଉପରେ କୌଣସି ନୂଆ କେସ୍ ଆସିନାହିଁ ବୋଲି ଆର୍ଏମ୍ଆର୍ସି…
ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ନେଇ କଂଗ୍ରେସର ବିକ୍ଷୋଭ
ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ନେଇ କଂଗ୍ରେସର ବିକ୍ଷୋଭ । ଏଜି ଛକରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଚାଲିଥିବା ବେଳେ ଘଟଣାସ୍ଥଳରୁ କଂଗ୍ରେସର ବରିଷ୍ଠ ନେତାଙ୍କୁ ଉଠାଇ ନେଇଥିଲା ପୋଲିସ । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ବିଧାୟକ ସୁର ରାଉତରାୟଙ୍କୁ ପୁଲିସ ଉଠାଇନେଇଥିଲା ।…
ବିଧାନସଭାରେ ଉଠିଲା ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦ
ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ବିରୋଧୀମାନେ ବିଧାନସଭାରେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ଗୃହରେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ଏହାକୁ ନେଇ ପ୍ରବଳ ହଟ୍ଟଗୋଳ ହେବା ଯୋଗୁ ଅପରାହ୍ଣ ୪ ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।
ବିରୋଧୀ ଦଳ…
ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
ଝାରସୁଗୁଡା : ଶେଷରେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳିଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଯାହା ପୂର୍ବରୁ ଚର୍ଚା ହେଉଥିଲା ତାହା ହିଁ ହୋଇଛି । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ମୁଖ୍ୟମନ୍ତ୍ରୀ ଟିକେଟ ଦେବାକୁ ଘୋଷଣା କରିଛନ୍ତି । ଦୀପାଳି ଦାସଙ୍କୁ…
ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର ଉପକଣ୍ଠ ଦୟାନଦୀରେ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ଟିମ୍ । ଉଦ୍ଧାର ପାଇଁ ସକାଳୁ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଅଗ୍ନିଶମ ବାହିନୀର ସ୍କୁବା ଡାଇଭରମାନେ ସ୍ୱତନ୍ତ୍ର ବୋଟ ଯୋଗେ ଆଜି ଖୋଜାଖୋଜି ଚଳାଇଥିଲା । କିଛି ସମୟ ପରେ ନଦୀର ଏକ ପାର୍ଶ୍ୱରୁ ଛାତ୍ରଙ୍କ…
ଆଜି ଝଡ଼ବର୍ଷା ସହ କୁଆପଥର ବର୍ଷା
ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ କୁଆପଥର ବର୍ଷା…
ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମ ନୀତି: ୫ରୁ ଦର୍ଶନ ବନ୍ଦ
ରାମନବମୀ ତିଥିରେ ଶ୍ରୀମନ୍ଦିରରେ ପ୍ରଭୁ ଶ୍ରୀ ରାମଙ୍କ ଜନ୍ମ ନୀତି ପାଳନ ହେବ। ଶ୍ରୀମନ୍ଦିରକୁ ମଧ୍ୟାହ୍ନଧୂପ ଛେକ ପ୍ରବେଶ ପରେ ପରେ ଏହି ନୀତି ପାଳନ କରାଯିବ। ପ୍ରାୟ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଜନ୍ମ ନୀତି ଶେଷ ପରେ ରାତି ୮ଟା ପରେ ପୁନର୍ବାର ଦର୍ଶନ…
ଝାରସୁଗୁଡା ଉପନିର୍ବାଚନ ପାଇଁ ମେ’ ୧୦ରେ ଭୋଟ୍ ଗ୍ରହଣ: ରାଜନୀତି ସରଗରମ
ଝାରସୁଗୁଡ଼ାରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି । ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି। ଆସନ୍ତା ଏପ୍ରିଲ ୧୩ ତାରିଖରେ ନୋଟିଫିକେସନ୍…