Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Browsing Category
Odisha
All about all odisha state news updates
ଫୁଟବଲ ମ୍ୟାଚ୍ ବେଳେ ବଜ୍ରାଘାତରେ ତିନି ସାଙ୍ଗଙ୍କ ମୃତ୍ୟୁ, ୪ ଆହତ
ରାଉରକେଲା : ଜୀବନ କେତେବେଳେ ଯିବ କାହାକୁ ଜଣାନାହିଁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଚି ସୁନ୍ଦରଗଡ଼ରେ । ଫୁଟବଲ୍ ମ୍ୟାଚ୍ବେଳେ ବର୍ଷା ସହ ଘଡ଼ଘଡ଼ି ମାରୁଥିଲା । ଗଛମୂଳେ ଏକାଠି ବସି ମୋବାଇଲ ଦେଖିବା ବେଳେ ବଜ୍ରାଘାତରେ ତିନି ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଲାଠିକଟା…
ଓଡ଼ିଶା ଆସୁଛନ୍ତି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଓଡିଶା ଗସ୍ତରେ ଆସୁଛନ୍ତି | ତାଙ୍କର ଏହି ଗସ୍ତ ସମୟରେ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ ପାଇଁ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଏମଏସଏମଇ କାର୍ଯ୍ୟକ୍ରମରେ…
କଟକରେ ୩୪୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ: କଟକ ବିକାଶରେ ଯୋଡ଼ି ହେଲା ନୂଆ ଅଧ୍ୟାୟ । ୩୪୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହ ୨ଶହ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକାର୍ପିତ ହୋଇଛି ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ ଟର୍ମିନାଲ । ନେତାଜୀ…
ଠିକା ନିଯୁକ୍ତି ନେଇ ବିଜେଡିର କଡ଼ା ଜବାବ
ଭୁବନେଶ୍ବର: ବିଜେପି ଏବଂ କଂଗ୍ରେସକୁ କଡା ଜବାବ ଦେଇଛି ବିଜେଡି । ଠିକା ନିଯୁକ୍ତି ନେଇ ରାଜ୍ୟ ବିଜେପି ଓ କଂଗ୍ରେସଯେଉଁ କଥା କହୁଛନ୍ତି ଅନ୍ୟ ରାଜ୍ୟରେ କିନ୍ତୁ ତାହା ପାଳନ କରୁନାହାଁନ୍ତି । ଉଭୟ ଦଳକୁ ଟାର୍ଗେଟ୍ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ଠିକା ନିଯୁକ୍ତି ପାଇଁ ଗୁଜରାଟ…
ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ
ଭୁବନେଶ୍ୱର: ରାଜ୍ୟରେ ଗଠନ ହେଲା ବିଜୁ ଶ୍ରମିକ ସାମ୍ମୁଖ୍ୟ । ପ୍ରଣବ ପ୍ରକାଶ ଦାସଙ୍କୁ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା ଭାବେ ନିଯୁକ୍ତି ଦେଲେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ସେହିଭଳି ଉପଦେଷ୍ଟା ଭାବେ ଦେବାଶିଷ ସାମନ୍ତରାୟ ଏବଂ ପ୍ରଭାସ କୁମାର ସିଂଙ୍କୁ ନିଯୁକ୍ତି ପ୍ରଦାନ…
ବିଜୁ ପଟ୍ଟନାୟକଙ୍କ କନ୍ୟା ଗୀତା ମେହେଟ୍ଟାଙ୍କ ପରଲୋକ
ଅନ୍ତର୍ଜାତୀୟ ସ୍ତରର ଲେଖିକା ଗୀତା ମେହେଟ୍ଟାଙ୍କର ୮୦ ବର୍ଷ ବୟସରେ ନୂଆଦିଲ୍ଲୀସ୍ଥିତ ବାସଭବନରେ ଦେହାନ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି। ସେ ହେଉଛନ୍ତି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା । ସେ…
ଭୁବନେଶ୍ୱର ଗସ୍ତରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଭୁବନେଶ୍ୱର: ଭୁବନେଶ୍ୱର ଗସ୍ତରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆସି ପହଁଚିଛନ୍ତି । ଆସନ୍ତା ୨୩ ତାରିଖରେ ଏକ ଦେଶ ଏକ ନିର୍ବାଚନ ନେଇ ଗଠିତ କମିଟିର ପ୍ରଥମ ବୈଠକ ବସିବ କହିଛନ୍ତି କମିଟିର ମୁଖ୍ୟ ତଥା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଏକ ଘରୋଇ ଇଞ୍ଜିନିୟରିଂ କଲେଜର…