Browsing Category

Odisha

All about all odisha state news updates

ପ୍ରତିଷ୍ଠା ହେବ କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ

କଟକ: ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ଏକ ମେଡିକାଲ କଲେଜ । କଟକସ୍ଥିତ ଡ୍ରିମ୍ସ ଇନଷ୍ଟିଚ୍ୟୁଟ ଅଫ୍ ହେଲଥ ସାଇନ୍ସ ଆଣ୍ଡ ହସ୍ପିଟାଲ ପ୍ରତିଷ୍ଠା ହେବା ନେଇ ସୂଚନା ଦେଇଛି ନ୍ୟାସନାଲ ମେଡିକାଲ କମିଶନ । ଉତ୍କଳ ବିଶ୍ବବିଦ୍ଯାଳୟ ଅଧିନରେ ଏହା କାର୍ଯ୍ୟ କରିବ । ପ୍ରତିବର୍ଷ ୧୦୦ଟି ସିଟ୍ ଲାଗି…

ଶ୍ରୀମନ୍ଦିରକୁ ଆଜି ଠାରୁ ପ୍ରବେଶ କରିଛନ୍ତି ଦଇତାପତି

ପୁରୀ: ଆଗାମୀ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିରକୁ ଆଜି ଠାରୁ ପ୍ରବେଶ କରିଛନ୍ତି ଦଇତାପତି । ଶ୍ରୀଜିଉଙ୍କ ଶ୍ରୀଅଙ୍ଗ ସେବକ ହୋଇଥିବାରୁ ସକାଳୁ ସକାଳୁ ଦଇତାପତିମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ଆଜିଠାରୁ ଦୀର୍ଘ ଏକମାସ ଧରି ମହାପ୍ରଭୁଙ୍କ ସ୍ନାନ ଯାତ୍ରା, ଅଣସର ନୀତି, ଶ୍ରୀଗୁଣ୍ଡିଚା,…

ଆସନ୍ତା ୪ ତାରିଖ ଦିନ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ

ପୁରୀ: ଆସୁଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଆସନ୍ତା ୪ ତାରିଖ ଦିନ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣମୀ। ଏଥିପାଇଁ ଆଜି ବିଭିନ୍ନ ସେବାୟତ ନିଯୋଗ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଉପଜିଲ୍ଲାପାଳ। ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା,…

ନିଶା ବିକ୍ରି କଲେ ୬ ମାସ ପାଇଁ ହେବେ ତଡ଼ିପାର

ଭୁବନେଶ୍ବର: ଭୁବନେଶ୍ୱରରେ ହ୍ୱାଇଟ ସ୍ପାଇଡର ଅପରେସନକୁ ବ୍ୟାପକ କରିଛି କମିଶନରେଟ ପୁଲିସ । ବ୍ରାଉନସୁଗାର ଓ ଗଞ୍ଜେଇ କାରବାର ଉପରେ ନଜର ରଖିଛି ଟିମ୍ ।ରାଜଧାନୀରେ ଦିନକୁ ଦିନ ବଢ଼ି ଚାଲିଛି ନିଶା ବେପାରୀଙ୍କ ସଂଖ୍ୟା । କିନ୍ତୁ ଏଣିକି ଆଉ ରାଜଧାନୀରେ ରହିପାରିବେନି ନିଶା ବେପାରୀ…

୩ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବା

୫ ତାରିଖ ରେ କେରଳ ଛୁଇଁବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭାରତ ଉପଦ୍ୱୀପ ଆଡକୁ ଅଗ୍ରସର ହେଉଛି । ଏବେ ମୌସୁମୀ ଦକ୍ଷିଣ ଆରବ ସାଗରର କିଛି ଅଞ୍ଚଳ, ମାଳଦ୍ୱୀପ-କୋମାରିନର କିଛି ଅଂଶ, ଦକ୍ଷିଣ ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି ଅନେକ ଅଞ୍ଚଳକୁ ଅଗ୍ରସର ହେଉଛି । ତେଣୁ…

ପୁରୀରେ 5T ସଚିବ ଭିକେ ପାଣ୍ଡିଆନ

ପୁରୀ: ଆଗାମୀ ୪ ତାରିଖରେ ସ୍ନାନ ପୂର୍ଣ୍ଣିମା ହୋଇଥିବାରୁ ଏହା ପୂର୍ବରୁ ଶ୍ରୀମନ୍ଦିର ସମ୍ମୁଖ ପ୍ରକଳ୍ପ କାମ ଶେଷ କରିବା ନେଇ ଦିଆଯାଇଥିବା ଟାର୍ଗେଟ୍ ସମ୍ପର୍କରେ ପଚାରି ବୁଝିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ପ୍ରତି ସପ୍ତାହରେ 5T ସଚିବ ଭିକେ ପାଣ୍ଡିଆନ ପୁରୀ ଯାଇ କାମର ଅଗ୍ରଗତି ନେଇ…

୧୧ଟାରେ ପ୍ରକାଶ ପାଇବ OJEE ରେଜଲ୍ଟ

ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ। ଦିନ ୧୧ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପ୍ରକାଶ କରିବେ। ଏହାପରେ ଛାତ୍ରଛାତ୍ରୀ ୱେବସାଇଟରୁ ନିଜ ରେଜଲ୍ଟ ପାଇପାରିବେ। www.ojee.nic.inରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ…

ଡ. ମୃତ୍ୟୁଞ୍ଜୟ ମହାପାତ୍ର ବିଶ୍ବ ପାଣିପାଗ ସଂସ୍ଥାର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି

ନୂଆଦିଲ୍ଲୀ :  ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ବିଶ୍ବ ପାଣିପାଗ ସଂସ୍ଥାର ତୃତୀୟ ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସଂସ୍ଥାରେ ଖାଲି ପଡ଼ିଥିବା ଏହି ପଦବି ପାଇଁ ଆଜି ଜେନେଭାରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସମୁଦାୟ ୧୪୮ରୁ ଡ. ମହାପାତ୍ରଙ୍କୁ…

ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ବିଭାଗର ସମୀକ୍ଷା କରିବା ପରେ ପୁଞ୍ଜି ଆକର୍ଷଣରେ ଓଡ଼ିଶା ଦ୍ବିତୀୟ ସ୍ଥାନରେ ରହିଥିବା ସୂଚନା ଦେଇଛନ୍ତି ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ ବିଭାଗର ସମୀକ୍ଷା କରିବା ପରେ ମନ୍ତ୍ରୀ ‌ଶ୍ରୀ ଦେବ…

ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ପାଣ୍ଡିଆନ ବାବୁ ଭିଡିଓ ହେଉଛି ଭାଇରାଲ

ଆସିକା ସାଂସଦ ପ୍ରମିଳା ବିଷୋୟୀଙ୍କ ଗୀତକୁ ନେଇ ଅନେକ ଦିନ ଧରି ଚର୍ଚା ଲାଗିଥିବା ବେଳେ ଏବେ ତାଙ୍କ ଭାଷଣ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ସେ କିଛି ଗୀତ ଗାଇ ଚର୍ଚାରେ ଥିଲେ ଏବେ  ବର୍ତ୍ତମାନ 5T ସଚିବ ପାଣ୍ଡିଆନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି…