Trending
- ବଜେଟ ଅଧବେଶନର ଦ୍ଵିତୀୟ ପର୍ଯ୍ୟାୟର ଚତୁର୍ଥ ଦିନ, ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସାଢେ ୧୧ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
Browsing Category
Odisha
All about all odisha state news updates
୧୦ରୁ ସବୁ ଜିଲ୍ଲାରେ ଚାଷୀଙ୍କୁ ସାଙ୍ଗରେ ଧରି ବିକ୍ଷୋଭ କରିବ କଂଗ୍ରେସ
ଭୁବନେଶ୍ବର:୧୦ତାରିଖରୁ ପ୍ରତ୍ୟେକ ଜିଲ୍ଲା ଓ ବିଧାନସଭା ନିର୍ବାଚନମଣ୍ଡଳୀରେ ଚାଷୀଙ୍କ ସହ ବିକ୍ଷୋଭ ଏବଂ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯିବ ବୋଲି କଂଗ୍ରେସ ଘୋଷଣା କରିଛି। କିଷାନ କଂଗ୍ରେସ ମୁଖ୍ୟ ଅମୀୟ କୁମାର ପଟ୍ଟନାୟକ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ କୃଷି ଓ…
ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍
ଯୋଡ଼ା : ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି। ଆୟ…
ଶକ୍ତି ବିଭାଗ ଦ୍ବାରା କରାଯାଇଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଶକ୍ତି ବିଭାଗ ଦ୍ବାରା ଗତ ୪ ବର୍ଷ ମଧ୍ୟରେ କରାଯାଇଥିବା ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟ ଏବଂ ସଫଳତାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଦ୍ୟୁତ୍ ଉତ୍ପାଦନ, ପରିବହନ, ବିତରଣ ଏବଂ ଗ୍ରାମୀଣ ବିଦ୍ୟୁତିକରଣ କ୍ଷେତ୍ରରେ ବିଭାଗ ଦ୍ୱାରା ନିଆଯାଇଥିବା ନିଭିନ୍ନ ପଦକ୍ଷେପକୁ…
ବିଜେପି କରିବ ମହା ଜନସମ୍ପର୍କ ଅଭିଯାନ
ନରେନ୍ଦ୍ର ମୋଦୀଙ୍କ ସରକାର ଗଠନର ୯ ବର୍ଷ ପୂର୍ତ୍ତି ଆବସରରେ ବିଜେପି ମାସେବ୍ୟାପୀ ମହା ଜନସମ୍ପର୍କ ଅଭିଯାନ କରିବ । ଏହି କ୍ରମରେ ଓଡ଼ିଶାରେ ୧ କୋଟି ପରିବାରଙ୍କ ପାଖରେ ପହଞ୍ଚିବା ପାଇଁ ଲକ୍ଷ୍ୟ ରହିଛି । ଓଡ଼ିଶାରେ ୩୭ ହାଜର ୬୦୬ ବୁଥ ପର୍ଯ୍ୟନ୍ତ ପହଞ୍ଚିବ ବିଜେପି । ୯ ବର୍ଷର ସଫଳତା…
ବିଜ୍ଞାନରେ ୮୪.୯୩ ଓ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦ୍ବାଦଶ ଶ୍ରେଣୀ ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇଛି। ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି ଓ ବିଭାଗୀୟ ସଚିବ ଅଶ୍ବଥୀ ଏସ୍ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ବିଜ୍ଞାନରେ…
ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା
ଭୁବନେଶ୍ୱର: ଜୁନ୍ ୨୦ରେ ପ୍ରସିଦ୍ଧ ଘୋଷଯାତ୍ରା । ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟସେବା, ପରିମଳ, ଗମନାଗମନ, ଆଲୋକୀକରଣ, ଆଇନଶୃଙ୍ଖଳା ରକ୍ଷା ପ୍ରସଙ୍ଗରେ ଏକ ସମନ୍ୱୟ ବୈଠକ ପୋଲିସ ସେବା ଭବନଠାରେ ଅନୁଷ୍ଠିତ ହୋଇଛି । ରାଜଧାନୀର ୫୭ଟି ସ୍ଥାନରେ ହେବ ରଥଯାତ୍ରା । ସମନ୍ୱୟ ବୈଠକରେ ଶୃଙ୍ଖଳିତ…
ବ୍ୟାଙ୍କ ଋଣ ନୁହେଁ ଲୋକଙ୍କୁ ମାଗଣା ଘର ଦିଅ: ବିଜେପି
ଭୁବନେଶ୍ୱର: ରାଜ୍ୟର ବାସହୀନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୋଦି ସରକାର ପର୍ଯ୍ୟାପ୍ତ ପରିମାଣର ପକ୍କାଘର ଯୋଗାଇ ଦେଇଛନ୍ତି । ୩୪,୦୬୩କୋଟି ଟଙ୍କା ଅନୁଦାନରେ ଓଡିଶାର ପ୍ରାୟ ୨୬.୯୫ଲକ୍ଷ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବା ପାଇଁ ମୋଦି ସରକାର ଲକ୍ଷ୍ୟ…
କାଳବୈଶାଖୀ ନେଇ ସତର୍କତା ଜାରି
ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଲାଗି ରହିଛି କାଳବୈଶାଖୀ । ବର୍ଷା ପବନ ହେଉଛି । ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ୨୦ଟି ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କତା ଜାରି…
ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୨୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୧ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଓଡ଼ିଶାର ନୂତନ ଶିଳ୍ପ ୟୁନିଟ୍ ପାଇଁ ଉଦଘାଟନୀ ସମାରୋହର ୧୭ ତମ ପର୍ଯ୍ୟାୟରେ ୧୭ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଶିଳ୍ପଗୁଡିକ ପାଇଁ ବିନିଯୋଗ ହେବ ୩ ହଜାର ୬୦୦…
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ। ଦିନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ଘୋଷଣା କରାଯିବ। ଏନେଇ ସୂଚନା ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ । ଚଳିତବର୍ଷ ମୋଟ ୩ଲକ୍ଷ ୫୭ ହଜାର ୯୪୨…