Browsing Category

Odisha

All about all odisha state news updates

ଅପରାହ୍ନ ୪ଟାରେ ଆରମ୍ଭ ହେବ ରଥଟଣା

ପୁରୀ: ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ । ରଥ ଟଣା ପରେ ଅନ୍ୟାନ୍ୟ ନୀତି ରଥ ଉପରେ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ସକାଳ ୬ଟାରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା ନୀତି କରାଯିବ । ଏହାପରେ ଦ୍ବାରପାଳ…

ଶିମିଳିପାଳରେ ଫରେଷ୍ଟ ଗାର୍ଡଙ୍କୁ ଗୁଳିକରି ହତ୍ୟା ଘଟଣା, ୨ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଫରେଷ୍ଟ ଗାର୍ଡ ବିମଳ ଜେନାଙ୍କୁ ଶିକାରୀମାନେ ଗୁଳିକରି ହତ୍ୟା ଘଟଣାରେ ଝାଡ଼ଖଣ୍ଡରୁ ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । । ଝାଡ଼ଖଣ୍ଡର ପୂର୍ବ-ସିଂହଭୂମ ଜିଲ୍ଲା ମୁଷାବଣୀ ଗାଁରେ ରେଡ୍ କରି ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଏହି ସମୟରେ…

ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ

ଭୁବନେଶ୍ବର: ଯୁକ୍ତ ଦୁଇ ସିଟ୍ ସଂଖ୍ୟା ବଢିବ। ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଛନ୍ତି, ମାଟ୍ରିକ ପରୀକ୍ଷା ସଫଳତା ହାରକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇରେ ସିଟ ଅଭାବ ଦୂର କରିବାକୁ ଏହି…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି। ସଂଧ୍ୟାଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ଖଟ ଉପରକୁ ବିଜେ କରିଥାନ୍ତି। ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯାଇଥାଏ।…

ମୋଟ ୧୮ଟି ପ୍ରକଳ୍ପକୁ କ୍ୟାବିନେଟର ମଞ୍ଜୁରୀ

ଗଞ୍ଜାମ, ବଲାଙ୍ଗିର ଓ ଗଜପତି ଜିଲ୍ଲାରେ ମୋଟ ୨୩୧୨.୧୧କୋଟି ଟଙ୍କାର ୮ଟି ମେଗା ପାଇପ୍ ପାନୀୟ ଜଳ ପ୍ରକଳ୍ପକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ସେହିପରି ବୁର୍ଲାସ୍ଥିତ ବୀରସୁରେନ୍ଦ୍ର ସାଏ ୟୁନିର୍ଭସିଟି ଅଫ  ଟେକ୍ନୋଲୋଜି(ଭିସୁଟ)ର ନବକଳେବର ପାଇଁ ୨ହଜାର କୋଟି ଟଙ୍କା ବ୍ୟୟବରାଦ…

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ…

ଜୋରସୋରରେ ଆଗେଇ ଚାଲିଛି ରଥ କାମ

ଚଳଚଞ୍ଚଳ ହୋଇପଡିଛି ରଥଖଳା । ଜୋରସୋରରେ ଆଗେଇ ଚାଲିଛି ରଥ କାମ । ଆଜି ତିନି ରଥର ୪ ନାହାକା ଉଠିଛି । ସ୍ନାନପୁର୍ଣ୍ଣିମା ପୂର୍ବରୁ ଏହି ୪ ନାହାକା ଉଠାଯାଇଛି । ଯଥାରୀତି ଅନୁସାରେ ଭୋଇ ସେବାୟତଙ୍କ ଦ୍ୱାରା ଏହି ନାହାକା କାମ ସମ୍ପାଦନ କରାଯାଇଛି ।ସେହିଭଳି ତିନି ରଥର ୫ ଦଣ୍ଡା ଫ୍ରେମରେ…

ଯୁବବର୍ଗଙ୍କ ପାଇଁ ଏଆଇ’ର ଶୁଭାରମ୍ଭ

ଭୁବନେଶ୍ବର:  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଓଡ଼ିଶା ପାଇଁ ଆର୍ଟିଫିସିଆଲ୍ ଏଆଇ ଓ ଯୁବବର୍ଗଙ୍କ ପାଇଁ ଏଆଇ’ ର ଶୁଭାରମ୍ଭ କରିଛନ୍ତି। https://twitter.com/CMO_Odisha/status/1663220529116123137?s=20 ଏହି ପଦକ୍ଷେପ ରାଜ୍ୟର ଜନସାଧାରଣଙ୍କ ଡିଜିଟାଲ…

ଢେଙ୍କାନାଳରେ ନିର୍ମିତ ହାଇଲେବୁଲ ସେତୁ ମହିମା ସେତୁ ନାଁରେ ନାମିତ

ଢେଙ୍କାନାଳ: ଯୋରନ୍ଦା ଗସ୍ତରେ ଅଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଢେଙ୍କାନାଳ ଜିଲ୍ଲାର ପର୍ଯ୍ୟଟନସ୍ଥଳି ଗୁଡିକର ବିକାଶ ପାଇଁ ୫୦ କୋଟି ଟଙ୍କା ମଞ୍ଜୁର ହୋଇଥିବା ବେଳେ କେବଳ ୧୦ କୋଟି ଟଙ୍କା ବ୍ୟୟରେ ମହିମାଗାଦୀ ଯୋରନ୍ଦା ପୀଠର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି । ଚାଲିଥିବା ଉନ୍ନତିମୂଳକ…

`ମୋ ଘର’ ଯୋଜନାକୁ ଅନୁମୋଦନ କରିଛି ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ  କ୍ୟାବିନେଟରେ ୧୮ ଟି ପ୍ରସ୍ତାବରେ ମୋହର ବାଜିଛି । ‘ମୋ ଘର’ ଯୋଜନାରେ ବାଜିଛି କ୍ୟାବିନେଟ ମୋହର । ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର । ଏଣିକି ଗ୍ରାମାଞ୍ଚଳରେ ଘର ତିଆରି ପାଇଁ ରାଜ୍ୟ…