Trending
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
Browsing Category
Odisha
All about all odisha state news updates
ବିଦ୍ୟୁତ ଆଘାତରେ ଦୁଇ ହାତୀ ମୃତ
ଅନୁଗୁଳ: ସାତକୋଶଆ ଅଭୟାରଣ୍ୟରେ ବିଦ୍ୟୁତ ଆଘାତରେ ଦୁଇ ହାତୀଙ୍କ ଗଳିତ ମୃତଦେହ ଆଜି ବନ ବିଭାଗ ଠାବ କରିଛି। ସେଥି ମଧ୍ୟରେ ଗୋଟିଏ ଦନ୍ତା ହାତୀ ଥିବାବେଳେ ଅନ୍ୟଟି ମାଈ ହାତୀ। ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅନ୍ତର୍ଗତ ଟାଇଁସି ସଂରକ୍ଷିତ ଜଙ୍ଗଲ କଂପାର୍ଟମେଣ୍ଟ ୯ରେ ରାସ୍ତା…
ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ
ମାଲକାନଗିରି: ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲା ତାଡ଼ମେଟଲା ଅଞ୍ଚଳରେସର୍ଚ୍ଚ ଅପରେସନ ବେଳେ ଯବାନ ଓ ମାଓବାଦୀ ମୁହାମୁହିଁ ହୋଇଛନ୍ତି। ମାଓବାଦୀଙ୍କ ଉପସ୍ଥିତି ସୂଚନା ପାଇ ସର୍ଚ୍ଚ ଅପରେସନରେ ବାହାରିଥିଲେ ଯବାନ। ଯବାନଙ୍କ ଗୁଳିରେ ଦୁଇ ମାଓବାଦୀ ନିହତ ହୋଇଥିବା ବେଳେ ଆହୁରି ଅନେକ ମାଓବାଦୀ…
ବିଜେପିକୁ ଟାର୍ଗେଟ କଲେ ବିଜେଡି ବିଧାୟକ ରୋହିତ ପୂଜାରୀ
ଭୁବନେଶ୍ୱର: ବିଜେପି କୁ ପୁଣି ଟାର୍ଗେଟ କରିଛି ବିଜେଡି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ରୋହିତ ପୂଜାରୀ । ଜୟନାରାୟଣ ଏକାଧିକ ଅପରାଧିକ ମାମଲାରେ ସଂଶ୍ଲିଷ୍ଟ ରହିଥିବା କଥା କହିଛନ୍ତି। ତାଙ୍କ ବିରୋଧରେ କୋର୍ଟରେ ୧୬ଟି ଚାର୍ଜସିଟ୍ ଦାଖଲ…
ସରକାରଙ୍କୁ ଘେରିବ ବିଜେପି, ବିଜେଡି କଲା ଟାର୍ଗେଟ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ୧୦୮ଟି ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ପ୍ରସ୍ତୁତ କରିଛି ଚାର୍ଜସିଟ । ୫-ଟି ସଚିବଙ୍କ ଜିଲ୍ଲା ଗସ୍ତ ପ୍ରସଙ୍ଗ ଚାର୍ଜସିଟରେ ରହିବ । ଚାର୍ଜସିଟକୁ ନେଇ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ସଚିବ କେଉଁ କ୍ଷମତାରେ ଜିଲ୍ଲା ଜିଲ୍ଲା ବୁଲୁଛନ୍ତି । …
ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି, ଅପରାହ୍ନ ୩ଟାରୁ ମନ୍ଦିର ବନ୍ଦ
ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ । ଏହି ନୀତି ଆପାତତଃ ଅପରାହ୍ନ ୩ଟାରୁ ଆରମ୍ଭ ହୋଇ ରାତି ୮ଟା ପର୍ଯ୍ୟନ୍ତ ଚାଲୁ…
କୁସୁମ ଟେଟେଙ୍କୁ ଇପସିତାଙ୍କ ଟାର୍ଗେଟ
ଭୁବନେଶ୍ବର: ସୁନ୍ଦରଗଡ଼ର ବିଜେପି ବିଧାୟିକା କୁସୁମ ଟେଟେଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ମୁଖପାତ୍ର ଇପସିତା ସାହୁ । କୁସୁମ ଟେଟେଙ୍କ ନିକଟତମ ସମ୍ପର୍କୀୟ ୨ ନମ୍ବର କୋଇଲା ବେପାର ଏବଂ ଟେଣ୍ଡର ଫିକ୍ସିଂ କରି ଯେଉଁ ୫୦୦ କୋଟି ରୋଜଗାର କରିଛନ୍ତି, ସେ ବିଷୟରେ ଆପଣ କହିଲେ କି ବୋଲି ପ୍ରଶ୍ନ…
୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି। ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏହି ନୀତି ଆପାତତଃ ଅପରାହ୍ନ 3ଟା ରୁ ଆରମ୍ଭ ହେବା ସହ ରାତ୍ର 8 ଟା ପର୍ଯ୍ୟନ୍ତ ଚାଲୁ…
ହୀରାକୁଦ ବନ୍ଧ ବିସ୍ଥାପିତମାନଙ୍କୁ ସରକାର ଦେବେ ଜମିପଟ୍ଟା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଐତିହାସିକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଭିକେ ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସଂପର୍କିତ ଅନେକ…
ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା,ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ତିନି ଘଣ୍ଟା ପାଇଁ ଆଲର୍ଟ
ଟ୍ୱିନ୍ ସିଟିରେ ଭୟଙ୍କର ବର୍ଷା ଓ ବଜ୍ରପାତ । ୨୧ ମିନିଟରେ ୬ ହଜାର ୯୦୬ ଥର ମାରିଲା ବିଜୁଳି ଘଡ଼ଘଡ଼ି । ରାସ୍ତାରେ ଲହଡ଼ି ମାରିଲା ଆଣ୍ଠୁଏ ଉଚ୍ଚର ପାଣି । ଯାତାୟତ ଠପ୍ । ଆସନ୍ତା ତିନି ଘଣ୍ଟା ପାଇଁ ଆଲର୍ଟ କଲା ପାଣିପାଗ ବିଭାଗ । ପ୍ରବଳ ବର୍ଷା ଯୋଗୁଁ ରାଜଧାନୀର ବିଭିନ୍ନ ଅଞ୍ଚଳ ଜଳମଗ୍ନ…
ଶେଷହେଲା 5T ସଚିବଙ୍କ ବିକାଶ ସମୀକ୍ଷା
5T ସଚିବ କହିଛନ୍ତି, ବୁଲି ବୁଲି ଲୋକଙ୍କଠୁ ଅଭିଯୋଗ ଗ୍ରହଣ କରିବାକୁ ଦାୟିତ୍ବ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫେବ୍ରୁଆରୀରେ ଆରମ୍ଭ ହୋଇଥିବା କାର୍ଯ୍ୟକ୍ରମ କୋରେଇ ମାଟିରେ ଶେଷ ହୋଇଛି । ଆସନ୍ତା ସପ୍ତାହେ ଭିତରେ ମୁଖ୍ୟମନ୍ତ୍ରୀ କୋରେଇ ମାଟିର ବିକାଶ ପାଇଁ ଖୁସି ଖବର ଦେବେ ।…