Trending
- ଫୁଲବାଣୀ ପୋଲିସ ରିଜର୍ଭ ପଡ଼ିଆରେ ୧୦ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
Browsing Category
Odisha
All about all odisha state news updates
ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର
କରଞ୍ଜିଆ: ଚେକରେ ୧୨ ଲକ୍ଷ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର । ଜମି କ୍ଷତିପୂରଣ ବାବଦ ୫୧ଲକ୍ଷ ୭୫ହଜାର ୮୧୦ ଟଙ୍କା ଦେବାକୁ ଲାଞ୍ଚ ନେଉଥିଲେ ଚାଲ୍ସ ନାୟକ । ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଭିଜିଲାନ୍ସ ଚାପା । କରଞ୍ଜିଆ ତହସିଲ ଅଫିସ, କରଞ୍ଜିଆ ସ୍ଥିତ କ୍ବାର୍ଟର୍ସ,…
ଭୁବନେଶ୍ବରରେ ନିଶା ଚାଲାଣ ଓ ଅପରାଧ ରୋକିବା ପାଇଁ ଚେକିଂ ଓ ବ୍ଲକିଙ୍ଗ ଜୋରଦାର
ଭୁବନେଶ୍ବର: ଲୋକଙ୍କ ସୁରକ୍ଷା ପାଇଁ ସଜାଗ କମିଶନରେଟ ପୋଲିସ । ରାଜଧାନୀ ଭୁବନେଶ୍ବରରେ ବ୍ୟାପକ ହେଲା ସେଫ୍ ସିଟି ଡ୍ରାଇଭ । ନିଶା ଚାଲାଣ ଓ ଅପରାଧ ରୋକିବା ପାଇଁ ଚେକିଂ ଓ ବ୍ଲକିଙ୍ଗ ଜୋରଦାର । ନାଲକୋ ଛକ, ଝାରପଡା, ପୁରୁଣା ଷ୍ଟେସନ ବଜାର, ରବି ଟକିଜ, ୟୁନିଟ ୬ ହସ୍ପିଟାଲ ଛକରେ ଚେକିଂ…
ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ
ଭୁବନେଶ୍ବର: ରାଜ୍ୟର ସବୁଠୁ ଅନୁନ୍ନତ ଓ ଦୁର୍ଗମ ଅଞ୍ଚଳକୁ ପହଁଚିଛି ସ୍ବାସ୍ଥ୍ୟସେବା । ଦୀର୍ଘ ୨୩ବର୍ଷ ଧରି ନିରବଚ୍ଛିନ୍ନ ଭାବେ ରାଜ୍ୟବାସୀଙ୍କ ବିଶ୍ବାସ ଜିତି ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ । ଗତ ୪ବର୍ଷରେ ରାଜ୍ୟର…
ଭଦ୍ରକ-ନିର୍ଗୁଣ୍ଡି ତୃତୀୟ ରେଳ ଲାଇନ ପ୍ରକଳ୍ପ
ପୂର୍ବ ତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳ ମଣ୍ଡଳ ଅନ୍ତର୍ଗତ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳ ମାର୍ଗରେ ଭଦ୍ରକ ଏବଂ କଟକ ରେଳ ଷ୍ଟେସନ ମଧ୍ୟରେ ତୃତୀୟ ଲାଇନ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲୁରହିଅଛି | ଏହି ପ୍ରକଳ୍ପର ନିର୍ମାଣ କାର୍ଯ୍ୟ 50% ରୁ ଅଧିକ ସମାପ୍ତ ହୋଇଛି…
ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ପରିସରରେ କୁଇ ଓ ଦେଶିଆ ଭାଷାର କର୍ମଶାଳା
କେନ୍ଦ୍ର ସରକାରଙ୍କ ନୂତନ ଜାତୀୟ ଶିକ୍ଷାନୀତି-୨୦୨୦ ଅନୁଯାୟୀ ଓଡ଼ିଶା, ବିହାର, ଛତିଶଗଡ ଓ ଝାଡ଼ଖଣ୍ଡ ରାଜ୍ୟରେ ମୁଖ୍ୟତଃ କୁଇ ଓ ଦେଶିଆ ଭାଷାଭାଷୀ ଶିକ୍ଷାର୍ଥୀମାନଙ୍କ ପାଇଁ ପ୍ରାରମ୍ଭିକ ଶିକ୍ଷା ସ୍ତରରେ କହିବା, ପଢ଼ିବା, ବୁଝିବା ଓ ଲେଖିବାର ଉଦ୍ଦେଶ୍ୟ ନେଇ ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ…
ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ
ଭୁବନେଶ୍ୱର: ଆସନ୍ତାକାଲି ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଆସନ୍ତାକାଲି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଥିବାରୁ ଏହି ବୈଠକ ଅଧିକ ଗୁରୁତ୍ବପୂର୍ଣ୍ଣ ମନେ ହେଉଛି । ୨୦୧୯ ମେ’ ୨୯ ତାରିଖରେ ଲଗାତାର…
ଏଆଇସିସି ପକ୍ଷରୁ କଂଗ୍ରେସର ଦୁଇ ବିରଷ୍ଠ ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍
କଂଗ୍ରେସର ଦୁଇ ବିରଷ୍ଠ ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ରାଜ୍ୟ କଂଗ୍ରେସ ନେତୃତ୍ବ ବିରୋଧରେ କହିଥିବାରୁ ଏହି ନୋଟିସ ଜାରି କରାଯାଇଛି । ଏଆଇସିସି ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ୱାଳ ଏବଂ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ନୋଟିସ୍ ହୋଇଛି ।…
ରାଜଧାନୀର ନାଇଟ କ୍ଳବ,ବାର ରେ କମିସନରେଟ ପୁଲିସର ଚଢ଼ଉ
ଭୁବନେଶ୍ବର: ପୋଲିସ କି ନିୟମକୁ ଖାତିର କରୁନାହାଁନ୍ତି । ବିଳମ୍ବିତ ରାତିରେ ରାଜଧାନୀରେ ଚାଲୁଛି ନାଇଟ କ୍ଳବ । ଅଭିଯୋଗ ପରେ ବାର ଓ ହୋଟେଲରେ କମିସନରେଟ ପୁଲିସ ଚଢ଼ଉ କରିଥିଲା। ଇନ୍ଫୋସିଟି ଓ ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ସମସ୍ତ ବାର, ନାଇଟ କ୍ଳବ ଓ ହୋଟେଲରେ ଚଢ଼ଉ କରାଯାଇଥିଲା। …
ଓଡ଼ିଆ ପୁଅ ପୁରଞ୍ଜନ ଦଳାଇଙ୍କୁ ନୂଆ ସଂସଦ ଭବନରେ ସମ୍ୱର୍ଦ୍ଧିତ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ଓଡ଼ିଆ ପୁଅ ପୁରଞ୍ଜନ ଦଳାଇ ନୂଆ ସଂସଦ ଭବନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଶ୍ରମଜୀବୀ ଓ କାରୀଗରଙ୍କ ପାଇଁ ଚାହା ଓ ପାନୀୟ ଜଳର ବ୍ୟବସ୍ଥା କରୁଥିଲେ ପୁରଞ୍ଜନ। ସେଥିପାଇଁ ତାଙ୍କୁ ଆଜି ସମ୍ୱିର୍ଦ୍ଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…
ରାଜ୍ୟରେ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀର ପ୍ରଭାବ
ଭୁବନେଶ୍ୱର: ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀର ପ୍ରଭାବ । ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦…