Trending
- ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି – ବିଏମସି ମେୟର ସୁଲୋଚନା ଦାସ
- ବିଜେପିର ରାଷ୍ଟ୍ରୀୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କଲେ ନୀତିନ ନବୀନ
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
Browsing Category
Odisha
All about all odisha state news updates
ଛତାବର ପେଟ୍ରୋଲ ପମ୍ପ ନିକଟସ୍ଥ ରାସ୍ତାକଡ଼ରେ ପଡ଼ିଛି ୩ ମୃତଦେହ।
ସୁନ୍ଦରଗଡ଼: ହେମଗିର ଥାନା ବିଲେଇମୁଣ୍ଡା ଛତାବର ପେଟ୍ରୋଲ ପମ୍ପ ନିକଟସ୍ଥ ରାସ୍ତାକଡ଼ରେ ପଡ଼ିଛି ୩ ମୃତଦେହ। ହତ୍ୟା ନା ଦୁର୍ଘଟଣା ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ଗତ ଏପ୍ରିଲ ୨୯ ତାରିଖ ରାତିରେ ବରଯାତ୍ରୀଙ୍କୁ…
ସମ୍ବଲପୁରରେ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଦଳ
ସମ୍ବଲପୁର: ସମ୍ବଲପୁରରେ ଘଟିଥିବା ହିଂସାକାଣ୍ଡର ତଦନ୍ତ ପାଇଁ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଯାଞ୍ଚ ଟିମ୍ ସମ୍ବଲପୁର ଗସ୍ତ କରିଛନ୍ତି। ଏହି ଟିମରେ ଉତ୍ତରପ୍ରଦେଶ ରାଜ୍ୟସଭା ସାଂସଦ ବ୍ରିଜଲାଲ, ଝାଡ଼ଖଣ୍ଡ ରାଜ୍ୟସଭା ସାଂସଦ ସମୀର ଓରାଓଁ, ଆଦିତ୍ୟ ସାହୁ ଏବଂ ପଶ୍ଚିମବଙ୍ଗ ପୁରୁଳିଆ ସାଂସଦ…
ସୀମାନ୍ତ ଜିଲ୍ଲାରେ ହାଇ ଆଲର୍ଟ ଜାରି
ଭୁବନେଶ୍ବର: ଛତିଶଗଡ଼ରେ ମାଓ ଆକ୍ରମଣ ପରେ ଓଡ଼ିଶାରେ ସବୁ ସୀମାନ୍ତ ଜିଲ୍ଲାରେ ଏବେ ହାଇ ଆଲର୍ଟ । ଏନେଇ ଅତିରିକ୍ତ ଡିଜି, ଅପରେସନ ଅମିତାଭ ଠାକୁର ସୂଚନା ଦେଇଛନ୍ତି। ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାରେ ପୂର୍ବରୁ ହାଇ ଆଲର୍ଟ କରାଯାଇଥିବା ବେଳେ ଏବେ ବରଗଡ଼ ଓ କଳାହାଣ୍ଡିରେ ମଧ୍ୟ…
ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି।
ବାରିପଦା: ଜଙ୍ଗଲକୁ ଶାଳପତ୍ର ଆଣିବାକୁ ଯାଇଥିବା ବୃଦ୍ଧାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତା ବୃଦ୍ଧା ହେଲେ ମୟୂରଭଞ୍ଜ ଜିଲ୍ଲା ପୀଠାବଟା ରେଞ୍ଜ ବାରିପଦା ବ୍ଲକ ଅଧୀନ ବଡ଼ଯୋଡ ପଞ୍ଚାୟତ ରଙ୍ଗାମାଟିଆ -ଡାହିସାହି ଗ୍ରାମର ଅର୍ଜୁନ ନାଏକଙ୍କ ପତ୍ନୀ ରାଣୀ ନାଏକ(୬୭)। ଖବର ପାଇ ବନବିଭାଗ…
ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ
ଦିଲ୍ଲୀ : ଜେଲ୍ ଭିତରେ ଦୁଇ ଗ୍ୟାଙ୍ଗ୍ ସଦସ୍ୟଙ୍କ ମଧ୍ୟରେ ବିବାଦ ଉପୁଜି ଆକ୍ରମଣରେ ଗ୍ୟାଙ୍ଗଷ୍ଟର ଟିଲୁ ତାଜପୁରିଆର ମୃତ୍ୟୁ ଘଟିଛି। ତିହାର ଜେଲରେ ଟିଲୁ ତାଜପୁରିଆ ଉପରେ ଆକ୍ରମଣ ହୋଇଥିବା ବେଳେ ତାକୁ ଚିକିତ୍ସା ପାଇଁ ତୁରନ୍ତ ଦିନ୍ ଦୟାଲ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।…
ଝାରସୁଗୁଡାରେ ପହଞ୍ଚିଲେ ବିଜେପିର ୪ ଜଣିଆ ଟିମ
ଝାରସୁଗୁଡା: ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହୋଇଥିବା ହିଂସାକାଣ୍ଡର ସ୍ଥିତି ଅନୁଧ୍ୟାନ ପାଇଁ ବିଜେପିର ୪ ଜଣିଆ ଉଚ୍ଚସ୍ତରୀୟ ଟିମ ଝାରସୁଗୁଡାରେ ପହଂଚିଛନ୍ତି। ଏହି ଟିମ୍ ବିଜେପି ନେତା ବ୍ରିଜେଶ ଲାଲଙ୍କ ଅଧ୍ୟକ୍ଷତାରେ ଆସିଛି। ଏହି ଟିମର ଅନ୍ୟ ସଦସ୍ୟମାନେ ହେଲେ ଜ୍ୟୋତିର୍ମୟ…
ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କ ପରଲୋକ । ହୃଦଘାତରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସାମ୍ବାଦିକତା କରିଆସୁଥିଲେ ବାସୁଦେବ ମହାପାତ୍ର ।…
ହିତାଧିକାରୀଙ୍କୁ ଦୁଆରେ ମିଳିବ ଭତ୍ତା
ଅନେକ ହିତାଧିକାରୀ ଭତ୍ତା ଟଙ୍କା ପାଇଁ ସମସ୍ୟା ହେଉଥିବା ଅଭିଯୋଗ ହେଉଛି । ଯାହାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଶାସନ ସଚିବ । ବ୍ୟାଙ୍କ ଯାଇପାରୁନଥିବା ହିତାଧିକାରୀଙ୍କ ନିକଟରେ ଭତ୍ତା ପହଞ୍ଚାଇବେ ବ୍ୟାଙ୍କ କର୍ତ୍ତୃପକ୍ଷ । ବୟସାଧିକ…
ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି
ଭୁବନେଶ୍ୱର : ମେ ମାସରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବର ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ଅବପାତର ରୂପ…
ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ
କେନ୍ଦ୍ରାପଡ଼ା: ଆଜିଠୁ ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ କରାଯାଇଛି। ଏହି ସମୟରେ କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି। ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ମେ ୧ରୁ ୩ ମାସ ପାଇଁ ଭିତରକନିକା…