Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Odisha
All about all odisha state news updates
ଭୁବନେଶ୍ବର ଲୋୟର ପିଏମଜିରେ ଅନଶନରେ ବସିବେ ତିଖିରି ସରପଞ୍ଚ ଚାମେଲି ଓଝା,ମହାକାଳପଡ଼ା IIC ଓ BDOଙ୍କ ବିରୋଧରେ…
ଏଥର କେନ୍ଦ୍ରାପଡ଼ା ନୁହେଁ, ରାଜଧାନୀ ଭୁବନେଶ୍ବରରେ ନ୍ୟାୟ ମାଗିବେ ଚାମେଲି । ଆସନ୍ତାକାଲି ଭୁବନେଶ୍ବର ଲୋୟର ପିଏମଜିରେ ଅନଶନରେ ବସିବେ ତିଖିରି ସରପଞ୍ଚ ଚାମେଲି ଓଝା । ମହାକାଳପଡ଼ା IIC ଓ BDOଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଅନଶନ କରିବେ ଚାମେଲି । ସୋସିଆଲ ମିଡିଆରେ ଏକ…
ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଲେ
ବରିଷ୍ଠ ନେତା ତଥା ଚୌଦ୍ବାର-କଟକ ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ ରବିବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ଭୁବନେଶ୍ବରସ୍ଥିତ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପ୍ରଭାତ ବିଶ୍ଵାଳ ନିଜର ଶହଶହ ସମର୍ଥକଙ୍କ ସହିତ ବିଜେପିରେ ସାମିଲ ହୋଇଛନ୍ତି।…
ସୁସ୍ଥ ହୋଇଛନ୍ତ ମହାପ୍ରଭୁ,ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ
ସୁସ୍ଥ ହୋଇଛନ୍ତ ମହାପ୍ରଭୁ । ଅଣସରର ତ୍ରୟୋଦଶୀ ତିଥିରେ ସ୍ୱତନ୍ତ୍ର ରାଜପ୍ରସାଦ ବିଜେ ନୀତି ସହ ଆଦ୍ୟ ସେବକ ଗଜପତି ମହାରାଜାଙ୍କୁ ମହାପ୍ରଭୁଙ୍କ ସୁସ୍ଥତାର ସନ୍ଦେଶ ଦେଇଛନ୍ତି ସେବାୟତ । ଶ୍ରୀଅଙ୍ଗରେ ଲାଗି ପ୍ରସାଦକୁ ଗଜପତିଙ୍କୁ ଅର୍ପଣ କରାଯାଇଛି । ଏଥିସହ ଆସନ୍ତା ରଥଯାତ୍ରାକୁ ଶୃଙ୍ଖଳିତ…
ହୋମଗାର୍ଡଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ, ୧୦ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା
ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ । କେନ୍ଦୁଝରର ହୋମଗାର୍ଡ ପ୍ରଦୀପ କୁମାର ମହାନ୍ତିଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ, ତିନି ରଥ ଦାୟିତ୍ଵ ପାଇଁ ଅଧିକାରୀ ନିଯୁକ୍ତ
ବିଶ୍ଵ ପ୍ରସିଦ୍ଧ ଘୋଷ ଯାତ୍ରାକୁ ଆଉ ମାତ୍ର ୫ ଦିନ ବାକି ରହିଲା। ଶୃଙ୍ଖଳିତ ରଥଯାତ୍ରା ଏବଂ ନୀତି କାନ୍ତି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ନିଳାଦ୍ରୀ ଭକ୍ତ ନିବାସରେ…
ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି , ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ…
ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରାର ପଞ୍ଚମ କିସ୍ତି । ଆରମ୍ଭରୁ କିସ୍ତି ପାଇ ନଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକକାଳୀନ କିସ୍ତି ମିଳିବ। ସୁଭଦ୍ରା ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହା ପୂର୍ବରୁ ୨୦୨୬-୨୦୨୭ ବର୍ଷରେ ନୂଆ ୩ ଲକ୍ଷ ୧୭ ହଜାର ୯୬୬…
ଏପ୍ରିଲରୁ ମେ’ ମାସ ମଧ୍ୟରେ ହେବ ପଂଚାୟତ ନିର୍ବାଚନ
ଏଥର ସାମାନ୍ୟ ବିଳମ୍ବ ହେବ ପଂଚାୟତ ନିର୍ବାଚନ । ଏପ୍ରିଲରୁ ମେ’ ମାସ ମଧ୍ୟରେ ହେବ ପଂଚାୟତ ନିର୍ବାଚନ । ‘ରାଜ୍ୟରେ ଏସ୍ଆଇଆର୍ କାର୍ଯ୍ୟ ଚାଲିରହିଥିବାରୁ ତାହା ସରୁ ସରୁ ସାମାନ୍ୟ ବିଳମ୍ବ ହେବ । SIR କାର୍ଯ୍ୟ ଶେଷ ନହେବା ପର୍ଯ୍ୟନ୍ତ ନିର୍ବାଚନ କରାଇବା ସମ୍ଭବ ହେବନି । ୨୦୨୭ ମାର୍ଚ୍ଚ…
ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି,୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ହେବ…
ରାଜ୍ୟରେ ୨୦୨୭ ମସିହାରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନ ପାଇଁ ପ୍ରାକ୍-ପ୍ରସ୍ତୁତି । ଆସନ୍ତା ଜୁଲାଇ ୨୧ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭିଡିଓ କନଫରେନ୍ସରେ ଅନୁଷ୍ଠିତ ହେବ । ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ…
ଭୁବନେଶ୍ବରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ , ସ୍ବତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିଛନ୍ତି
ଭୁବନେଶ୍ବରରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ସ୍ବତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିଛନ୍ତି । ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ । ଏହା ତାଙ୍କର ଦ୍ବିତୀୟ ଓଡ଼ିଶା…
ଖୋଲିଲା ହୀରାକୁଦ୍ ଗେଟ୍ , ପ୍ରଥମେ ହୀରାକୁଦ ସ୍ପିଲୱେର ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଛି
ଖୋଲିଲା ହୀରାକୁଦ୍ ଗେଟ୍ । ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ। ପୂଜାପାଠ ପରେ ପ୍ରଥମେ ହୀରାକୁଦ ସ୍ପିଲୱେର ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ପ୍ରଥମ ପର୍ଯ୍ୟାୟରେ ଖୋଲିଲା ୪ଟି ଗେଟ । ବାମ ପାର୍ଶ୍ବରେ ୩ଟ ଓ ଡାହାଣ ପାର୍ଶ୍ବରେ ଗୋଟିଏ ଗେଟ୍ ଖୋଲାଯାଇଛି । ଏବେ ଜଳଭଣ୍ଡାରର ଜଳସ୍ତର ୬୧୪.୬୫…