Trending
- ଚିଲିକାରେ ଡଲଫିନ ଗଣନା ଆରମ୍ଭ, ଆଜିଠୁ ତିନିଦିନ ଧରି ଚାଲିବ ଗଣନା , ଡଙ୍ଗାଚଳାଚଳ ବନ୍ଦ
- ୟୁନିଟ୍-୧ ହାଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣା: ସ୍ଥିତି ଅନୁଧ୍ୟାନ କରିଛନ୍ତି ବିଏମସି କମିଶନର ରଞ୍ଚଳ ରଣା
- ୟୁନିଟ-୧ ହାଟରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
Browsing Category
Odisha
All about all odisha state news updates
ହାୱଡ଼ା-ପୁରୀ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ
ହାୱଡ଼ା-ପୁରୀ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ। ସକାଳ ୬ଟା ୧୦ରେ ହାୱଡ଼ା ଛାଡ଼ିଲା। ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକରେ ୨ ମିନିଟ ଲେଖାଏଁ ରହଣି, ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ ଲେଖା ରହି ପୁରୀ ଯିବ। ୧୨ଟା ୩୫ରେ ପୁରୀରେ ପହଞ୍ଚି ୧ଟା ୫୦ରେ ପୁରୀ ଛାଡ଼ିବ। ରାତି ୮ଟା…
ଭୁବନେଶ୍ୱରରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ
ଭାରତର ଜି-୨୦ ଅଧ୍ୟକ୍ଷତା ଅଧୀନରେ ଭୁବନେଶ୍ୱର ଠାରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଚାଲିଛି । ପ୍ରତିନିଧି ସ୍ତରୀୟ ଆଲୋଚନାର ପ୍ରଥମ ଦିନରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ସୁଭାଷ ସରକାର ଉଦଘାଟନୀ ବକ୍ତବ୍ୟ ରଖିଥିଲେ। ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ବିଭାଗ…
ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି: ବିଜେଡି
ଭୁବନେଶ୍ୱର: ରତ୍ନ ଭଣ୍ଡାର ପ୍ରସଙ୍ଗରେ ବିଜେପି ନେତା ମନଗଡ଼ା କାହାଣୀ ଗପୁଛନ୍ତି ବୋଲି ବିଜେଡି କହିଛି । । ପ୍ରେସମିଟରେ ବିଜେପି ନେତା ପୀତାମ୍ବର ଆଚାର୍ଯ୍ୟଙ୍କୁ ଜବାବ ଦେବା ସହ ବିଜେପିରେ ଚାଲିଥିବା ତୀବ୍ର ଗୋଷ୍ଠୀ କନ୍ଦଳକୁ ପଦାରେ ପକାଇଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ସେ…
ଆଳିରେ ଡ଼ଙ୍ଗା ବୁଡ଼ି ଘଟଣାରେ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଳି: ଭାରସାମ୍ୟ ହରାଇ ବ୍ରାହ୍ମଣୀ ନଦୀରେ ଡଙ୍ଗା ବୁଡ଼ିଯିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସକାଳେ କେନ୍ଦ୍ରାପଡ଼ା ଜିଲ୍ଲା ଏକମାଣିଆ ପଞ୍ଚାୟତରେ ନୌକା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ…
ରାଜା ରାଜୁଡାମାନେ ଦେଇଥିବା ସୁନା ଅଳଙ୍କାର ସବୁ ରତ୍ନଭଣ୍ଡାରରେ ଅଛି ତ!: ବିଜେପି
ଭୁବନେଶ୍ୱର :ଶ୍ରୀଜଗନ୍ନାଥଙ୍କ ଅମୂଲ୍ୟ ସମ୍ପତି ସୁରକ୍ଷିତ ନେଇ ୧୯୫୫ରେ ଆଇନ ପ୍ରଣୟନ କରାଯାଇଥିଲା । ତେବେ ସେ ଆଇନ କାର୍ଯ୍ୟାକାରୀ କରାଯାଉନଥିବା ବିଜେପି ଅଭିଯୋଗ କରିଛି । ବିଳମ୍ବ ନକରି ରତ୍ନଭଣ୍ଡାର ଖୋଲନ୍ତୁ ରାଜ୍ୟ ସରକାର ବୋଲି ପିତାମ୍ବର ଆଚାର୍ଯ୍ୟ କହିଛନ୍ତି । ସେ ଆହୁରି…
ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍
ଓଡ଼ିଶାରେ ପ୍ରଥମ ଥର ପାଇଁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏଥିପାଇଁ ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ହେବ । ପ୍ରଥମେ ସକାଳୁ ଏହି ଏକ୍ସପ୍ରେସ ଟ୍ରେନ ହାଓଡାରୁ ପୁରୀ ଆସିବ ଏବଂ ପୁରୀରୁ ହାଓଡା ଯିବ ବୋଲି ଜଣାପଡିଛି । ଏନେଇ ସମସ୍ତ ପ୍ରସ୍ତୁତି ସରିଛି ।…
କେନ୍ଦ୍ରାପଡ଼ା ଗସ୍ତରେ ଯିବେ 5T ସଚିବ
ଭୁବନେଶ୍ୱର: ଦୁଇଦିନିଆ କେନ୍ଦ୍ରାପଡ଼ା ଗସ୍ତରେ ଯିବେ 5T ସଚିବ ଭିକେ ପାଣ୍ଡିଆନ୍ । ଦିନ ୧୧ଟାରେ ସଦର ବ୍ଲକ ଜମଧରରେ ପହଞ୍ଚିବେ ଫାଇଭ-ଟି ସଚିବ । ପରେ ଜଝାଙ୍ଗରେ ମହିଳାଙ୍କ ଦ୍ବାରା ପ୍ରସ୍ତୁତ ହେଉଥିବା କାଇଁଚ କାରିଗରୀ ବୁଲି ଦେଖିବା କାର୍ଯ୍ୟକ୍ରମ ରହିଛି । ଡେରାବିଶ ବ୍ଲକ ମିଶନ ଶକ୍ତି…
ଜି-୨୦ ଅଧୀନରେ ଭୁବନେଶ୍ୱରରେ ଆରମ୍ଭ ହେଲା ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ
ଭୁବନେଶ୍ୱର: ସିଏସଆଇଆର-ଆଇଏମଏମଟି ଠାରେ ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ ଆଜୀବନ ଅଧ୍ୟୟନ ପାଇଁ ଦକ୍ଷତା ବିକାଶ’ ଉପରେ ସେମିନାର ଆୟୋଜନ ସହିତ ଜି୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ବୈଠକ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି । ପୂର୍ବରୁ ଜି୨୦ ଶିକ୍ଷା କାର୍ଯ୍ୟ ଗୋଷ୍ଠୀର ଦୁଇଟି ବୈଠକ ଚେନ୍ନାଇ ଓ…
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର-ଭଦ୍ରକ ରେଳ ସେକ୍ସନ ନିରୀକ୍ଷଣ
ଭୁବନେଶ୍ୱର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ମନୋଜ ଶର୍ମା ଆଜି ଭୁବନେଶ୍ୱର-ଭଦ୍ରକ ରେଳ ସେକ୍ସନ ଯାଞ୍ଚ କରି ରେଳ ଚଳାଚଳ ସୁବିଧା ସମୀକ୍ଷା କରିବା ସହିତ ରେଳ ସେକ୍ସନରେ ଭବିଷ୍ୟତରେ ଅଧିକ ଯାତାୟତ ବୃଦ୍ଧି ସମ୍ବନ୍ଧରେ ଆକଳନ କରିଛନ୍ତି |
ନୀରିକ୍ଷଣ ସମୟରେ ପୂର୍ବତଟ ରେଳପଥର ପ୍ରମୁଖ…
ବିଜେବି କଲେଜରେ ଅଣଛାତ୍ରଙ୍କ ପ୍ରବେଶ ବାରଣ ନେଇ ପୋଷ୍ଟର ମାରିଲେ କର୍ତ୍ତୃପକ୍ଷ
ଦିନକୁ ଦିନ ବଦନାମି ହେବା ପରେ ବିଜେବି କଲେଜରେ ଅଣଛାତ୍ରଙ୍କ ପ୍ରବେଶ ବାରଣ ନେଇ ପୋଷ୍ଟର ମାରିଲେ କର୍ତ୍ତୃପକ୍ଷ । କ୍ୟାମ୍ପସ ଭିତରେ ଅଣଛାତ୍ରଙ୍କ ଉତ୍ପାତ ବଢ଼ିଥିବା ବେଳେ ଏହା ଉପରେ ଅଙ୍କୁଶ ଲଗାଇଛନ୍ତି କଲେଜ କର୍ତ୍ତୃପକ୍ଷ । କ୍ୟାମ୍ପସ ଭିତରେ ମାରପିଟ୍ ଓ ଅଶାନ୍ତ ସ୍ଥିତି ସୃଷ୍ଟି…