Trending
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
Browsing Category
Odisha
All about all odisha state news updates
ଶରତଙ୍କୁ ସସ୍ପେଣ୍ଡ କଲା ବିଜେଡି: ନାବାଳିକାଙ୍କ ମୃତ୍ୟୁର କାରଣ ଖୋଜୁଛି ପୋଲିସ
ମାହାଙ୍ଗା :ନାବାଳିକା ମୃତ୍ୟୁ ଘଟଣାରେ ବିଜେଡି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଦଳ ପକ୍ଷରୁ ଶରତ ନାୟକଙ୍କୁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବନ କରାଯାଇଛି। ଶରତ ପୂର୍ବରୁ ମାହାଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ଥିଲେ । ମାହାଙ୍ଗା ନାବାଳିକା ମୃତ୍ୟୁ ଘଟଣା ନେଇ ଶରତଙ୍କର ଏକ…
ଆଇଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ବର: ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀ ସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି। ୨୦୧୦ ବ୍ୟାଚ୍ ଆଇଏଏସ୍ ଜ୍ୟୋତିପ୍ରକାଶ ଦାସଙ୍କୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଧିବଦ୍ଧ…
ମଧୁବାବୁ ପେନସନ ଯୋଜନାରେ ନୂଆ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ଆରମ୍ଭ
ଭୁବନେଶ୍ୱର: ମଧୁବାବୁ ପେନସନ ଯୋଜନାର ପରିସର ବୃଦ୍ଧି ପରେ ନୂଆ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ ଆରମ୍ଭ ହୋଇଛି । କିଛି ଦିନ ତଳେ ମଧୁବାବୁ ପେନସନ ଯୋଜନାର ପରିସର ବୃଦ୍ଧି କରାଯାଇଛି। ଅଧିକ ୪ ଲକ୍ଷ ଲୋକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାରେ ସାମିଲ…
ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ନିର୍ମଳା ସୀତାରମଣ: ‘ମୋ ମାଟି ମୋ ଦେଶ’ ଅଭିଯାନ ଆରମ୍ଭ କଲେ
ପୁରୀ: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ। ଶ୍ରୀମତୀ ସୀତାରମଣ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ପେଣ୍ଠକଟା ନିକଟସ୍ଥ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ…
ଦେବଗଡ଼ ଜିଲ୍ଲା ରିଆମାଳରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହେଲାନାହିଁ
ଦେବଗଡ଼ ଜିଲ୍ଲା ରିଆମାଳରେ ବ୍ଲକସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯାଇ ନାହିଁ। ରିଆମାଳ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଠାରେ ବ୍ଲକ ପ୍ରଶାସନ ପକ୍ଷରୁ ଏହାକୁ ଆୟୋଜନ କରାଯାଉ ଥିବା ବେଳେ ଚଳିତ ବର୍ଷ ଏଠାରେ ଜାତୀୟ ପତାକା ମଧ୍ୟ ଉତ୍ତୋଳନ ମଧ୍ୟ କରାଯାଇ ନାହିଁ। ରିଆମାଳରେ ପ୍ରତ୍ୟେକ ବର୍ଷ…
ବିଧାନସଭା ପରିସରରେ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ
ଭୁବନେଶ୍ବର: ରାଜ୍ୟ ବିଧାନସଭା ପରିସରରେ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି l ଏହି ନବନିର୍ମିତ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭର ଉଚ୍ଚତା ହେଉଛି 32 ମିଟର ଓ ଜାତୀୟ ପତାକାର ଲମ୍ବ ହେଉଛି 20 ଫୂଟ ଏବଂ ଓସାର 30 ଫୂଟ l ଏହି…
ନାଟମଣ୍ଡପ ବିମ୍ ମରାମତି ନକଲେ ଦୁର୍ଘଟଣା
ପୁରୀ:ପୁରୀ ଶ୍ରୀମନ୍ଦିରର ନାଟ ମଣ୍ଡପ ଭିତର ଫଟା ବିମ୍କୁ ତୁରନ୍ତ ମରାମତି କରାଯାଉ ବୋଲି ହାଇକୋର୍ଟରେ ତଥ୍ୟ ଦିଆଯାଇଛି। ନଚେତ ଯେକୌଣସି ସମୟରେ ଆକସ୍ମିକ ଦୁର୍ଘଟଣା ହୋଇପାରେ। ହାଇକୋର୍ଟରେ ଆମିକସ୍ କ୍ୟୁରି ଇଂଜିନିୟର୍ ଏନ୍କେ ମହାନ୍ତି ଏଭଳି ତଥ୍ୟ ରଖିଛନ୍ତି। ସେ ଦେଇଥିବା…
ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ୨୮ ତାରିଖ ସୁଦ୍ଧା ଆବେଦନ କରିପାରିବେ।…
ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ସ୍ବାଭାବିକ ଅବସ୍ଥାକୁ ଫେରିବ ମୌସୁମୀ । ବାଂଲାଦେଶ ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଦିଗରୁ ତାର ସ୍ବାଭାବିକ ଅବସ୍ଥାନକୁ ଫେରିବ ମୌସୁମୀ ନିମ୍ନ ଚାପରେଖା । ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ବଢିବ ବର୍ଷାର…
ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଅଭିଭାଷଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱାଧୀନତା ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହ ଶହୀନ ଯବାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି…