Browsing Category

Odisha

All about all odisha state news updates

ମହାନଦୀ ଟ୍ରିବୁନାଲଙ୍କ ଗସ୍ତ ଆଜି

ଭୁବନେଶ୍ବର :  ମହାନଦୀ ଜଳ ବିବାଦ ଟ୍ରିବୁନାଲ ଓଡ଼ିଶା ଗସ୍ତରେ ଆସୁଛନ୍ତି ।  ସେମାନେ ଆସି ଝାରସୁଗୁଡ଼ାରେ ପହଞ୍ଚିବେ। ଟ୍ରିବୁନାଲର ପ୍ରତିନିଧି ଛତିଶଗଡ଼ରେ ମହାନଦୀର ସ୍ଥିତି ଅନୁଧ୍ୟାନ କରି ସାରିଲା ପରେ ୧୯ ତାରିଖରୁ ୨୮ ତାରିଖ ପର୍ଯନ୍ତ ୯ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନକୁ ଯିବାର…

୫ ଏସ୍‌ପିଙ୍କ ସମେତ ବଦଳି ହେଲେ ୧୮ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ । ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି।ସମ୍ବଲପୁର  ଏସ୍‌ପି ବାତୁଲା ଗଙ୍ଗାଧରଙ୍କୁ  ମୟୂରଭଂଜରେ ଅବସ୍ଥାପିତ କରିବା ନେଇ ଆଦେଶନାମା ପ୍ରକାଶ ପାଇଛି । ସେହିପରି କେନ୍ଦୁଝରରୁ ମିତ୍ରଭାନୁ…

ମୋ ସରକାର’ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ସମୀକ୍ଷାରେ ସ୍ବାସ୍ଥ୍ୟ, ରାଜସ୍ବ, ଗୃହ, କୃଷି ଓ ଅନ୍ୟାନ୍ୟ ବିଭାଗ ସେମାନଙ୍କ ମୋ ସରକାର କାର୍ଯ୍ୟକ୍ରମ ଉପରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ। ଲୋକଙ୍କୁ ବିଭିନ୍ନ ସେବା…

ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

ପୁରୀ: ପୁରୀରୁ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ ।  ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । କେବଳ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଉଦଘାଟନ କରାଯାଇଛି ତାହା ନୁହେଁ ବରଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁରୀ-ହାୱାଡା …

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

 କଟକ:  ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତି‌ରେ ଦଶମ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। ଏବର୍ଷ ମୋଟ ୫୦୫୪୦୪ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ସେମାନଙ୍କ ମଧ୍ୟରୁ…

ଦୁବାଇରୁ ଫେରି ନିଜର ଅନୁଭୂତି ବଖାଣିଛନ୍ତି ମିଶନ ଶକ୍ତି ସଦସ୍ୟା

ଭୁବନେଶ୍ୱର: ଦୁବାଇରେ ଓଡ଼ିଶା ଦିବସ ପାଳନ କରି ଫେରିଲେ ଓଡ଼ିଆ ପ୍ରତିନିଧିମଣ୍ଡଳୀ ।  ତିନି ଦିନିଆ ଯାତ୍ରା ସାରି ଦୁବାଇରୁ ଫେରି ନିଜର ଅନୁଭୂତି ବଖାଣିଛନ୍ତି ମିଶନ ଶକ୍ତି ସଦସ୍ୟା । ଦୁବାଇ ବୁଲିବା ସହ ଅନୁଭୂତି ମିଳିଛି। ଦୁବାଇ ଗସ୍ତରେ ନିଜ ହାତ ତିଆରି ସାମଗ୍ରୀର ବ୍ରାଣ୍ଡିଂ ନେଇ…

ଆଜି ବାହାରିବ ମାଟ୍ରିକ୍‌ ପରୀକ୍ଷାଫଳ: www.bseodisha.ac.in ରେ ପରୀକ୍ଷାଫଳ ଉପଲବ୍ଧ ହେବ

କଟକ :  ୨୦୨୩ ମାଟ୍ରିକ୍‌ ଫଳ ଆଜି ବାହାରିବ । ମାଟ୍ରିକ ସହ  ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ  ୧୦ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍‌ ନମ୍ବର ଲେଖି 5676750 ନମ୍ବରକୁ ଏସ୍‌ଏମ୍‌ଏସ୍‌ କଲେ…

ଆଜିଠୁ ଗଡ଼ିବ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍

ପୁରୀ: ଆଜି ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ୍ କୁ ଭର୍ଚୁଆଲ ମୋଡରେ  ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ…

ବେଙ୍ଗାଲୁରୁରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ

ବେଙ୍ଗାଲୁରୁ: ଆଜିଠୁ ବେଙ୍ଗାଲୁରୁରେ ଓଡ଼ିଶା ନିବେଶକ ସମ୍ମିଳନୀ ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ନେତୃତ୍ବରେ ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ତଥା ଇପିକଲର ଅଧ୍ୟକ୍ଷ ହେମନ୍ତ ଶର୍ମା, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ପ୍ରମୁଖ ସଚିବ ଅରବିନ୍ଦ କୁମାର…

ଆସନ୍ତାକାଲି ୮୦୦୦ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କ‌ରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିବେ  ପ୍ରଧାନମନ୍ତ୍ରୀ ମୋଦୀ । ଏହା ସହ କଟକ, ପୁରୀ  ୨ଟି ଷ୍ଟେସନର ଶିଳାନ୍ୟାସ ଭର୍ଚୁଆଲ ମାଧ୍ୟମରେ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ’ ୧୮ ତାରିଖ ମଧ୍ୟାହ୍ନ ୧୨ଟା ୩୦ରେ ଉଭୟ ପୁରୀ ଓ କଟକ…