Trending
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ବାହାନଗାରେ ଦେବଦୂତ ସାଜିଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣାବେଳେ ଲୋକଙ୍କୁ ଉଦ୍ଧାର କରିଥିବା ସ୍ଥାନୀୟ ଲୋକ ଓ ଉଦ୍ଧାରାକାରୀ ଦଳକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାହାନଗା ଟ୍ରେନ ଟ୍ରାଜେଡି ବେଳେ ବାହାନଗାବାସୀ ଓ ଉଦ୍ଧାରକାରୀ ଦଳ ଯେଉଁଭଳି ସେବା କରିଥିଲେ ତାହା ପ୍ରଶଂସନୀୟ ।…
୫ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ମାତ୍ରାରେ ବର୍ଷା ସମ୍ଭାବନା ରହିଛି । ସେଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ନେଇ ସତର୍କତା କରାଯାଇଛି ।…
ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି ।…
ମାଷ୍ଟର କ୍ୟାଣ୍ଟିନ୍ରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ
ରକ୍ତରଞ୍ଜିତ ହେଲା ରାଜଧାନୀ। ମାଷ୍ଟର କ୍ୟାଣ୍ଟିନ୍ ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ। ଯୁବକଙ୍କ ଛାତି ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଯୁବକଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରିଛି କ୍ୟାପିଟାଲ ଥାନା ପୋଲିସ। ତାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ…
ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ
ବଲାଙ୍ଗୀର: ବଲାଙ୍ଗୀର ଟାଉନ ଥାନାରେ ରାଜ ପରିବାରର ବୋହୂ । ଅନଙ୍ଗ ଉଦୟ ସିଂହଦେଓଙ୍କ ସାନବୋହୂ ତଥା ଅର୍କେଶ ସିଂହଦେଓଙ୍କ ପତ୍ନୀ ଅଦ୍ରିଜା ମଞ୍ଜରୀ ସିଂହଦେଓ ବଲାଙ୍ଗୀର ଟାଉନ ଥାନାର ଦ୍ବାରସ୍ଥ ହୋଇଛନ୍ତି । ପ୍ୟାଲେସକୁ ଯିବା ପାଇଁ ଅଦ୍ରିଜା ପୋଲିସ ସୁରକ୍ଷା ମାଗିଛନ୍ତି । ଶ୍ୱଶୁର ଘରେ…
ମୟୂରଭଞ୍ଜରେ 5T ସଚିବଙ୍କ ମାରାଥନ ସମୀକ୍ଷା
ମୟୂରଭଞ୍ଜ: ଦ୍ବିତୀୟ ଦିନରେ ମୟୂରଭଞ୍ଜରେ 5T ସଚିବଙ୍କ ମାରାଥନ ସମୀକ୍ଷା । ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ । ଆଜି ବାରିପଦା ମିଶନ ଶକ୍ତି କାଫେ ଯାଇ ମିଶନ ଶକ୍ତି ମା’ଙ୍କୁ ଭେଟିବା ସହ ଲୋକଙ୍କ ହାତରୁ ନେଇଥିଲେ ଦାବିପତ୍ର । ସମସ୍ୟାର ସମାଧାନ ପାଇଁ…
ପରଲୋକରେ ଓଡ଼ିଶା କ୍ରିକେଟ ଆସୋସିଏସନର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟବ୍ରତ ବେହେରା
କଟକ: ଓଡ଼ିଶା କ୍ରିକେଟ ଆସୋସିଏସନର ପୂର୍ବତନ ଯୁଗ୍ମ ସମ୍ପାଦକ ସତ୍ୟବ୍ରତ ବେହେରାଙ୍କ ପରଲୋକ । ସତ୍ୟବ୍ରତ କଟକ ଜିଲ୍ଲା କ୍ରିକେଟ ସଂଘ ସଭାପତି ଭାବେ ଦୀର୍ଘ ବର୍ଷ ଧରି ଦକ୍ଷତାର ସହ କାର୍ଯ୍ୟ କରିଥିଲେ। ଅନେକ ଉଦିୟମାନ କ୍ରିକେଟ ପ୍ରତିଭାଙ୍କୁ ସାମ୍ନାକୁ ଆଣିବାରେ ତାଙ୍କର ପ୍ରମୁଖ ଭୂମିକା…
ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । OPSC ପକ୍ଷରୁ ଆରମ୍ଭ ହେଲା ପ୍ରକ୍ରିୟା । ୭ ହଜାର ୨୭୬ ଡାକ୍ତର ପଦବୀ ପୂରଣ ପାଇଁ ବିଜ୍ଞାପନ ଜାରି ହୋଇଛି ।୧୮ଅଗଷ୍ଟରୁ ସେପ୍ଟେମ୍ବର ୧୮ ମଧ୍ୟରେ ଆବେଦନ କରିପାରିବେ ଆଗ୍ରହୀ ଡାକ୍ତରୀ ଛାତ୍ର । ST…
ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ ସମ୍ପନ୍ନ
ଆନନ୍ଦପୁର: ନକ୍ସଲ ଗୁଳିରେ ସହିଦ୍ ହୋଇଥିବା ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯାଇଛି ଅନ୍ତିମ ସଂସ୍କାର। ସହିଦ୍ ଯବାନଙ୍କ ମରଶରୀର ରାଞ୍ଚିରୁ କେନ୍ଦୁଝର ଦେଇ ସଡ଼କ ପଥରେ ଆସିବା ପରେ ପୂର୍ବାହ୍ନ ସାଢେ ନଅଟାରେ…
ପୁଣି ଧାରଣାରେ ଦୀପିକା
ବ୍ରହ୍ମପୁର: ନିଜର ହକ ପାଇଁ କେ. ଦୀପିକା ପୁଣିଥରେ ଦେଶୀବେହେରା ସାହିସ୍ଥିତ କେ. ଦିନେଶଙ୍କ ଘର ବାରଣ୍ଡାରେ ଧାରଣା ଆରମ୍ଭ କରିଛନ୍ତି। ଜନ୍ମିତ ପୁଅକୁ ବାପାର ଅଧିକାର ଏବଂ ତାଙ୍କୁ ପତ୍ନୀର ମାନ୍ୟତା ଦାବି କରି ଦୀପିକା ଏହି ଧାରଣା ଦେଇଥିବା କହିଛନ୍ତି। ଗତ ୩ଦିନ ଧରି ସେ ଦିନେଶଙ୍କ ଘର…