Trending
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଆଜି ବିଶ୍ବହାତୀ ଦିବସ: ହାତୀ ସୁରକ୍ଷା ଚିନ୍ତା
ହାତୀଙ୍କ ସୁରକ୍ଷା ଓ ସଂରକ୍ଷଣ ପ୍ରତି ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ଅଗଷ୍ଟ ୧୨ ତାରିଖକୁ ‘ବିଶ୍ବ ହସ୍ତୀ ଦିବସ ଭାବେ’ ପାଳନ କରାଯାଉଛି। ଏହିଦିନ ହାତୀଙ୍କ ସୁରକ୍ଷା ଲାଗି ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଏ। ୨୦୧୨ରୁ ଏହି ଦିବସ ପାଳନ ଆରମ୍ଭ ହୋଇଛି। ରିପୋର୍ଟ…
ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପିଜି ଓ ପିଏଚଡି ପାଇଁ ନାମଲେଖା
ଖୁବଶୀଘ୍ର ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପାଠପଢ଼ା । ସିଲାବସ୍ କମିଟି ବୈଠକରେ ଏନେଇ ନିଆଯିବ ନିଷ୍ପତି । ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଓ ପ୍ରାୟୋଗିକ ଭାଷା ଓ ଆଞ୍ଚଳିକ, ଆଦିବାସୀ ଭାଷା ଓ ଐତିହ ଭଳି ତିନୋଟି ବିଭାଗରେ ୨୪ଟି ଲେଖାଏଁ ସିଟ୍ ରହିବ । ଉଭୟ ପିଜି ଓ…
ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ
ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେଲା ନୂତନ ଉନ୍ନତ ଅଭିଳାଷ ବା ନୂଆ ଓଡ଼ିଶା ଯୋଜନା । ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ପଦକ୍ଷେପ ନିଆଯିବ । ୩୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ନୂତନ ଉନ୍ନତ ଅଭିଳାଷ (ନୂଆ) ଓଡ଼ିଶା ଯୋଜନାକୁ କ୍ୟାବିନେଟ୍ ଅନୁମୋଦନ…
ମୟୂରଭଞ୍ଜରେ 5T ସଚିବ ଭିକେ ପାଣ୍ଡିଆନ
ମୟୂରଭଞ୍ଜ: ମୟୂରଭଞ୍ଜରେ ବିକାଶର ଅନୁଧ୍ୟାନ କରିବାକୁ ଗ୍ରାଉଣ୍ଡରେ ପହଞ୍ଚିଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ଜଶିପୁର ନିର୍ବାଚନମଣ୍ଡଳୀର ମାହାରଦାପଳସା ମିନି ଷ୍ଟାଡିଅମରେ ଲୋକଙ୍କୁ ଭେଟି ଆଲୋଚନା କରିଛନ୍ତି 5T ସଚିବ । ୧୦ ହଜାରରୁ ଅଧିକ ଲୋକଙ୍କଠାରୁ ଅଭିଯୋଗ ଗ୍ରହଣ କରିଛନ୍ତି । ଏସଏଚଜି…
ଡିଏନଏ ରିପୋର୍ଟରୁ ସ୍ପଷ୍ଟ : ଦିନେଶ-ଦୀପିକା ହିଁ ଶିଶୁର ବାପା-ମାଆ
ବ୍ରହ୍ମପୁର: ଜନ୍ମିତ ଶିଶୁର ବାୟୋଲୋଜିକାଲ ପ୍ୟାରେଣ୍ଟ ହେଉଛନ୍ତି ଦିନେଶ ଓ ଦୀପିକା। ଆସିଲା ଦିନେଶ-ଦୀପିକାଙ୍କ ଡିଏନଏ ରିପୋର୍ଟ। ୨୦୨୨ରେ ଏହି ତଥ୍ୟ ରାଜ୍ୟ ଫରେନ୍ସିକ୍ ଲାବ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ସ୍ତ୍ରୀର ମାନ୍ୟତା ଓ ପୁଅକୁ ବାପାର ପରିଚୟ ଦେବା ପାଇଁ ମାସ ମାସ ଧରି ଦାବି…
ଶୁଭଲକ୍ଷ୍ମୀ ସୁଇସାଇଡ଼ ପଛରେ କିଏ? ପୋଲିସର ହାତ ଖାଲି
ଭୁବନେଶ୍ୱର: ଶୁଭଲକ୍ଷ୍ମୀ ସୁଇସାଇଡ଼ ପଛରେ କିଏ ତାକୁ ନେଇ କିଛି ଦିନ ହେଲା ନୂଆ ନୂଆ ତଥ୍ୟ ବାହାରୁଛି । ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ଆତ୍ମହତ୍ୟା ପଛରେ କିଛି ଭିଡିଓ ଥିବା କୁହାଯାଉଛି । ସୋସିଆଲ ମିଡିଆରେ ଘୁରି ବୁଲୁଛି ଶୁଭଲ୍ମକ୍ଷୀଙ୍କ ୩ଟି ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ।…
ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନ୍ ବ୍ୟବହାର କରିବ ବିଏମସି
ଭୁବନେଶ୍ୱର: ପୁଣି ବଢ଼ିଲେଣି ମଶା ବଂଶ । ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିଏମସି ମଶା ବଂଶ ବୃଦ୍ଧି ରୋକିବାକୁ ଡ୍ରୋନ୍ ବ୍ୟବହାର କରିବା ନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ । ରାଜଧାନୀରେ ବଢୁଥିବା ଡେଙ୍ଗୁ ସଂଖ୍ୟାକୁ ନଜରରେ ରଖି ମଶା ଉତ୍ପତ୍ତି ସ୍ଥାନରେ ଡ୍ରୋନ୍ ମାଧ୍ୟମରେ…
ରାଜ୍ୟ କ୍ୟାବିନେଟ : ୧୯ଟି ପ୍ରସ୍ତାବରେ ମୋହର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ମୋଟ୍ ୧୯ଟି ପ୍ରସ୍ତାବରେ ମୋହର ବାଜିଛି । ରାଜ୍ୟର ୪ ହଜାର ୩୩୭ ବ୍ୟାଙ୍କ ନଥିବା ଗ୍ରାମ ପଞ୍ଚାୟତରେ ସରକାର ବ୍ୟାଙ୍କିଂ ସେବା ଯୋଗାଇ ଦେବେ । ସିଏସପି ପ୍ଲସ୍ ବ୍ୟାଙ୍କିଂ ଆଉଟଲେଟ୍ ଦ୍ବାରା ସରକାର ଏହି ସେବା…
ପ୍ରଭାବିତ ହେବ ସମ୍ବଲପୁର-ଭୁବନେଶ୍ୱର ରେଳ ମାର୍ଗରେ ଟ୍ରେନ୍ ସେବା
ସମ୍ବଲପୁର: ସମ୍ବଲପୁର ସିଟି ଏବଂ ସମ୍ବଲପୁର ଷ୍ଟେସନ ମଧ୍ୟରେ ଦୋହରୀକରଣ କାର୍ଯ୍ୟକ୍ଷମ ପାଇଁ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହାତକୁ ନିଆଯାଇଅଛି । ଯେଉଁଥିପାଇଁ ସମ୍ବଲପୁର-ଭୁବନେଶ୍ୱର ରେଳ ମାର୍ଗରେ ଟ୍ରେନ୍ ସେବା ପ୍ରଭାବିତ ହେବ । ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ…
ଘରୋଇ ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ
ଭୁବନେଶ୍ବର: ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ବି ମିଳିବ ମାଗଣା ପାଠ୍ୟପୁସ୍ତକ । 5T ଉପକ୍ରମରେ ଘରୋଇ ତଥା ଅଣଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ କରାଯିବ ।ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା…