Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Odisha
All about all odisha state news updates
୨୦୨୩-୨୪ ବଡ଼ ବଜେଟ୍, ୨ଲକ୍ଷ ୩୦ ହଜାର କୋଟି ଟଙ୍କା
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ବଡ଼ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍ର ଆକାର ୨ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି। ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ରରେ ୩୦ ହଜାର ୩୦ କୋଟି, ସ୍ବାସ୍ଥ୍ୟ କ୍ଷେତ୍ରରେ ୧୬ ହଜାର ୪୮ କୋଟି ,…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ବାଲେଶ୍ବର ପୂର୍ତ୍ତ ବିଭାଗ ୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜୟ କୁମାର ସେନାପତିଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ଚାଲିଛି। ୪ଜଣ ଡିଏସପି, ୧୦ ସବଇନ୍ସପେକ୍ଟର, ୨…
ଆଗାମୀ ଦିନରେ ଆହୁରି ବଢିବ ତାପମାତ୍ରା
ଭୁବନେଶ୍ୱର: ଫେବ୍ରୁଆରୀରୁ ଆଉଟୁପାଉଟୁ କଲାଣି ଖରା। ଉପାନ୍ତରୁ ଉପକୂଳ ସିଝିଲାଣି ସାରା ଓଡ଼ିଶା। ବିଭିନ୍ନ ଜିଲ୍ଲାରେ ୩୫ ଡିଗ୍ରୀ ଉପରେ ପାରଦ। ଗତକାଲି ୩୮ ଦଶମିକ ୩ଡିଗ୍ରୀ ସହିତ ସୋନପୁର ହୋଇଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଦ୍ବିତୀୟରେ ତାଳଚେର ଓ ତୃତୀୟରେ ରହିଥିଲା…
ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ ଆଜି
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଗୋପବନ୍ଧୁଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ଅନ୍ତର୍ଗତ ସୁଆଣ୍ଡୋ ପ୍ରକଳ୍ପର ଲୋକାର୍ପଣ କରିବେ। ୨୫ କୋଟି ୮୦ ଲକ୍ଷ ଟଙ୍କାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାଶଙ୍କ ଜନ୍ମପୀଠ ସୁଆଣ୍ଡୋ ଗାଁ ଇତିମଧ୍ୟରେ ନୂଆ ରୂପ ପାଇଛି।
ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ…
ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ କ୍ଷୋଭ ପ୍ରକାଶ କଲେ ନରସିଂହ ମିଶ୍ର
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଯେପରି ବିବୃତ୍ତି ରଖିଲେ ତାହାକୁ ନେଇ କଡ଼ା ଟିପଣୀ ରଖିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି । ନିଜ ବିବୃତିରେ…
ନବ ଦାସ ହତ୍ୟା ମାମଲାରେ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି
ଭୁବନେଶ୍ବର : ବିଧାନସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ନବ ଦାସ ହତ୍ୟା ମାମଲା ସଂକ୍ରାନ୍ତୀୟ ବିବୃତି ରଖିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ପ୍ରସଙ୍ଗରେ ବିଜେପିର ଆଭିମୁଖ୍ୟକୁ ନିନ୍ଦା କରିଛନ୍ତି । ନିଜ ବିବୃତିରେ ମୁଖ୍ୟମନ୍ତ୍ରୀ ଘଟଣାର…
ନବଙ୍କ ଭଳି ଅନୁପ ସାଏଙ୍କୁ ହତ୍ୟା ଯୋଜନା ହୋଇଥିଲା !
ଝାରସୁଗୁଡ଼ା : ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ହତ୍ୟା ପାଇଁ ଜଣେ କନେଷ୍ଟବଳ ଯୋଜନା କରିଥିଲେ । ଏହି ଘଟଣା ଏବେ ସାମ୍ନାକୁ ଆସିଛି। ଏହି ଘଟଣା ପରେ କୋଲାବିରା ଥାନାରେ କାର୍ଯ୍ୟରତ କନେଷ୍ଟବଳ ସରୋଜ ଦାସଙ୍କୁ ଜିଲ୍ଲା ପୁଲିସ୍ ମୁଖ୍ୟାଳୟକୁ ବଦଳି କରି ଅଣାଯାଇଥିବା ଚର୍ଚା…
ବିଧାନସଭାର ବଜେଟ୍ ଅଧିବେଶନ ବେଶ୍ ସରଗରମ ହେବ, ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ କି ନାହିଁ ସନ୍ଦେହ
ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ । ଏହି ଅଧିବେଶନ ବେଶ୍ ସରଗରମ ହେବ । ବିଜେଡିକୁ ଘେରିବାକୁ ଦୁଇ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗକୁ ଅସ୍ତ୍ର କରିବେ । କଂଗ୍ରେସ, ବିଜେପି ସରକାରଙ୍କୁ ବିଧାନସଭାରେ ଘେରିବା ପାଇଁ ଘୋଷଣା କରିଥିବାବେଳେ ଶାସକ ବିଜେଡି ଗୃହରେ କେନ୍ଦ୍ରୀୟ…
ସ୍ତ୍ରୀଙ୍କ ବାପଘରକୁ ଯାଇ ସ୍ବାମୀ ମାଡ କଲେ ଏସିଡ୍, ମେଡିକାଲରେ ଚାଲିଛି ଚିକିତ୍ସା
ବାଲେଶ୍ବର: ଶ୍ବଶୂର ଘରେ ପଶି ପତ୍ନୀଙ୍କୁ ଏସିଡ୍ ମାଡ଼ କଲା ସ୍ୱାମୀ । ଏସିଡ ମାଡ଼ରେ ୪ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । ସହଦେବଖୁଣ୍ଟା ଥାନା ଭୀମପୁର ଗାଁର କାର୍ତ୍ତିକ ସିଂଙ୍କର ଦୁଇ ଝିଅ ଅଛନ୍ତି। କାର୍ତ୍ତିକଙ୍କ ସାନ ଝିଅ ବନିତା ସିଂ ଦେଢ଼ ମାସ ତଳେ ନୀଳଗିରି ନୟାପାଟଣାର ଚନ୍ଦନ କୁମାର…
ରେଳ ବିହାର ଯୁବ ପରିଷଦ ତରଫରୁ ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ
ରେଳ ବିହାର ଯୁବ ପରିଷଦ ତରଫରୁ ଦ୍ୱିତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ । ରେଳବିହାର ଯୁବପରିଷଦ କାର୍ଯ୍ୟାଳୟରେ ବାର୍ଷିକ ଉତ୍ସବ ଓ ପ୍ରତିଭା ସମ୍ମାନ ସମାରୋହରେ ଅତିଥିମାନେ ଯୋଗ ଦେଇ ଏଭଳି କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ମୁଖ୍ୟବକ୍ତା ଭାବରେ ଦିଲ୍ଲୀପ ଶ୍ରୀଚନ୍ଦନ ଯୋଗ ଦେଇଥିବାବେଳେ…