Trending
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
Browsing Category
Odisha
All about all odisha state news updates
ଇନଫୋସିସ୍ରେ ଖୋଲିଲା ବିପିଏମ୍ ସେବା
ଭୁବନେଶ୍ବର: ଇନ୍ଫୋସିସର ନୂତନ ବିଜନେସ୍ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର୍ (ବିପିଏମ୍) ଶାଖା ଆଜି ଭୁବନେଶ୍ବର ପଟିଆସ୍ଥିତ ଇନ୍ଫୋସିସ ପରିସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉଦ୍ଘାଟିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ କହିଥିଲେ ବିଗତ ଦୁଇ ଦଶନ୍ଧିଧରି ଓଡ଼ିଶା ଅନ୍ୟ…
ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ ମହିଳା କମିଶନଙ୍କ ଉଦବେଗ
ଭୁବନେଶ୍ବର: ଦୀପାଲି ବାରରେ କାମ କରୁଥିବା ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାଜ୍ୟ ମହିଳା କମିଶନ। ୧୫ ଦିନ ମଧ୍ୟରେ ଘଟଣାର ତଦନ୍ତ ରିପୋର୍ଟ ଦେବାକୁ କମିଶନରେଟ ପୁଲିସକୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ଘଟଣାରେ ୧୫ ଜଣଙ୍କର ବୟାନ…
ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲାରେ ଆସିଲା ସିଡିଆର ରିପୋର୍ଟ
ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲାରେ ପୋଲିସ ନିକଟକୁ ଆସିଲା ଶୁଭଲକ୍ଷ୍ମୀଙ୍କ କଲ ଡିଟେଲ୍ସ ରିପୋର୍ଟ । କଲ ଡିଟେଲ ରିପୋର୍ଟରୁ ପୋଲିସକୁ ମିଳିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ । ମୃତ୍ୟୁ ପୂର୍ବରୁ କାହା ସାଙ୍ଗେ କଥା ହୋଇଥିଲେ ସେ ବିଷୟରେ ଜାଣିବା ପାଇଁ ମଗା ଯାଇଥିଲା ସିଡିଆର ରପୋର୍ଟ । କଲେଜ ଛାତ୍ରୀ…
ଏଏସଓ ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ରୋକ୍
ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ASO ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଆଜି ହାଇକୋର୍ଟ ରୋକ୍ ଲଗାଇଛନ୍ତି। ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍ସିକୁ ନୋଟିସ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଧାର୍ଯ୍ୟ…
କଟକ ଜିଲ୍ଲାରେ 5T ସଚିବ ଭି.କେ ପାଣ୍ଡିଆନ୍
କଟକ: ଦ୍ବିତୀୟ ଦିନରେ କଟକ ଜିଲ୍ଲାରେ ମାରାଥନ ସମୀକ୍ଷା । ଗ୍ରାଉଣ୍ଡ ଜିରୋରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । ଆଜି କଟକ ଜିଲ୍ଲା ବାଙ୍କୀ ଗସ୍ତରେ ଅଧିଷ୍ଠାତ୍ରୀ ଦେବୀ ମା’ ଚର୍ଚ୍ଚିକାଙ୍କ ସେ ଦର୍ଶନ କରିଛନ୍ତି । ମନ୍ଦିରର ପାର୍ଶ୍ଵ ଦେବାଦେବୀଙ୍କୁ…
ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ
ଭୁବନେଶ୍ବର: ରାଜ୍ୟରେ ଦୁର୍ବଳ ହେଲା ମୌସୁମୀ। ବର୍ତ୍ତମାନ ସ୍ବାଭାବିକ ଠାରୁ ଉତ୍ତର ଦିଗରେ ରହିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବଡ ବର୍ଷା ନାହିଁ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ…
କଟକ ଜିଲ୍ଲାରେ 5T ସଚିବଙ୍କ ମାରାଥନ ସମୀକ୍ଷା
କଟକ: କଟକ ଜିଲ୍ଲାରେ ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭି.କେ ପାଣ୍ଡିଆନ୍ । କଟକ ଜିଲ୍ଲା ବାଙ୍କୀ ଗସ୍ତରେ ଅଧିଷ୍ଠାତ୍ରୀ ଦେବୀ ମା’ ଚର୍ଚ୍ଚିକାଙ୍କ ଦର୍ଶନ କରିଛନ୍ତି ସଚିବ ଭି.କେ ପାଣ୍ଡିଆନ୍ । ମନ୍ଦିରର ବିକାଶ, ଯାତ୍ରୀ ନିବାସ, ଶୌଚାଳୟ, ରେଣୁକା ନଦୀର ପୁନଃରୁଦ୍ଧାର…
ଆଜି ବିଶ୍ବ ଜନଜାତି ଦିବସ
ଆଜି ବିଶ୍ବ ଜନଜାତି ଦିବସ । ଆଜିର ଦିନକୁ ପାଳନ କରୁଛନ୍ତି ଆଦିବାସୀ ସମ୍ପ୍ରଦାୟର ଲୋକମାନେ । ଦେଶର ବିଭିନ୍ନ ସ୍ଥାନରେ ଆଦିବାସୀ ସମ୍ପ୍ରଦାୟର ଲୋକ ବସବାସ କରୁଛନ୍ତି । ଆଦିବାସୀଙ୍କ ଜନସଂଖ୍ୟା, ଅଧିକାର, ସୁରକ୍ଷାକୁ ପ୍ରୋତ୍ସାହିତ କରିବାକୁ ଆଜିର ଦିନଟିଏ । ଦେଶରେ ସର୍ବାଧିକ ଜନଜାତି…
ମହାପ୍ରଭୁଙ୍କ ବନକଲାଗି ପାଇଁ ସନ୍ଧ୍ୟା ୬ରୁ ଦର୍ଶନ ବନ୍ଦ ରହିବ
ପୁରୀ: ଦେଢ଼ ମାସ ପରେ ଆଜି ମହାପ୍ରଭୁଙ୍କ ବନକଲାଗି ହେବାକୁ ନିଷ୍ପତ୍ତି ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ରଙ୍କ ଭିତରେ ଦେଖା ଦେଇଥିବା ବିବାଦର ଅନ୍ତ ଘଟିଛି। ସେହି ଅନୁଯାୟୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦତ୍ତ ମହାପାତ୍ର ସେବକଙ୍କୁ ଅବଗତ କରାଯାଇଛି। ପ୍ରାକୃତିକ ଦ୍ରବ୍ୟରେ…
ଦୀପାଳି ବାରରେ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ହତ୍ୟା ସନ୍ଦେହ!
ଭୁବନେଶ୍ୱର: ଲକ୍ଷ୍ମୀସାଗର ଦୀପାଳି ବାରରେ ବାରରେ ଛାତ୍ରୀଙ୍କ ମୃତ୍ୟୁ ଘଟଣା କୁ ନେଇ ପୋଲିସ ତଦନ୍ତ ଚାଲୁରଖିଛି। ଝିଅର ମୃତ୍ୟୁ ପରେ ଝିଅକୁ ହତ୍ୟା କରି ଟାଙ୍ଗି ଦିଆଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକ । ତେବେ ଏନେଇ ପୋଲିସ କିଛି ସ୍ପଷ୍ଟ କରିନାହିଁ । ହୋଟେଲ ଭିତରେ…