Trending
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
Browsing Category
Odisha
All about all odisha state news updates
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗକୁ ନେଇ ସରକାରଙ୍କୁ ପ୍ରଶ୍ନ କଲେ ବିରୋଧୀ
ପ୍ରଶ୍ନକାଳରେ ଉଠିଲା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ । ମାଟ୍ରିକ ପରୀକ୍ଷା ସରିଥିଲେ ମଧ୍ୟ ଏଥର ଯେଭଁଭଳି ପ୍ରଶ୍ନ ପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି ତାକୁ ନେଇ ଗାଁ ଠୁ ସହର ଚର୍ଚା ଚାଲିଛି । ଏହାକୁ ନେଇ ବିଧାନସଭାରେ ମଧ୍ୟ ଉଠିଲା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ । ଗୃହ…
ଓବିସିଙ୍କୁ ନ୍ୟାୟ ପ୍ରଦାନ ଦାବିନେଇ ପ୍ରଶ୍ନକଲା ବିଜେପି ଓବିସି ମୋର୍ଚ୍ଚା
ଭୁବନେଶ୍ବର : ଓବିସିଙ୍କୁ ନ୍ୟାୟ ମିଳୁନାହିଁ । ଓବିସିଙ୍କୁ ନ୍ୟାଯ୍ୟ ଅଧିକାର ପ୍ରଦାନ ଦାବିରେ ବିଜେପି ଓବିସି ମୋର୍ଚ୍ଚା ତରଫରୁ ସର୍ବଦା ଲଢ଼େଇ ଜାରି ରହିଛି ବୋଲି ବିଜେପି ପକ୍ଷରୁ କୁହାଯାଇଛି। ଏପ୍ରିଲ ୬ରେ ବିଜେପି ପ୍ରତିଷ୍ଠା ଦିବସରୁ ଏପ୍ରିଲ ୧୪ରେ ଆମ୍ବେଦକର ଜୟନ୍ତୀ ପର୍ଯ୍ୟନ୍ତ ୯…
ଓଡ଼ିଆମାନଙ୍କ ପଖାଳ ଦିବସକୁ ନେଇ ଚାରିଆଡେ ଖୁସି
ଭୁବନେଶ୍ବର : ପଖାଳ କହିଲେ ଓଡ଼ିଆଙ୍କ ଖାଦ୍ୟ କଥା ମନେପଡ଼େ । ପଖାଳକୁ ଖାଇବା ପାଇଁ କିଏ ବା ମନାକରେ । ଆଜି ପଖାଳ ଦିବସରେ ଅନେକ ସ୍ଥାନରେ ପଖାଳ ଦିବସ ପାଳିତ ହୋଇଯାଇଛି । ଗତ ଦଶ ବର୍ଷ ହେଲା ପଖାଳ ବିଶ୍ବ ମାନସପଟରେ ପହଞ୍ଚାଇବା ପାଇଁ ଓଡ଼ିଆମାନେ ପଖାଳ ଦିବସ ପାଳନ କରୁଛନ୍ତି। ତେବେ ଏହି ପଖାଳ…
ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି
ପୁରୀ : ଆଜି ସୋମବାର ଚୈତ୍ର କୃଷ୍ଣ ଚତୁର୍ଦ୍ଦଶୀ ତିଥି । ଶ୍ରୀବିଗ୍ରହଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଛି । ତେଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଖସାପଡ଼ା ନୀତି ଏକ ଗୁପ୍ତ ସେବା ହୋଇଥିବାରୁ ଏହି…
‘କ୍ରୀତଦାସ ପ୍ରଥା’କୁ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଦୋହରାଇବାକୁ ଚାହୁଁଛନ୍ତି କି:ବିଜେପି
ଭୁବନେଶ୍ବର : ବ୍ରିଟିସ ଶାସନ ସମୟର ଘୃଣ୍ୟପ୍ରଥା ଥିବା ‘କ୍ରୀତଦାସ ପ୍ରଥା’କୁ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ ବବି ଦୋହରାଇ ପ୍ରଶାସନିକ ଅଧିକାରୀଙ୍କ କ୍ରୀତଦାସ ହେବାକୁ ଚାହୁଁଛନ୍ତି କି ବୋଲି ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରଶ୍ନ କରିଛନ୍ତି। ଆଜି ରାଜ୍ୟ କାର୍ଯ୍ୟାଳୟରେ…
ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟା : ତ୍ରିକୋଣୀୟ ପ୍ରେମ ସନ୍ଦେହକୁ ନେଇ ଚାଞ୍ଚଲ୍ୟକର ତଥ୍ୟ
ଭୁବନେଶ୍ବର: ଲୋକପ୍ରିୟ ଓଡ଼ିଆ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚା । ପ୍ରେମ ସଂପର୍କ ପାଇଁ ଆତ୍ମହତ୍ୟା କୁହାଯାଉଛି । ଏଥିରେ ତ୍ରିକୋଣୀୟ ପ୍ରେମ ହିଁ ଏଭଳି ଘଟଣା ପାଇଁ ଦାୟୀ କୁହାଯାଉଛି । ଘଟଣା ସଂପର୍କରେ କୁହାଯାଉଛି ତାଙ୍କ…
ପ୍ରସିଦ୍ଧ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କର ପରଲୋକ
ବାରିପଦା: ମୟୂରଭଞ୍ଜ ଜିଲ୍ଲାର ପ୍ରସିଦ୍ଧ ଝୁମର ଗୀତିକାର ସୌରୀନ୍ଦ୍ର ମହାନ୍ତଙ୍କର ପରଲୋକ ହୋଇଯାଇଛି। ଗତକାଲି ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପରିବାର ଲୋକ ବାରିପଦାର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ନ ହେବାରୁ ତାଙ୍କୁ…
ସ୍ବାଭାବିକ ଚାଲିଛି ବିଧାନସଭା
ଭୁବନେଶ୍ୱର: କିଛି ଦିନ ଧରି ସରକାର ପକ୍ଷ ଏବଂ ବିରୋଧୀ ପକ୍ଷଙ୍କ ମଧ୍ୟରେ ହୋହଲ୍ଲା ପରେ ସ୍ବାଭାବିକ ଚାଲିଛି ବିଧାନସଭା । ବିରୋଧୀ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଜବାବ ମାଗୁଥିବା ବେଳେ ସରକାରଙ୍କ ପକ୍ଷରୁ ମଧ୍ୟ ଜବାବ ଦିଆଯାଉଛି । ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ୪ଟି…
ପୁରୀରେ ଜୁଆ ଖେଳକୁ ନେଇ ବୁଲିଲା ଖଣ୍ଡା, ବୋହିଲା ରକ୍ତ
ପୁରୀ: ପୁରୀରେ ପୁଣି ବୁଲିଛି ଖଣ୍ଡା ବୋହିଛି ରକ୍ତ । ଜୁଆ ଖେଳକୁ ନେଇ ଗଣ୍ଡଗୋଳ ରେ ଫାଟିଛି ମୁଣ୍ଡ । ପୁରୀ ମାର୍କେଟ ଛକ ନିକଟରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଠେଙ୍ଗାବାଡ଼ି ଓ କାଚ ବୋତଲ ଆକ୍ରମଣରେ ୩ ଜଣ ଆହତ ହୋଇ ୨ ଗୁରୁତର କଟକ ଏସସିବି ସ୍ଥାନାନ୍ତର ହୋଇଥିବାବେଳେ ଜଣେ…
ବିନା ସୁଧରେ ଇଲେକ୍ଟ୍ରିକ୍ ଗାଡ଼ି କିଣିପାରିବେ ସରକାରୀ କର୍ମଚାରୀ
ଭୁବନେଶ୍ୱର: ଇଲେକ୍ଟ୍ରିକ୍ ଗାଡ଼ି କିଣିବା ପାଇଁ ଚାହୁଁଛନ୍ତି କି? ତେବେ ଡେରି କାହିଁକି ଏବେ ଯାଇ ଦେଖିଆସନ୍ତୁ । କେଉଁ କଂପାନି ଗାଡି କିଣିବେ । ଏବେ ସରକାରୀ କର୍ମଚାରୀଙ୍କୁ ଏଥିପାଇଁ ମିଳିବ ପ୍ରୋତ୍ସାହନ । ବିନା ସୁଧରେ ଅଗ୍ରୀମ ରାଶି ଦେବାକୁ ଘୋଷଣା କରିଛନ୍ତି ସରକାର । ୨୦୨୫ ଡିସେମ୍ବର…