Trending
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
Browsing Category
Odisha
All about all odisha state news updates
ଆଜିଠୁ ଅନୁଭୂତ ହେବ ପଶ୍ଚିମା ଝଡ଼ର ପ୍ରଭାବ
ଆଜିଠୁ ବଦଳିବ ପାଗ । ଅନୁଭୂତ ହେବ ପଶ୍ଚିମା ଝଡ଼ର ପ୍ରଭାବ । ସାରା ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ଅଞ୍ଚଳରେ ବର୍ଷା ହେବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…
ବନାଗ୍ନି ରୋକିବାକୁ ବ୍ୟାପକ ପ୍ରସ୍ତୁତି
ରାଜ୍ୟର ଜଙ୍ଗଲ ଗୁଡିକରେ ଅଗ୍ନିକାଣ୍ଡକୁ ରୋକିବା ନିମନ୍ତେ ପ୍ରଶାସନିକ ଓ ଗୋଷ୍ଠୀ ସହଯୋଗିତାକୁ ଆହୁରି ବ୍ୟାପକ କରାଯିବ । ଏ ସଂପର୍କରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ୧୪୭୬୦ଟି ଜଙ୍ଗଲ ସ୍ଥାନରେ ନିଆଁ ଲାଗିବାର ତଥ୍ୟ…
ଏଣିକି ସବୁ ରାସ୍ତା ହେବ ଖାଲଖମା ମୁକ୍ତ
ଭୁବନେଶ୍ୱର: ଏଣିକି ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଓ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମିତ ହୋଇଥିବା ସବୁ ରାସ୍ତା ହେବ ଖାଲଖମା ମୁକ୍ତ । ଚଳିତ ବର୍ଷ ୫୦ ହଜାର କିଲୋମିଟର ରାସ୍ତା ନିର୍ମାଣ ପାଇଁ ରାଜ୍ୟ ସରକାର ୧୧ ଶହ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିବେ । ପ୍ରଶ୍ନକାଳରେ…
ଧର୍ମଘଟରେ ବସ୍ ଗଡ଼ିବା ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛି ଘରୋଇ ବସ୍ ମାଲିକ ସଂଘ
କଟକ: ଆସନ୍ତାକାଲି ଧର୍ମଘଟରେ ସାମିଲ ହେବନି ଘରୋଇ ବସ୍ । ରାଜ୍ୟର ସମସ୍ତ ରୁଟରେ ଘରୋଇ ବସ୍ ଗଡ଼ିବା ନେଇ ଆଭିମୁଖ୍ୟ ସ୍ପଷ୍ଟ କରିଛି ଘରୋଇ ବସ୍ ମାଲିକ ସଂଘ । ଧର୍ମଘଟ ସମୟରେ ଘରୋଇ ବସ୍ ମାଲିକ ସଂଘ ଗଣ୍ଡଗୋଳ ଆଶଙ୍କା କରିଛି । ସୁରକ୍ଷା ପ୍ରଦାନ ପାଇଁ ପୋଲିସ ଡିଜିଙ୍କୁ ଭେଟି ନିବେଦନ କରିଛି…
ରାଜ୍ୟରେ ଇନଫ୍ଲୁଏଞ୍ଜା ଭାଇରସକୁ ନେଇ ବଢୁଛି ଭୟ
ଭୁବନେଶ୍ୱର: ରାଜ୍ୟରେ ଇନଫ୍ଲୁଏଞ୍ଜା ଭାଇରସକୁ ନେଇ ବଢୁଛି ଭୟ । ଅଯଥା ମନଇଚ୍ଛା ଔଷଧ ନଖାଇବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ବିନା ପରାମର୍ଶରେ ଆଣ୍ଟିବାୟୋଟିକ ଓ ଷ୍ଟେରଏଡ୍ ଖାଆନ୍ତୁ ନାହିଁ । ଲକ୍ଷଣ ବଢ଼ୁଥିବାରୁ ଆଇଏଲଏସ ସର୍ଭିଲାନ୍ସ ବଢ଼ାଯିବ । କୋଭିଡ୍…
ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା
ଗଞ୍ଜାମ: ଚଳଚଞ୍ଚଳ ରତ୍ନଗିରି ପାହାଡ଼ । ଆରମ୍ଭ ହୋଇଛି ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା । ଆଜି ଚୈତ୍ର ଯାତ୍ରାର ପ୍ରଥମ ମଙ୍ଗଳବାର । ଆଉ ଏଥିପାଇଁ ଆଜି ସକାଳୁ ସକାଳୁ ମାଙ୍କୁ ଦର୍ଶନ କରିବା ନିମନ୍ତେ ଭକ୍ତଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି । ଚୈତ୍ର…
ସରଗରମ ହେଉଛି ବିଧାନସଭାର ବଜେଟ ଅଧିବେଶନ
ଭୁବନେଶ୍ୱର: ଦିନ ଯେତିକି ଗଡ଼ୁଛି ସେତିକି ସରଗରମ ହେଉଛି ବିଧାନସଭାର ବଜେଟ ଅଧିବେଶନ । ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାକୁ ନେଇ ବିରୋଧୀ ଭିନ୍ନ ଭିନ୍ନ ଆଭିମୁଖ୍ୟ ଗ୍ରହଣ କରୁଥିବାବେଳେ ସରକାର ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ନିଜ ସଞ୍ଜମତା ରକ୍ଷା କରିଆସୁଛନ୍ତି । ବଜେଟ…
୫-ଟି କ’ଣ? : ଜୟନାରାୟଣ
ଗତ କିଛି ଦିନ ଧରି ରାଜ୍ୟ ସରକାରଙ୍କୁ ଘେରିବାରେ ଲାଗିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ନବ ଦାସଙ୍କ ହତ୍ୟା ପରେ ସରକାରଙ୍କ ଆଭିମୁଖ୍ୟକୁ ନେଇ ତାଙ୍କର ବକ୍ତବ୍ୟ ରାଜ୍ୟ ସରକାରଙ୍କୁ ଅସୁବିଧାରେ ପକାଉଛି । ମୁଖ୍ୟମନ୍ତ୍ରୀ ଏବଂ ଫାଇଭ ଟି ସଚିବଙ୍କୁ ଏଥର ଟାର୍ଗେଟ କରିଛନ୍ତି…
ଓଡ଼ିଶାରେ ବନାଗ୍ନି ଦେଶରେ ସର୍ବାଧିକ
ରାଜ୍ୟରେ ହୁହୁ ହୋଇ ବଢ଼ୁଥିବା ଜଙ୍ଗଲ ନିଆଁ ନେଇ ଗଭୀର ଚିନ୍ତାବ୍ୟକ୍ତ କରି କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ସାକ୍ଷାକ କରି ପତ୍ର ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଏହି ପତ୍ରରେ ରାଜ୍ୟରେ ବନାଗ୍ନି ସାରା ଦେଶରେ…
ଜଙ୍ଗଲ ନିଆଁ: ୧୭୪୬ଟି ସ୍ଥାନରେ ବନାଗ୍ନି
ଭୁବନେଶ୍ବର: ଜଙ୍ଗଲ ଜଳୁଛି । ହେଲେ ନିଘା କାହାର ନାହିଁ । କିଛି ଦିନ ଧରି ଏହି ଖବର ପ୍ରତିଦିନ ବାହାରୁଛି । କିନ୍ତୁ କିପରି ଲିଭାଯିବ ସେନେଇ କିଛି ଉତ୍ତର କାହା ପାଖରେ ନାହିଁ । କେଉଁଠି ୭ଦିନ ହେଲା ଜଙ୍ଗଲ ଜଳୁଛି ତ ଆଉ କେଉଁଠି ୪ଦିନ। ଶିମିଳିପାଳରୁ ଚନ୍ଦକା-ଡମପଡ଼ା ହେଉ ଅଥବା ସୁନାବେଡ଼ାରୁ…