Trending
- କଳାହାଣ୍ଡି ଜିଲ୍ଲା ପାଇଁ ପ୍ରାୟ ୮୯୧ .୩୯ କୋଟି ଟଙ୍କା ବିନିମୟରେ ୩ ହଜାର ୬୧୨ ଟି ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
- ବିଜେପିର ନୂଆ ସାରଥୀ ହେବେ ନୀତିନ ନବୀନ: ପ୍ରଥମ ଯୁବ ସଭାପତି ଭାବେ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ନିଶ୍ଚିତ
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
Browsing Category
Odisha
All about all odisha state news updates
ଗୋବିନ୍ଦ ସାହୁର ରହସ୍ୟଜନକ ମୃତ୍ୟୁର ସତ୍ୟ ଉନ୍ମୋଚନରେ ଓଡ଼ିଶା ପୋଲିସ ବିଫଳ
ମମିତା ମେହେର ହତ୍ୟା ମାମଲାରେ ସଂଶ୍ଲିଷ୍ଟ ଗୋବିନ୍ଦ ସାହୁର ରହସ୍ୟଜନକ ମୃତ୍ୟୁର ସତ୍ୟ ଉନ୍ମୋଚନରେ ଓଡ଼ିଶା ପୋଲିସ ବିଫଳ । ଏନେଇ ଗୃହରେ ମୁଲତବୀ ପ୍ରସ୍ତାବ ଆଣିଥିଲେ ବିରୋଧୀ । ଏ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା । ଏହି ମାମଲାର…
ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ
ଭୁବନେଶ୍ବର: ଭାଇରସ ସଂକ୍ରମଣ ଭିତରେ ପୁଣି ଲୋକଙ୍କୁ ଘାରିଛି କୋଭିଡ ଭୟ। ରାଜ୍ୟରେ ଏଚ ୩ ଏନ ୨ ଭାଇରସ ଚିନ୍ତା ବଢ଼ାଇଥିବା ବେଳେ ଏନେଇ ଜନ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ର୍ଖିଛନ୍ତି। ସେ କହିଛନ୍ତି, ସବୁ ଜିଲ୍ଲାର ସିଡିଏମଓ଼ ଏବଂ କ୍ୟାପିଟାଲ ହସ୍ପିଟାଲ…
ଅଲିଭରିଡଲେ କଇଁଛଙ୍କ ସମୂହ ଅଣ୍ଡାଦାନରେ ଉପକୂଳରେ ନିଆର ଅନୁଭବ
ରାଜନଗର : ବିରଳ ଅଲିଭରିଡଲେ କଇଁଛ ଏବେ ଉପକୂଳ ମୁହାଁ । କେନ୍ଦ୍ରାପଡ଼ା ଉପକୂଳର ଗହୀରମଥାଠାରେ କଇଁଛଙ୍କ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ ତାରିଖ ଦିନ ୮୮ହଜାର, ୧୦ ତାରିଖରେ ୨ ଲକ୍ଷ ୧୪ ହଜାର ୫୮ଟି ଅଲିଭରିଡଲେ ଅଣ୍ଡାଦାନ କରିଛନ୍ତି। କୂଳଠାରୁ ୧ କିମି ଭିତରେ ଦୀର୍ଘ ୧ ମାସ…
ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ
ଭୁବନେଶ୍ୱର: ତାତି କମାଇଛି ପଶ୍ଚିମା ଝଡ଼ । ରାଜ୍ୟରେ ସ୍ବାଭାବିକଠୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇଛି ତାପମାତ୍ରା । ଆଜି ରାଜ୍ୟର ୮ ଜିଲ୍ଲାରେ ପଡ଼ିବ ପଶ୍ଚିମା ଝଡ଼ ପ୍ରଭାବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବାଲେଶ୍ବର,…
ସୁନ୍ଦରଗଡ଼ରେ ବିକାଶର ସମୀକ୍ଷା କଲେ 5T ସଚିବ ଭି.କେ ପାଣ୍ଡିଆନ
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଉନ୍ନୟନ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ସୁନ୍ଦରଗଡ଼ ଗସ୍ତର ଦ୍ଵିତୀୟ ଦିନରେ ଘୋଘରଠାରେ ଥିବା ଘୋଘରେଶ୍ଵର ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ପୂଜକ ଓ କର୍ମକର୍ତ୍ତାଙ୍କ ସହ ଆଲୋଚନା…
ବିଜେପିରେ ଯୋଗଦେଲେ ଓଲିଉଡର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ
ବିଜେପିରେ ଯୋଗଦେଲେ ଓଲିଉଡର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ । ଏହାସହ ତାଙ୍କ ସ୍ୱାମୀ ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତରେ ସ୍ୱାମୀ ସ୍ତ୍ରୀ ଦୁହେଁ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ଏହି ଦମ୍ପତିଙ୍କ…
ଏସଏଚଜି ଗ୍ରୁପ ଟଙ୍କା ନେଇ ସୁଧ କାରବାର କରିବା ପ୍ରସଙ୍ଗରେ ବର୍ଷିଛନ୍ତି ଜୟ ନାରାୟଣ ମିଶ୍ର
ଏସଏଚଜି ଗ୍ରୁପ ଟଙ୍କା ନେଇ ସୁଧ କାରବାର କରିବା ପ୍ରସଙ୍ଗରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । କହିଛନ୍ତି, ସରକାରୀ କର୍ମଚାରୀଙ୍କ ସ୍ତରରେ ଯେଉଁ ଦୁର୍ନୀତି ଥିଲା, ତାକୁ ତଳ ସ୍ତରକୁ ନେଇ ଏସଏଚଜି ଗ୍ରୁପ୍ ଦ୍ୱାରା ଦୁର୍ନୀତି କରୁଛନ୍ତି । ଷ୍ଟାଣ୍ଡିଂ କମିଟି ରିପୋର୍ଟରେ…
ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା
ଓଡିଶା ଆସିବେ ବିଜେପି ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଆସନ୍ତା ମାର୍ଚ୍ଚ ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଶାହା । ଏନେଇ ଶନିବାର ସୂଚନା ଦେଇଛନ୍ତି ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର ।ଲେଖାଶ୍ରୀଙ୍କ ସୂଚନା ମୁତାବକ, ମାର୍ଚ୍ଚ…
ପୁରୀ ଗସ୍ତରେ ଫାଇଭ-ଟି ସଚିବ
ପୁରୀ: ପୁରୀ ଗସ୍ତରେ ଫାଇଭ-ଟି ସଚିବ । ଭି କାର୍ତ୍ତିକେୟନ ପାଣ୍ଡିଆନ ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାଖାପାଖି ୪୦ ମିନିଟ ପର୍ଯ୍ୟନ୍ତ ସେ ଶ୍ରୀମନ୍ଦିର ଭିତରେ ରହିଥିଲେ । ଏହି ସମୟରେ ସେ…
ଆଜିଠୁ ମାଟ୍ରିକ୍ ପରୀକ୍ଷା
ଦଶମ ଶ୍ରେଣୀ ହାଇସ୍କୁଲ ପରୀକ୍ଷା, ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍ମେଣ୍ଟ(ଏସ୍ଏ-୨) ପରୀକ୍ଷା ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ସକାଳ…