Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Browsing Category
Odisha
All about all odisha state news updates
ଅପରାଜିତାଙ୍କୁ ବିଜେଡିର ପ୍ରଶ୍ନ
ଭୁବନେଶ୍ୱର: ସାଂସଦ ଅପରାଜିତାଙ୍କୁ ବିଜେଡିର ୫ ପ୍ରଶ୍ନ । ଇସ୍କନ ସର୍ଭିସ ରୋଡ୍ ଜାତୀୟ ରାଜପଥରେ ବର୍ଷା ଦିନେ ପାଣି ଜମୁଛି । ରୋଗୀ, ଛାତ୍ରଛାତ୍ରୀ ଜନସାଧାରଣ ଅସୁବିଧାରେ ପଡ଼ୁଛନ୍ତି । ଗତ ଚାରି ବର୍ଷ ଧରି ଏଠାରେ ବର୍ଷା ହେଲେ ଜଳ ନିଷ୍କାସନ ହୋଇ ପାରୁନି । ଜଳବନ୍ଦୀ ସ୍ଥିତି କେବେ…
କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁପତ୍ର ଉପରୁ ଜିଏସଟି ପ୍ରତ୍ୟାହାର ଦାବିରେ ପୁଣି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।କେନ୍ଦୁପତ୍ର ଉପରୁ ୧୮ପ୍ରତିଶତ ଜିଏସଟି ଆଦାୟ ହେଉଛି । ଏହା ସିଧାସଳଖ କେନ୍ଦୁପତ୍ର ତୋଳାଳି, କର୍ମଚାରୀ ଓ ବନ୍ଧାଳିଙ୍କ…
ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା
ସେଞ୍ଚୁରି ଛୁଇଁଛି ଟମାଟୋ। ଟମାଟୋ କେଜି ପିଛା ଦାମ ୧୦୦ ଟଙ୍କା ପାର କରିଛି। ପ୍ରତିବର୍ଷ ଏହି ସମୟରେ ଟମାଟୋ କେଜି ପିଛା ୩୦ରୁ ୪୦ ଟଙ୍କାରେ ବିକ୍ରି ହୋଇଥାଏ। କିନ୍ତୁ ଏବର୍ଷ ସ୍ଥିତି ବଦଳି ଯାଇଛି। ୧୦୦ ଟଙ୍କା ଉପରେ ଟମାଟୋ କିଲୋପତି ବିକ୍ରି ହେଉଛି। କଟକରେ ଟମାଟୋ କେଜି ପିଛା ଶହେରୁ ୧୨୦…
ପୁଣି ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ରେଞ୍ଜର
ବ୍ରହ୍ମପୁର: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଦିଗପହଣ୍ଡି ରେଞ୍ଜରଙ୍କ ଗାଡ଼ିରୁ ମିଳିଲା ଲକ୍ଷେ ୫୮ ହଜାର ଟଙ୍କା । ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଘରେ ଛାପା…
ଶ୍ରୀମନ୍ଦିରର ସିଂହଦ୍ବାର, ହେଉଛି ରୂପା ଛାଉଣୀ: ଆସନ୍ତାକାଲି ବାହୁଡା ଯାତ୍ରା
ପୁରୀ: ଆସନ୍ତାକାଲି ବାହୁଡା ଯାତ୍ରା । ସୁନ୍ଦର ହେଉଛି ଶ୍ରୀମନ୍ଦିରର ସିଂହଦ୍ବାର, ହେଉଛି ରୂପା ଛାଉଣୀ । ପୂର୍ବ ନିଷ୍ପତ୍ତି ଅନୁସାରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ସିଂହଦ୍ବାର ରୂପା ଛାଉଣୀ କାର୍ଯ୍ୟ କରାଯାଉଛି । ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ରୂପା ଛାଉଣୀ କାମ ।…
ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବିସ୍ତୃତି ବର୍ଷା ସମ୍ଭାବନା । ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ…
ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ
ପୁରୀ: ଜନ୍ମବେଦୀରେ ସରିସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ଆଜି ନବମୀ ତିଥିରେ ଚତୁର୍ଦ୍ଧା ବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ । ନବମୀ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ । ତେବେ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଥିବା ଭକ୍ତ ଅପରାହ୍ନ ୫ଟା ପରେ ବି ଦର୍ଶନର ସୁଯୋଗ ପାଇବେ…
୩୦ ତାରିଖ ଯାଏ ବଢିଲା +୨ ନାମଲେଖା ଆବେଦନ ଅବଧି
ଭୁବନେଶ୍ୱର: ପୁଣି ବଢ଼ିଲା ଯୁକ୍ତଦୁଇ ନାମଲେଖା ଆବେଦନ ଅବଧି । ଗତକାଲି ଆବେଦନର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୩୦ ତାରିଖକୁ ବୃଦ୍ଧି କରାଯାଇଛି । ନୂତନ ସୂଚୀ ଅନୁସାରେ ଜୁଲାଇ ୬ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ୭ରୁ ୧୩ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା…
ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରସ୍ତୁତ ହୋଇଛି ବିରାଟ ଯଜ୍ଞସ୍ଥଳୀ
ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ୍ । ନାମଯଜ୍ଞରେ କମ୍ପୁଛି ଏକାମ୍ର ନଗରୀ । ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ମନ୍ଦିର, ବିନ୍ଦୁସାଗର ଓ ଅନ୍ୟ ମନ୍ଦିର । ଶ୍ରୀଲିଙ୍ଗରାଜ ମନ୍ଦିରରେ…
ବରଗଡ଼ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପର ସମୀକ୍ଷା କରୁଛନ୍ତି 5T ସଚିବ
ବରଗଡ଼: ବରଗଡ଼ ବିକାଶର ଲେଖା ହେଉଛି ବିଶେଷ ଅଧ୍ୟାୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଗ୍ରାଉଣ୍ଡରେ ସମୀକ୍ଷା କରୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ବରଗଡ଼ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପର ସମୀକ୍ଷା କରୁଛନ୍ତି 5T ସଚିବ । ପ୍ରବଳ ବର୍ଷାରେ ବରଗଡ଼ରେ ସମୀକ୍ଷା…