Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Odisha
All about all odisha state news updates
ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର
ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଆଜି ସେମି ଟକ୍କର । କମ୍ପିବ କଳିଙ୍ଗ । ଫାଇନାଲ ଟିକେଟ ପାଇଁ ଟର୍ଫକୁ ଓହ୍ଲାଇବେ ୪ଟି ଟିମ୍ । ଆଜି କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ପ୍ରଥମ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭେଟିବ ଜର୍ମାନୀ । ସାଢେ ୪ଟାରୁ କଳିଙ୍ଗରେ ହେବ ମୁକାବିଲା । ମ୍ୟାଚରେ…
ହକି ବିଶ୍ବକପ ଅବସରରେ ହୋଟେଲ ପ୍ରେସିଡେନସିରେ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ
ଭୁବନେଶ୍ବର: ହୋଟେଲ ପ୍ରେସିଡେନସି ତରଫରୁ ହକି ବିଶ୍ବକପ ଅବସରରେ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ହକି ଫେଡେରେସନର ସଭାପତି ଦିଲ୍ଲୀପ ତିର୍କୀ, ମହାରାଷ୍ଟ୍ର ସରକାରଙ୍କ ତରଫରୁ ଦୀପକ ହାରକେ, ଇଣ୍ଡିଆନ ଆର୍ମି ତରଫରୁ କର୍ଣ୍ଣେଲ ସାଗର ମହାନ୍ତିଙ୍କ ସହ ଓଡ଼ିଶା,…
ଓଡ଼ିଶାର ୪ ଜଣ ପାଇବେ ପଦ୍ମଶ୍ରୀ
ଓଡିଶାର ୪ ଜଣଙ୍କୁ ମିଳିବ ପଦ୍ମ ପୁରସ୍କାର । ମାଗୁଣି ଚରଣ କୁଅଁରଙ୍କୁ କଳା କ୍ଷେତ୍ର ପାଇଁ ପଦ୍ମ ପୁରସ୍କାର ମିଳିବ । ସେହିପରି କ୍ରିଷ୍ଣା ପଟେଲଙ୍କୁ କଳା ପାଇଁ ମିଳିବ ପଦ୍ମ ଶ୍ରୀ । କୃଷି ପାଇଁ ପଟ୍ଟାୟତ ସାହୁଙ୍କୁ ମିଳିବ ପଦ୍ମ ଶ୍ରୀ । ଅନ୍ତର୍ଯ୍ୟାମୀ ମିଶ୍ରଙ୍କୁ ଶିକ୍ଷା ଓ ସାହିତ୍ୟ ପାଇଁ…
ବିଶ୍ୱକପ ସେମିଫାଇନାଲରେ ଜର୍ମାନୀ ଓ ନେଦରଲାଣ୍ଡ୍ସ
ଓଡ଼ିଶାରେ ଚାଲିଥିବା ଚଳିତ ଏଫଆଇଏଚ ହକି ବିଶ୍ୱକପରେ ସେମିଫାଇନାଲକୁ ଯାଇଛନ୍ତି ଜର୍ମାନୀ ଓ ନେଦରଲାଣ୍ଡ୍ସ । କ୍ୱାଟର ଫାଇନାଲରେ ନିର୍ଦ୍ଧାରିତ ସମୟ ମଧ୍ୟରେ ଇଂଲଣ୍ଡ-ଜର୍ମାନୀ ୨-୨ ଗୋଲ ଦେଇଥିଲେ । ଶେଷରେ ସୁଟଆଉଟ ୪-୩ରେ ଜିତିଥିଲା ଜର୍ମାନୀ । ଏହା ପୂର୍ବରୁ ମଧ୍ୟ ଇଂଲଣ୍ଡ ବିଶ୍ୱକପରେ…
ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ
ସାରା ଦେଶ ଆଜି ପାଳନ କରୁଛି ୭୪ତମ ସାଧାରଣତନ୍ତ୍ର ଦିବସ। ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଆୟୋଜିତ ହୋଇଯାଇଛି। ଏହି ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ସମ୍ମାନିତ ଅତିଥି ଭାବେ…
ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ
ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନର ଶୁଭାରମ୍ଭ ହୋଇଛି । ଦିଲ୍ଲୀରୁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ରେନର ଶୁଭାରମ୍ଭ କରିଛନ୍ତି । ୮ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍ ଯାତ୍ରା କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ରାଜ୍ୟବ୍ୟାପୀ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି ବିଜେପି
ବଢ଼ି ବଢ଼ି ଚାଲିଛି ଆବାସ କଳି । ଗୋଟିଏ ପଟେ ଆବାସ ଯୋଜନାରେ ୯ଲକ୍ଷରୁ ଅଧିକ ଲୋକଙ୍କ ତାଲିକା ପ୍ରକାଶ ପାଇଛି । ଅନ୍ୟପଟେ ଘର ପାଇବାକୁ ଯୋଗ୍ୟ ହୋଇଥିଲେ ବି ତାଲିକାରେ ନାଁ ନଥିବା ଅଭିଯୋଗକାରୀଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଯାହାକୁ ନେଇ ଗାଁ ଗାଁରେ ଲୋକଙ୍କ ଭିତରେ ଅସନ୍ତୋଷ ବଢ଼ିବାରେ ଲାଗିଛି…
ପ୍ରଥମଥର ବାଲିରେ ଆୟୋଜନ ହେବ ‘ଫେରନ୍ତା ବାଲିଯାତ୍ରା’
କଟକ: ଉତ୍କଳୀୟ ନୌବାଣିଜ୍ୟ ଐତିହ୍ୟ ସ୍ମୃତିରେ ପ୍ରତିବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ କଟକରେ ଐତିହାସିକ ବାଲିଯାତ୍ରା ହେଉଥିବା ବେଳେ ପ୍ରଥମଥର ପାଇଁ ଇଣ୍ଡୋନେସିଆର ବାଲିରେ ଫେରନ୍ତା ବାଲିଯାତ୍ରା ଆୟୋଜନ ହେବାକୁ ଯାଉଛି। କଳିଙ୍ଗ ଇଣ୍ଟରନାସନାଲ୍ ୟୁଥ୍ ଫାଉଣ୍ଡେସନ୍ ସଂଯୋଜନାରେ…
ଚାଲିଗଲେ ମିହିର ଦାସଙ୍କ ସାନପୁଅ ଅକ୍ଳାନ୍ତ
କଟକ: ବାପାଙ୍କ ମୃତ୍ୟୁର ଠିକ୍ ବର୍ଷକ ପରେ ଚାଲି ଯାଇଛନ୍ତି ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମାସେ ହେଲୋ ଅକ୍ଲାନ୍ତ…
ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି
ସମ୍ବଲପୁର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଓଡ଼ିଶାର ଅନାଲୋଚିତ ଇତିହାସକୁ ଦିଲ୍ଲୀ ଏବଂ ବିଶ୍ୱ ଦରବାରରେ ପହଞ୍ଚାଇବାର ସମୟ ଆସିଯାଇଛି। ଏନ୍ସିଇଆର୍ଟି ପାଠ୍ୟପୁସ୍ତକରେ ବୀର ସୁରେନ୍ଦ୍ର ସାଏଙ୍କ ଭଳି ବୀରତ୍ୱଙ୍କ ଜୀବନୀ ଓ ସଂଘର୍ଷର କାହାଣୀ ସ୍ଥାନ ଦେବା ପାଇଁ କାର୍ଯ୍ୟ…