Trending
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
Browsing Category
Odisha
All about all odisha state news updates
ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ କଲା ଓଏସଏସସି
ଭୁବନେଶ୍ୱର: ଚାରିଆଡୁ ବିରୋଧ ପରେ ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ କଲା ଓଏସଏସସି । ଗତକାଲି ଏହି ପରୀକ୍ଷା ହୋଇଥିବା ବେଳେ ପରୀକ୍ଷାରେ ଓଡ଼ିଆ ପ୍ରଶ୍ନ ବୁଝିହେଉନଥିବା ଅଭିଯୋଗ ହୋଇଥିଲା । ଫଳରେ ଆଜି ଜୁନିୟର ଆକାଉଣ୍ଟାଣ୍ଟ ପରୀକ୍ଷା ବାତିଲ୍ ହୋଇଛି। ପ୍ରଶ୍ନପତ୍ରରେ ବ୍ୟାପକ…
ଓଏସଏସସି ପରୀକ୍ଷାର ପ୍ରଶ୍ନପତ୍ର :ଓଡ଼ିଶା ଭାଷାକୁ କଦର୍ଥ କରିବା
ଭୁବନେଶ୍ୱର: ଓଏସଏସସି ପରୀକ୍ଷାରେ ଓଡ଼ିଆ ପ୍ରଶ୍ନପତ୍ର କରି ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ ଖେଳୁଛନ୍ତି ରାଜ୍ୟ ସରକାର । ଓଏସଏସସି ପରୀକ୍ଷାର ପ୍ରଶ୍ନପତ୍ର ଦେଖିଲେ ଜଣାପଡୁଛି ଏହାକୁ ପ୍ରସ୍ତୁତ କରୁଥିବା ସଂସ୍ଥା ଓଡ଼ିଆ ସଂସ୍ଥା ନୁହେଁ ଏବଂ ଏହାର ଦାୟିତ୍ୱରେ ଥିବା ଅଧିକାରୀ ମଧ୍ୟ…
ବିଜେବି କଲେଜରେ ପଶି ହାଣିଲେ : ୪ ଗିରଫ
ବିଜେବି କଲେଜ କ୍ୟାମ୍ପସରେ ହଣାକଟା । ଦିନକୁ ଦିନ ଅପରାଧିଙ୍କ ଆଡା ପାଲଟିଥିବା ବିଜେବି କଲେଜ ଖବର ପାଲଟୁଛି । କଲେଜ କ୍ୟାମ୍ପସରେ ହିଂସା ସୃଷ୍ଟି କରି ଆତଙ୍କରାଜ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୁଲିସ। ସମସ୍ତ ୪ ଅଭିଯୁକ୍ତ ଅଣଛାତ୍ର ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ସବୁଦିନ…
ଭୁବନେଶ୍ୱର ଠାରେ ଜି-୨୦ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ” ଉଦଘାଟିତ
ଭୁବନେଶ୍ୱର : ଓଡ଼ିଶାର ଭୂମିରେ କଳା, ସାହିତ୍ୟ, ସଂସ୍କୃତି ଓ ବାଣିଜ୍ୟରେ ଦକ୍ଷତାର ପରାକାଷ୍ଠା ରହିଛି । ଭୁବନେଶ୍ୱର ସ୍ଥିତ ଆଇଏମଏମଟି ପରିସରରେ ଜି-୨୦ ଶିକ୍ଷା ଓ୍ୱାର୍କିଂ ଗ୍ରୁପ ବୈଠକ ପରିପ୍ରେକ୍ଷୀରେ ଆୟୋଜିତ “ଭବିଷ୍ୟତର କାର୍ଯ୍ୟଶୈଳୀ ଓ ଦକ୍ଷତା ପ୍ରଦର୍ଶନୀ”ର ଉଦଘାଟନ କରିବା ଅବସରରେ…
ଝଡ଼ ଆସୁଛି ସତର୍କ ରହିବା ଜରୁରୀ
ଭୁବନେଶ୍ୱର: କିଛି ଦିନ ଧରି ପ୍ରବଳ ତାତି ପରେ ଏବେ ଝଡ଼ ବର୍ଷା ଆସୁଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବିଶେଷ କରି ବିଜୁଳି ଘଡ଼ଘଡ଼ି ସମୟରେ ସତର୍କ ରହିବା ପାଇଁ କୁହାଯାଇଛି । ରାଜ୍ୟରେ ପଶ୍ଚିମା ଝଡ ସକ୍ରିୟ ରହିଥିବାରୁ କିଛି ସ୍ଥାନରେ…
ଶ୍ରୀଜୀଉଙ୍କ ରଥ ଅନୁକୂଳ
ପୁରୀ: ଚଳିତ ବର୍ଷ ରଥଯାତ୍ରା ପାଇଁ ଆଜି ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଶ୍ରୀଜୀଉମାନଙ୍କ ରଥ ନିର୍ମାଣ ଅନୁକୂଳ କରାଯିବା ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ପରମ୍ପରା ଅନୁଯାୟୀ ରଥ ଖଳାରେ ୩ଟି ୧୨ଫୁଟିଆ ଧଉରା କାଠ ରଖାଯାଇଛି । ରଥଖଳାରେ ହୋମ ଯଜ୍ଞ ପରେ ରଥ ନିର୍ମାଣ ଅନୁକୂଳ ହେବ ।…
ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚାଷୀଙ୍କ ପାଇଁ ପବିତ୍ର ଦିବସ ପବିତ୍ର ଅକ୍ଷୟ ତୃତୀୟା । ସାରା ଓଡ଼ିଶାରେ ଆଜି ଅକ୍ଷୟ ତୃତୀୟା ପାଳନ କରାଯାଉଛି । ଚାଷୀମାନେ ଆଜିର ଦିନରେ ଅଖିମୁଖି ଅନୁକୂଳ କରିଥାନ୍ତି । ଏହି ଅବସରରେ ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
ବିଜୟ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ
କଂଗ୍ରେସରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବିଜୟ ପଟ୍ଟନାୟକଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ।ସେହିପରି ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି। କମିଟିରେ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ…
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ। ତାଙ୍କ ବିରୋଧରେ ୯ କୋଟି ୧୮ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବହିର୍ଭୂତ ଟଙ୍କା ଠାବ ହୋଇଥିଲା। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…
ପଞ୍ଚଭୂତରେ ଲୀନ ହେଲେ ସହିଦ୍ ଦେବାଶିଷ ବିଶ୍ୱାଳ
ସତ୍ୟବାଦୀ : ପଞ୍ଚଭୂତରେ ଲୀନ ହେଲେ ସହିଦ୍ ଦେବାଶିଷ ବିଶ୍ୱାଳ । ସତ୍ୟବାଦୀର ଖଣ୍ଡାୟତ ସାହିରେ ଦେବାଶିଷଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ଦେବାଶିଷଙ୍କୁ ମୁଖାଗ୍ନି ଦେଲେ ସାନ ଭାଇ । ଜନ୍ମମାଟି ଅଳଗୁମରେ ପହଞ୍ଚିଲା ପରେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦା…