Trending
- ଜିତିଲା ମୃତ୍ୟୁ,ହରିଶ ରାଣାଙ୍କୁ ‘ଇଚ୍ଛାମୃତ୍ୟୁ’ ପାଇଁ ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ
- ନନ୍ଦନକାନନ ପାଇଁ ଖୁସି ଖବର,୫ ପ୍ରଜାତିର ୧୧ ଜୀବଜନ୍ତୁ ଆସିଛନ୍ତି ,ଦେଖିବାକୁ ଲାଗିବ ପର୍ଯ୍ୟଟଙ୍କ ଭିଡ଼
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
Browsing Category
Odisha
All about all odisha state news updates
କୋଇଲା ଖଣିରେ ବଡ଼ ଧରଣର ଅଘଟଣ: ୨ କର୍ମଚାରୀ ମୃତ
ସୁନ୍ଦରଗଡ଼: ଏମସିଏଲ ଗର୍ଜନବାହାଲ କୋଇଲା ଖଣିରେ ବଡ଼ ଅଘଟଣ ଘଟି ଦୁଇଜଣଙ୍କ ଜୀବନ ଯାଇଛି। ଖଣି କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ବୋଲେରୋ ଉପରେ ଭାରୀଯାନ ହୋଲପେକ୍ ମାଡ଼ିଯିବାରୁ ଗାଡ଼ିରେ ଥିବା ୨ କର୍ମଚାରୀ ଅପରେଟର ଉମାକାନ୍ତ ପଟେଲ ଓ ଭାରପ୍ରାପ୍ତ ମୁଖ୍ଯ ଜଗଦୀଶ ଓରାମଙ୍କର ଘଟଣାସ୍ଥଳରେ…
ପ୍ରତିଷ୍ଠା ହେବ ଦେଶର ବୃହତ୍ତମ ଇସ୍ପାତ କାରଖାନା
ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ଓଡ଼ିଶାରେ ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନିପନ ଷ୍ଟିଲ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍ ସଫଳତା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ମିଶନ ମୋଡରେ ଶିଳ୍ପାୟନ ଆଗେଇବ। ନିପନ ଷ୍ଟିଲ…
ପ୍ରବାସୀ ଓଡ଼ିଆମାନଙ୍କ ସମସ୍ୟା ବୁଝିବ ଓଡ଼ିଶା ପରିବାର ନିର୍ଦେଶାଳୟ
ଭୁବନେଶ୍ବର: ସମଗ୍ର ଓଡ଼ିଆ ଜାତିଙ୍କୁ ଏକତ୍ରିତ କରିବା,ସେମାନଙ୍କ ସମସ୍ୟା ସମାଧାନ କରିବା ପାଇଁ ରାଜ୍ୟ ସରକାର ଚାହିଁଛନ୍ତି । ବିଶ୍ଵରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ଏକଜୁଟ କରିବା ର ନୂଆ ପ୍ରେରଣା ନେଇ ଏକ ନିର୍ଦେଶାଳୟ ଖୋଲା ଯାଉଛି। ବିଶ୍ୱରେ ଓଡ଼ିଆ ଜାତିର ନୂଆ ଉନ୍ମେଷ ସୃଷ୍ଟି କରିବା…
ବିଜେଡି ନେତା ପ୍ରଦୀପ ବେହେରା ବିଜେପିରେ ସାମିଲ
କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଉତରକୁଳ ଗ୍ରାମପଂଚାୟତର ସରପଂଚ ବିଜେଡି ନେତ୍ରୀ ଶ୍ରୀମତୀ ସୁଭାଷିନୀ ବେହେରା, ସ୍ଥାନୀୟ ବରିଷ୍ଠ ବିଜେଡି ନେତା ବିନୋଦ ଭୁୟାଁ, ନାଏବ ସରପଂଚ ଶକୁନ୍ତଳା ମାଦେଳୀ, ନିର୍ବାଚିତ ଜନପ୍ରତିନିଧି କବିତା ସାହୁ, ଉମାକାନ୍ତ ସାହୁ, ପପୁ ମଲ୍ଲିକ, ପ୍ରଭାତୀ…
କ୍ରୀଡ଼ା କ୍ଷେତ୍ରରେ ମଧ୍ୟ ସହଯୋଗର ହାତ ବଢ଼ାଇଛି ଆର୍ସେଲର ମିତ୍ତଲ ନିପନ ଷ୍ଟିଲ
କ୍ରୀଡ଼ା କ୍ଷେତ୍ରରେ ସହଯୋଗର ହାତ ବଢ଼ାଇଛି ନିପନ ଷ୍ଟିଲ । ଓଡ଼ିଶାରେ ଉନ୍ନତମାନର ଜିମ୍ନାଷ୍ଟ ସୃଷ୍ଟି କରିବା ଲାଗି କମ୍ପାନି ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବ। ଏଥିପାଇଁ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ କମ୍ପାନି ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବରସ୍ଥିତ…
କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ବାଲେଶ୍ବର, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି। ଆସନ୍ତା ୨ ଦିନରେ ରାଜ୍ୟର ଅଧିକାଂଶ ସ୍ଥାନରେ ଏହିଭଳି ବର୍ଷା ହେବ। ୧୧ ତାରିଖରୁ ରାଜ୍ୟରେ କାଳବୈଶାଖୀର ପ୍ରଭାବ କମିବ। ଆସନ୍ତା ୩ ଦିନ…
ସୁଶାନ୍ତ ସିଂଙ୍କୁ କୋଣଠେସା!
ଝାରସୁଗୁଡ଼ା ଉପନିର୍ବାଚନ ରେ ବିଜେଡି ସୁଶାନ୍ତ ସିଂଙ୍କୁ କୋଣଠେସା କରିଥିବାରୁ ରାଜନୀତି ମହଲରେ ଏବେ ଚର୍ଚା ଜୋର ଧରିଛି । ସୁଶାନ୍ତ ହେଉଛନ୍ତି ପଶ୍ଚିମ ଓଡ଼ିଶାର ପ୍ରଭାବଶାଳୀ ନେତା । ତେବେ ନବ ଦାସ ହତ୍ୟାକାଣ୍ଡକୁ ନେଇ ବିରୋଧୀମାନେ ତାଙ୍କୁ ଟାର୍ଗେଟ କରୁଥିବାରୁ ତାଙ୍କୁ ବିଜେଡି ନିର୍ବାଚନ…
୩ ଜଣଙ୍କ ନାଁ ସୁପାରିସ କରିଛୁ: ସାଲୁଜା
ଝାରସୁଗୁଡ଼ା ଉପ-ନିର୍ବାଚନ ପାଇଁ ୬ଜଣ ପ୍ରାର୍ଥୀଙ୍କ ଭିତରୁ ୩ଜଣଙ୍କ ନାଁ ପ୍ରଦେଶ କଂଗ୍ରେସ କମିଟିକୁ ସୁପାରିସ କରାଯାଇଛି। ଏଆଇସିସି ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବ ବୋଲି ସୂଚନା ଦେଇଛନ୍ତି ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି। ଶ୍ରୀ ସାଲୁଜା କହିଛନ୍ତି, ପ୍ରାର୍ଥୀ ଚୟନ ଲାଗି ପିସିସି…
ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ବାଜି ମାରିଛି ବିଜେଡି।
ଢେଙ୍କାନାଳ : ହିନ୍ଦୋଳ ଓ ବରଗଡ଼ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ବାଜି ମାରିଛି ବିଜେଡି। ଅତାବିରା ଏନ୍ଏସିରେ ଅଧ୍ୟକ୍ଷ ପଦ ସହ ୧୨ଟି ୱାର୍ଡରୁ ୧୧ଟିରେ ବିଜେଡି ପ୍ରାର୍ଥୀ ବିଜୟୀ ହୋଇଛନ୍ତି। ଗୋଟିଏ ୱାର୍ଡରେ କଂଗ୍ରେସ ପ୍ରାର୍ଥୀ ବିଜୟୀ ହୋଇଛି। ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ…
ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଆଲୋଚନା
ଲୋୟର ପିଏମଜିରେ ଧାରଣାରେ ବସିଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନେ ଆଜି ଚୁକ୍ତିଭିତ୍ତିକ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଆଜି ଆନ୍ଦୋଳନରୁ ହଟିପାରନ୍ତି।
ଠିକା ନିଯୁକ୍ତି ଉଚ୍ଛେଦ ନେଇ ଗତବର୍ଷ ଅକ୍ଟୋବର ୧୫ ତାରିଖରେ…