Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Odisha
All about all odisha state news updates
ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା: ଶୁଣାଣି ୩ ମାସ ମଧ୍ୟରେ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ଅନୁଭବ ମହାନ୍ତି ଓ ପତ୍ନୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ପାରିବାରିକ ବିବାଦ ମାମଲାରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ । କଟକ ପରିବାର ଅଦାଲତରେ ଅନୁଭବଙ୍କ ପକ୍ଷରୁ ରୁଜୁ ହୋଇଥିବା ଛାଡ଼ପତ୍ର ମାମଲାର ଶୁଣାଣି ବିଳମ୍ବିତ ହେଉଥିବା ଦର୍ଶାଇ ଏହି ମାମଲାକୁ ଅନ୍ୟ କୌଣସି…
ଭୁବନେଶ୍ବର ସହିଦନଗର ଥାନା ଏଏସଆଇ ଭିଜିଲାନ୍ସ ଜାଲରେ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ । ଭୁବନେଶ୍ବର ସହିଦନଗର ଥାନା ଏଏସଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଏକ ମାମଲାରୁ ନାଁ କାଟିବା ପାଇଁ ପୋଲିସ ଏଏସଆଇ ମମତା ବସ୍ତିଆ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ମମତା ବସ୍ତିଆଙ୍କ…
ଡ ମଙ୍ଗଳା ମହାନ୍ତିଙ୍କ ପରଲୋକ
ଡ ମଙ୍ଗଳା ମହାନ୍ତିଙ୍କ ପରଲୋକ ଘଟିଛି । ସମାଜସେବୀ ତଥା ପରୋପକାରୀ ଡ ମଙ୍ଗଳା ମହାନ୍ତିଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ ପାଇଛି । ସେ ଜଣେ ବହୁମୁଖୀ ବ୍ୟକ୍ତିତ୍ୱ ଏବଂ ସମାଜସେବୀ ଥିଲେ । ଭାଷଣ ଦେବାର କଳାରେ ଅନ୍ୟଙ୍କୁ ଆକର୍ଷଣ କରିବାରେ ସେ ମାହିର ଥିଲେ । ଜଣେ ମାନବବାଦୀ, ଜଣେ ଉଦାର…
ବାହାନଗା ଟ୍ରେନ୍ ଟ୍ରାଜେଡି : ରେଳ କର୍ମଚାରୀଙ୍କୁ ଦ୍ୱିତୀୟ ଥର ପାଇଁ ରିମାଣ୍ଡରେ ନେଲା ସିବିଆଇ
ଭୁବନେଶ୍ୱର: ବାହାନଗା ଟ୍ରେନ୍ ଟ୍ରାଜେଡି । ଗିରଫ ୩ ଜଣ ରେଳ କର୍ମଚାରୀଙ୍କୁ ଦ୍ୱିତୀୟ ଥର ପାଇଁ ରିମାଣ୍ଡରେ ନେଇଛି ସିବିଆଇ । ସ୍ୱାସ୍ଥ୍ୟ ପରୀକ୍ଷା ପରେ ଜେରା କରିବ ସିବିଆଇ । ମେଣ୍ଢାଶାଳ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୩ ରେଳ କର୍ମଚାରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ହୋଇଛି । ବାକି ୪…
କଥା ରଖିଲେ ମୋକିମ: ଗତକାଲି ଆଲୋଚନା କଲେ ଆଜି ଦିଲ୍ଲୀପଙ୍କ ହେଲା ଚିକିତ୍ସା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ବାପା ପୁଅ ଦିଲ୍ଲୀପ ପଟ୍ଟନାୟକଙ୍କ ଦୁଃଖର କାହାଣୀ ସାମନାକୁ ଆସିବା ପରେ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ ତାଙ୍କ ନିକଟରେ ପହଞ୍ଚି ଆଲୋଚନା କରିଥିଲେ ।ଗତକାଲି ଆଲୋଚନା କରିବା ପରେ ତାଙ୍କୁ ସହଯୋଗ କରାଯିବ ବୋଲି ପ୍ରତିଶ୍ରୁତି ଦେବା ସହ ତାଙ୍କର…
ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣାରେ ୭ ରେଳ କର୍ମଚାରୀ ନିଲମ୍ବିତ
ବାହାନଗା : ବାହାନଗା ଟ୍ରେନ୍ ଦୁର୍ଘଟଣା ଘଟଣାରେ ୭ ରେଳ କର୍ମଚାରୀ ନିଲମ୍ବିତ ହୋଇଛନ୍ତି । ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ଗିରଫ ହୋଇଥିବା ୩ ଜଣ ଷ୍ଟାଫ୍ ଅଛନ୍ତି। ଶ୍ରୀ ମିଶ୍ରା କହିଛନ୍ତି ଯେ, ଏହି କର୍ମଚାରୀମାନେ ସତର୍କ ହୋଇଯାଇଥିଲେ ଏତେବଡ଼ ଦୁର୍ଘଟଣାକୁ ଏଡ଼ାଇ…
ରାଜ୍ୟର ୧୦୬ଟି ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ଟି ନୂଆ ପଦ ସୃଷ୍ଟି
ଭୁବନେଶ୍ୱର: ଶିକ୍ଷା କ୍ଷେତ୍ରରେ ରାଜ୍ୟକୁ ଆଗକୁ ନେବା ସକାଶେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ବଦା ପ୍ରୟାସରତ ରହିଛନ୍ତି । ସେଥିପାଇଁ ହାଇସ୍କୁଲ ଓ କଲେଜ ପିଲାଙ୍କ ପାଇଁ ଅନେକ ଯୋଜନା ପ୍ରଣୟନ କରାଯାଇଛି । ପିଲାଙ୍କୁ ଖାଦ୍ୟ, ପୋଷାକ, ଜୋତା ମାଗଣାରେ ଯୋଗାଇ ଦେବା ସହିତ ମେଧାବୀଙ୍କୁ…
ଏମବିବିଏସ୍ ଓ ବିଡିଏସ୍ ନାମଲେଖା ପ୍ରକ୍ରିୟା ଆଜିଠାରୁ ଆରମ୍ଭ
ଭୁବନେଶ୍ୱର: ରାଜ୍ୟରେ ଥିବା ସରକାରୀ ଏବଂ ଘରୋଇ ମେଡିକାଲ କଲେଜଗୁଡ଼ିକରେ ଆଜିଠାରୁ ନାମଲେଖା ପଞ୍ଜୀକରଣ ଆରମ୍ଭ । ନି-ୟୁଜିରେ ଯୋଗ୍ୟତା ହାସଲ କରିଥିବା ଓଡ଼ିଶାର ଛାତ୍ରଛାତ୍ରୀ ୧୬ ତାରିଖ ଯାଏଁ ନାମ ପଞ୍ଜୀକରଣ ସହ ସମସ୍ତ ଆବଶ୍ୟକୀୟ ଡକ୍ୟୁମେଣ୍ଟ ଆପଲୋଡ କରିପାରିବେ ।ସୂଚନା ଅନୁଯାୟୀ, ସମସ୍ତ…
ଲୁଚାଛପାରେ ମୋଟ ୨୧୦କୋଟି ନଗଦ ଟଙ୍କା ସଂଗ୍ରହ କରିଛି ଡିଏନ୍ ଗ୍ରୁପ୍
ରିଏଲ ଇଷ୍ଟେଟ୍ ବ୍ୟବସାୟୀ ଜଗଦୀଶ ପ୍ରସାଦ ନାଏକଙ୍କ ଡିଏନ୍ ଗ୍ରୁପ୍ ମୋଟ ୯୦କୋଟି ଟଙ୍କାର ଟିକସ ଫାଙ୍କିଛି ଓ ଚଢ଼ଉବେଳେ ମୋଟ ନଗଦ ୯.୭୪କୋଟି ଟଙ୍କା ଜବତ ହୋଇଥିଲା ବୋଲି ଆୟକର ବିଭାଗ ସୂତ୍ରରୁ ଜଣାପଡ଼ିଛି । ତେବେ ଏତେ ପରିମାଣର ଟିକସ ଫାଙ୍କିବା ଓ ନଗଦ ଜବତ ହେବାର ୪ଦିନ ପରେ ବି ପ୍ରବର୍ତ୍ତନ…
ଆସନ୍ତା ୧୪ ତାରିଖରୁ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ । ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହିତ ବର୍ଷା ହେଉଛି । ଆସନ୍ତା ୧୪ ତାରିଖରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୌସୁମୀ ନିମ୍ନ ଚାପ ରେଖା ରାଜସ୍ଥାନର ଡଶେଲମେରରୁ ବାହାରି ସିକର, ଓରାଇ, ସୁଲତାନପୁର,…