Trending
- ପ୍ରସିଦ୍ଧ ଗଣପର୍ବ ନୂଆଁଖାଇକୁ ନେଇ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା,ବସିଛି ସ୍ୱତନ୍ତ୍ର ତିହାରୀ ହାଟ ହାଟ
- ନନ୍ଦନକାନନରେ ଓରାଙ୍ଗଉଟାନକୁ ଜ୍ୱର,ଜ୍ୱର ହେବା ପରେ ଆଲର୍ଟରେ ଡାକ୍ତରୀ ଟିମ୍
- ଆଜି ବିଘ୍ନହର୍ତ୍ତାଙ୍କ ପୂଜାରେ ଉତ୍ସବମୁଖର ସାରା ଦେଶ,ସ୍କୁଲ-କଲେଜରେ ପୂଜାର ଧୂମ୍
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
Browsing Category
Odisha
All about all odisha state news updates
ଆଜିଠୁ ୪ ଦିନ ଧରି ବିଦ୍ୟୁତ ବିତରଣ କମ୍ପାନୀଙ୍କ କାର୍ଯ୍ୟଧାରା ସମୀକ୍ଷା
ଭୁବନେଶ୍ୱର: ବିଦ୍ୟୁତ ଉପଭୋକ୍ତା ପାଉଛନ୍ତି ତ ଉତ୍ତମ ସେବା । ବିଦ୍ୟୁତ ନିୟାମକ ଆୟୋଗଙ୍କ ସର୍ତ୍ତକୁ ମାନୁଛନ୍ତି ତ ବିତରଣ କମ୍ପାନୀ । ବିଦ୍ୟୁତ ବିତରଣ କମ୍ପାନୀଙ୍କ କାର୍ଯ୍ୟଧାରାକୁ ସମୀକ୍ଷା କରିବେ ବିଦ୍ୟୁତ୍ ନିୟାମକ ଆୟୋଗ । ଆଜିଠୁ ୪ ଦିନ ଧରି ଆୟୋଗ ସମୀକ୍ଷା କରିବେ । ଆଜି ପ୍ରଥମ…
କୁଆଖାଇ ନଦୀରେ ଅଘଟଣ, ମିଳିଲା ଅନ୍ୟ ୨ ନିଖୋଜ ଛାତ୍ରଙ୍କ ମୃତଦେହ
ବାଲିଅନ୍ତା ଥାନା ଧବଳାହାର ନିକଟ କୁଆଖାଇ ନଦୀରେ ବୁଡ଼ି ଆସ୍ଥା ସ୍କୁଲ ଅଫ ମ୍ୟାନେଜମେଣ୍ଟର ୪ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ୪ ମୃତକ ହେଲେ କଟକ ବାଲିକୁଦାର ପ୍ରତୀକ ଧଳସାମନ୍ତ, ବାଲେଶ୍ବରର ରୋହିତ ପରିଡ଼ା, ଜାମସେଦପୁରର ଆରୟାନ ଓ କଟକର କୁମାର ଅବିନାଶ । ଗତକାଲି ଆରୟନ ଓ ଅବିନାଶଙ୍କ…
ରତ୍ନଭଣ୍ଡାର ଚାବି ହଜିବା ମାମଲା: ୨ ମାସ ସମୟ ନେଲେ ରାଜ୍ୟ ସରକାର
କଟକ: ଶ୍ରୀମନ୍ଦିର ରତ୍ନଭଣ୍ତାର ଚାବି ହଜିବାକୁ ନେଇ ସରକାର ହାଇକୋର୍ଟରେ ସମୟ ମାଗିଛନ୍ତି । ଜଷ୍ଟିସ୍ ରଘୁବୀର ଦାଶ କମିସନ୍ ଦାଖଲ କରିଥିବା ରିପୋର୍ଟର ସାନି ସ୍ଥିତି ସଂକ୍ରାନ୍ତରେ ହାଇକୋର୍ଟଙ୍କୁ ଅବଗତ କରିବାକୁ ସରକାର ଅଧିକ ୨ ମାସ ସମୟ ଲୋଡ଼ିଛନ୍ତି। ୨୦୨୩, ଏପ୍ରିଲ ୨୫ରେ ହାଇକୋର୍ଟ…
ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟ ଭାଇ ଅସୁସ୍ଥ : ଭେଟିଲେ ମହମ୍ମଦ ମୋକିମ୍
କଟକ: ଅସୁସ୍ଥ ବିଜୁ ପଟ୍ଟନାୟକଙ୍କ ପୁତୁରା । ଏହି ଖବର ଏବେ ଚର୍ଚାର ବିଷୟ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ବାପା ଜର୍ଜ ପଟ୍ଟନାୟକଙ୍କ ପୁଅ ହେଉଛନ୍ତି ଦିଲ୍ଲୀପ ପଟ୍ଟନାୟକ । ଏବେ ଜର୍ଜ ପଟ୍ଟନାୟକଙ୍କ ଆନନ୍ଦ ଭବନରେ ତାଙ୍କ ପୁଅ ଦିଲୀପ ଓ ଝିଅ ରେଖା ରହୁଛନ୍ତି । ଦିଲ୍ଲୀପ…
ଓଡ଼ିଶା ବିଜେପି ନେତା ସବୁ ବେଳେ ଓଡ଼ିଶା ବିରୋଧୀ କାମ କରୁଛନ୍ତି : ଲେନିନ ମହାନ୍ତି
ଭୁବନେଶ୍ୱର: ବିଜେପି ନେତା ସମୀର ମହାନ୍ତିଙ୍କ ମନ୍ତବ୍ୟ ଉପରେ ବିଜେଡି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ କରାଯାଇଛି । ବିଜେପି ହେଉଛି ଓଡ଼ିଶା ବିରୋଧୀ । ଓଡ଼ିଶାର ସ୍ବାର୍ଥ ପାଇଁ ବିଜେପି ନେତା କିଛି କରୁନାହାଁନ୍ତି । ଗ୍ରାମାଞ୍ଚଳର ଓ ଜଗନ୍ନାଥ ସଂସ୍କୃତିର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ…
ଦ୍ବିତୀୟ ଦିନରେ ଅନୁଗୁଳରେ 5T ସଚିବ ଭିକେ ପାଣ୍ଡିଆନ୍
ଅନୁଗୁଳ: ଦ୍ବିତୀୟ ଦିନରେ ଅନୁଗୁଳରେ ପହଞ୍ଚି ବିକାଶ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ । ଆଜି ସକାଳୁ ଶୈଳ ଶ୍ରୀକ୍ଷେତ୍ର ଅନୁଗୁଳର ଶ୍ରୀଜଗନ୍ନାଥ ମନ୍ଦିର ଦର୍ଶନ କରିଛନ୍ତି 5T ସଚିବ । ମନ୍ଦିରରେ ପୂଜାର୍ଚ୍ଚନା କରିବା ସହ ବିମଳା ଓ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ…
ରାଜ୍ୟରେ ୧୧ଟି ଶିଳ୍ପ ପ୍ରକଳ୍ପକୁ ମିଳିଛି ଅନୁମୋଦନ
ଭୁବନେଶ୍ୱର: ୧୧୯ ତମ ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟିର ବୈଠକରେ ୩ ହଜାର ୨୬୬ କୋଟି ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଏହାଦ୍ବାରା ୯ ହଜାର ୧୪୬ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି ।୧୧ଟି ଶିଳ୍ପ ପ୍ରକଳ୍ପକୁ ମିଳିଛି ଅନୁମୋଦନ । ଧାତବ ଡାଉନଷ୍ଟ୍ରିମ୍ ଏବଂ…
ବାହାନଗା ରେଳ ଦୁର୍ଘଟଣା ମାମଲା: ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନିଆ ରିମାଣ୍ଡରେ ନେବ ସିବିଆଇ
ଭୁବନେଶ୍ୱର: ୩ ଅଭିଯୁକ୍ତଙ୍କୁ ପୁଣି ୪ ଦିନିଆ ରିମାଣ୍ଡରେ ନେବ ସିବିଆଇ । ୫ ଦିନ ପାଇଁ ରିମାଣ୍ଡ ଆବେଦନ କରାଯାଇଥିବାବେଳେ ୪ ଦିନ ପାଇଁ ଅନୁମତି ଦେଇଛନ୍ତି କୋର୍ଟ । ପୂର୍ବରୁ ୫ ଦିନିଆ ରିମାଣ୍ଡରେ ନେଇ କରିଥିଲା ପଚରାଉଚରା । କମିଶନର ଅଫ ରେଲଓ୍ୱେ ସେଫ୍ଟିଙ୍କ ରିପୋର୍ଟ ଅନୁଯାୟୀ ଜେରା…
ଆମ ଓଡ଼ିଶା, ନବୀନ ଓଡ଼ିଶା’ ପ୍ରସ୍ତାବକୁ କ୍ୟାବିନେଟ ମୋହର
ଭୁବନେଶ୍ବର : ନୂଆ ଯୋଜନା ଆମ ଓଡ଼ିଶା ନବୀନ ଓଡ଼ିଶା ରାଜ୍ୟ କ୍ୟାବିନେଟରେ ମୋହର ବାଜିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ମୋଟ ୯ଟି ପ୍ରସ୍ତାବ ଉପରେ ମୋହର ମାରଛି ରାଜ୍ୟ କ୍ୟାବିନେଟ । ତେବେ ଗ୍ରାମାଞ୍ଚଳ ଭିତ୍ତିଭୂମି ବୃଦ୍ଧିକୁ ତ୍ବରାନ୍ବିତ କରିବା ସହ ରାଜ୍ୟର ସମୃଦ୍ଧ…
ବଦଳିଲା ହାଇସ୍କୁଲ ପିଲାଙ୍କ ୟୁନିଫର୍ମ
ଭୁବନେଶ୍ବର : ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ନବମ ଏବଂ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ ବଦଳିବ। ଧଳା ଓ ଘନନୀଳ ବଦଳରେ ଏଣିକି ସେମାନେ ‘ହଣ୍ଟର ଗ୍ରିନ୍’ ରଙ୍ଗର ପୋଷାକ ପିନ୍ଧିବେ। ଛାତ୍ରଙ୍କ ପାଇଁ ଫୁଲ୍ପ୍ୟାଣ୍ଟ ଓ ସାର୍ଟ ରହିଥିବା ବେଳେ ଛାତ୍ରୀଙ୍କ…