Trending
- ରାଜଧାନୀରେ ଗର୍ଜିଲେ ଆଉଟସୋର୍ସିଂ କର୍ମଚାରୀ
- ଇସ୍ତଫା ଦେଲେ ଇଣ୍ଡିଗୋ ଏୟାର ଲାଇନ୍ସର ସିଇଓ
- ରାଜ୍ୟରେ ଯଥେଷ୍ଟ ପରିମାଣର ରନ୍ଧନ ଗ୍ୟାସ ଉପଲବ୍ଧ ରହିଛି ,ଚିନ୍ତିତ ନ ହେବାକୁ ପରାମର୍ଶ- ଓଡ଼ିଶା ସରକାର
- ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
Browsing Category
Odisha
All about all odisha state news updates
ରାଜ୍ୟରେ ତାଣ୍ଡବ ରଚିଛି କାଳବୈଶାଖୀ
ଭୁବନେଶ୍ୱର: ପଶ୍ଚିମା ଝଡ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ରାଜଧାନୀରେ ତାଣ୍ଡବ ରଚିଛି କାଳବୈଶାଖୀ । ବିଭିନ୍ନ ସ୍ଥାନରେ ପାଣି ଜମି ରହିବା ସହ ପବନ ସହିତ ପ୍ରବଳ ବର୍ଷା ହୋଇଛି । ଯାଜପୁର କୋରେଇରେ ସର୍ବାଧିକ ୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି…
କଂଗ୍ରେସ ବିଧାୟକଙ୍କ ନାରାବାଜି: ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ
ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ। ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବାଚସ୍ପତି ଅନୁରୋଧ କରିଥିଲେ ମଧ୍ୟ କଂଗ୍ରେସ ବିଧାୟକମାନେ ଏଥିପ୍ରତି କର୍ଣ୍ଣପାତ କରି ନଥିଲେ। ଫଳରେ ଗୋଟିଏ ମିନିଟ୍ ଯାଏଁ…
ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସି କବିସୂର୍ଯ୍ୟନଗରରେ ପହଞ୍ଚି ଗଞ୍ଜାମକୁ ଦେଶର ଏକ ନମ୍ବର ଜିଲ୍ଲା କରିବାକୁ ହେବ ଉଦ୍ୟମ ବୋଲି ତାଙ୍କର ଭାଷଣରେ କହିଛନ୍ତି। ଗଞ୍ଜାମ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କବିସୂର୍ଯ୍ୟନଗର ସମାବେଶରେ ଏପରି…
ରାଜ୍ୟ ସରକାର ଓ ନବୀନ ପଟ୍ଟନାୟକଙ୍କ ବିରୋଧରେ ଗର୍ଜିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଦଳୀୟ କର୍ମୀଙ୍କ ଦ୍ବାରା ସମ୍ବର୍ଦ୍ଧିତ ହେଲା ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ମନ୍ତ୍ରୀ ବିଧାୟକ ଭେଟି ପାରୁନାହାଁନ୍ତି । ଏଠାରେ କିପରି…
ଭୁବନେଶ୍ବରରେ ଆତଙ୍କରାଜ
ଭୁବନେଶ୍ବର: ରାଜଧାନୀରେ ଅପରାଧିଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ଲୁଟେରାମାନେ ସ୍ପଷ୍ଟ ଦିବାଲୋକରେ ମହିଳାଙ୍କଠୁ ଚେନ ଝାମ୍ପି ନେଉଛନ୍ତି ତ ଅପରାଧିମାନେ ଦୋକାନୀମାନଙ୍କ ଉପରେ ଉତ୍ପାତ ବଢ଼ାଇଚାଲିଛନ୍ତି। ଅପରାଧୀଙ୍କ ପାଇଁ ରାଜଧାନୀରେ ଏଠି ସମସ୍ତେ ଆତଙ୍କିତ । ସକାଳ ହେଉ କି ସଂଧ୍ୟା…
ଆଜିଠାରୁ ଝଡ଼ବର୍ଷା ସମ୍ଭାବନା: ସତର୍କ ରହିବା ଜରୁରୀ
ଭୁବନେଶ୍ବର : ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଯିବ ପଶ୍ଚିମ ଝଡ଼ର ପ୍ରଭାବ। ଏଥିପାଇଁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାର ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବିଶେଷ କରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ଯାଏ ରହିବ। ବିଜୁଳି, ଘଡ଼ଘଡ଼ି ସହ…
‘ବନ୍ଦେ ଉତ୍କଳ ଜନନୀ’କୁ ଏଣିକି କେହି ମନଇଚ୍ଛା ଗାଇପାରିବେ ନାହିଁ
ଭୁବନେଶ୍ବର : ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶେଷରେ ସରକାରଙ୍କ ଚେତା ପଶିଛି। ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ଏଣିକି କେହି ମନଇଚ୍ଛା ଗାଇପାରିବେ ନାହିଁ। ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ବାରା ପ୍ରସ୍ତୁତ କରାଯାଇଥିବା ଗାୟନର ଅନୁମୋଦିତ ସ୍ବର, ଶୈଳୀ ଓ ଅବଧିକୁ ସମସ୍ତ…
ରାହୁଲ ଗାନ୍ଧିଙ୍କ ପଛୁଆବର୍ଗଙ୍କୁ ଅପମାନିତ କଲା ଭଳି ଟିପ୍ପଣୀ ଅକ୍ଷମଣୀୟ
ଭୁବନେଶ୍ବର : ଦେଶର ସମ୍ବିଧାନ ଓ ଆଇନର ଊର୍ଧ୍ବରେ କେହି ନୁହନ୍ତି। କିନ୍ତୁ ଗାନ୍ଧି ପରିବାର ନିଜକୁ ଦେଶର ଆଇନର ଊର୍ଧ୍ବରେ ବୋଲି ମନେ କରିବା ଦୁର୍ଭାଗ୍ୟଜନକ। ରାହୁଲ ଗାନ୍ଧିଙ୍କ ପଛୁଆବର୍ଗଙ୍କୁ ଅପମାନିତ କଲା ଭଳି ଟିପ୍ପଣୀ ଅକ୍ଷମଣୀୟ। ତୁରନ୍ତ ସେ କ୍ଷମାପ୍ରାର୍ଥନା କରିବା ଉଚିତ୍ ବୋଲି…
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାପାନରେ ଆୟୋଜିତ ନିବେଶକ ସମ୍ମିଳନୀରେ ଯୋଗଦେବେ
ଭୁବନେଶ୍ବର : ରାଜ୍ୟରେ ଶିଳ୍ପାୟନକୁ ଗତିଶୀଳ କରିବା ପାଇଁ ଶିଳ୍ପ ବିଭାଗ ପକ୍ଷରୁ ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହରେ ଜାପାନରେ ନିବେଶକ ସମ୍ମିଳୀନ ଆୟୋଜିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସମ୍ମିଳନୀରେ ଯୋଗଦେବେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ସୂଚନା ଦେଇଛନ୍ତି ବରିଷ୍ଠ…
ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ
ଗଞ୍ଜାମ: 5T ରୂପାନ୍ତରଣ କାର୍ଯ୍ୟକ୍ରମରେ ଆଦିଶକ୍ତିପୀଠ ତାରାତାରିଣୀର ବଦଳିଛି ରୂପରେଖ । ଗଞ୍ଜାମ ଜିଲ୍ଲା ଋଷିକୂଲ୍ୟା ନଦୀତଟ ରତ୍ନଗିରି ପାହାଡ଼ ଶୀର୍ଷରେ ରହିଛି ମା’ଙ୍କ ଆସ୍ଥାନ । ମୋଟ୍ ୫୨ ଶକ୍ତିପୀଠରୁ ମା’ ତାରାତାରିଣୀଙ୍କ ପୀଠ ଅନନ୍ୟ । ଆଦିଶକ୍ତି ଭାବେ ମାଆ ତାରାତାରିଣୀ ପୂଜା…