Trending
- ଚଳିତ ବର୍ଷ ଚିଲିକାକୁ ଆସିଛନ୍ତି ୧୦୬ ପ୍ରଜାତିର ୧୧ ଲକ୍ଷ ୧୦ ହଜାର ୨୫୭ ଟି ବିଦେଶାଗତ ପକ୍ଷୀ
- ଆଜି ଠୁ ଭକ୍ତ ନିବାସରେ ଲାଗୁ ହେବ ହେବ ନୂଆ ପାର୍କିଂ ଫି
- ଦାବି ପୂରଣ ନ ହେଲେ ୨୪ ରେ ରୁ ଗଡ଼ିବନି ଘରୋଇ ବସ
- ସରକାରଙ୍କ ଅନୁମତି ପରେ ଗଣତି ମଣତି ହେବ – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ
- ହାୱଡ଼ାରୁ ଗୌହାଟୀ ଗଡ଼ିଲା ଦେଶର ପ୍ରଥମ ସ୍ଲିପର ବନ୍ଦେ ଭାରତ ଟ୍ରେନ୍
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
Browsing Category
Odisha
All about all odisha state news updates
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରମାନଙ୍କ…
ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ବର୍ଷିଲେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ
ରାଜ୍ୟରେ ଆଇନ ଶୃଙ୍ଖଳା ନାହିଁ । ଜଙ୍ଗଲ ରାଜ ଚାଲିଛି । ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ ଏପରି କହିଛନ୍ତି ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଆଶା ଲାକ୍ରା । କ୍ରାଇମରେ ଓଡିଶାର ସ୍ଥାନ ପ୍ରଥମ । ଏଠାରେ କ୍ୟାବିନେଟ ମନ୍ତ୍ରୀ କି ସାଧାରଣ ଜନତା ସୁରକ୍ଷିତ ନୁହନ୍ତି ବୋଲି ବିଜେପି ନେତା…
ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଛାନବିନ ଚଳାଇଛି କ୍ରାଇମବ୍ରାଞ୍ଚ
ଝାରସୁଗୁଡ଼ା : ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଛାନବିନ ଚଳାଇଛି କ୍ରାଇମବ୍ରାଞ୍ଚ । ସବୁ ଦିଗରୁ ତଦନ୍ତ କରି ଅଭିଯୁକ୍ତକୁ ହେଉଛି ଘନଘନ ଜେରା । ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡର ଆଜି ହେଉଛି ତୃତୀୟ ଦିନ । ଗୋପାଳର ମାନସିକ ସ୍ଥିତି ଯାଞ୍ଚ ପାଇଁ ଝାରସୁଗୁଡ଼ାରେ ପହଞ୍ଚିଛନ୍ତି ନିମହାନ୍ସ ଟିମ୍…
ଦିଲ୍ଲୀ ଯିବେ ଅଭିନେତା ପିଣ୍ଟୁ ନନ୍ଦ
ଭୁବନେଶ୍ୱର: ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦ ଆସନ୍ତା କାଲି ଦିଲ୍ଲୀ ଯିବେ ଚିକିତ୍ସା ହେବା ପାଇଁ । ଲିଭର ସିରୋସିସ୍ ରୋଗରେ ପୀଡ଼ିତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ପିଣ୍ଟୁ। କ୍ରୋନିକ୍ ହେପାଟାଇଟିସରେ ପୀଡ଼ିତ ହୋଇ ପିଣ୍ଟୁଙ୍କର ଲିଭର ନଷ୍ଟ ହୋଇଛି।…
ରାଷ୍ଟ୍ରପତିଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇ ଦିନିଆ ଗସ୍ତକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ ହୋଇଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ସଂପର୍କିତ ଏକ ଉଚ୍ଚସ୍ତରୀୟ ବୈଠକ ସଚିବାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ।…
ନବ ଦାସଙ୍କ ମୃତ୍ୟୁ ନେଇ ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ନେଇ ଓଡ଼ିଶା ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ସିବିଆଇ ତଦନ୍ତ ଦାବି କରାଯାଇ ଏହି ମାମଲା ଦାୟର କରିଛନ୍ତି ଭାରତୀୟ ବିକାଶ ପରିଷଦ। ଆଜି ପର୍ଯ୍ୟନ୍ତ କ୍ରାଇମବ୍ରାଞ୍ଚ ଗୋପାଳ କାହିଁକି ନବ ଦାସଙ୍କୁ ଗୁଳିକରି ହତ୍ୟା କଲା ତାହା…
ରେଳ ବଜେଟରେ ଓଡ଼ିଶାକୁ ଅନୁଦାନ ନେଇ ରେଳ ମନ୍ତ୍ରୀଙ୍କ ସୂଚନା
ରେଳ ବଜେଟରେ ଓଡିଶାକୁ ମିଳିଲା ୧୦ହଜାର ୧୨ କୋଟି ଟଙ୍କା । ଏହି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । କହିଛନ୍ତି, ଚଳିତ ବର୍ଷଠାରୁ ରେଳ ପଥ ନିର୍ମାଣକୁ ବୃଦ୍ଧି କରାଯିବ । ଏହି ବର୍ଷ ୨୮୦ କିଲୋମିଟର ରେଳ ପଥ ନିର୍ମାଣ ହେବ । ଯାହା ରାଜ୍ୟ ସରକାର ମାଗିଥିଲେ, ତାହାଠୁ…
କ୍ରାଇମବ୍ରାଞ୍ଚ ଟିମ୍ ଗୋପାଳ ଦାସଙ୍କ ବ୍ରହ୍ମପୁର ଘରେ ପହଞ୍ଚି ଛାନଭିନ କରୁଛି
ନବ ଦାସ ହତ୍ୟା ମାମଲାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍ ଆଜି ଭୋରରୁ ଗୋପାଳ ଦାସଙ୍କ ବ୍ରହ୍ମପୁର ଘରେ ପହଞ୍ଚି ଛାନଭିନ କରୁଛି । ବ୍ରହ୍ମପୁର ଆଙ୍କୁଲିର ଶିଳ୍ପାଞ୍ଚଳରେ ଥିବା ଗୋପାଳ ଦାସଙ୍କ ଘରେ ୪ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ତଦନ୍ତ କରୁଛି । ତଦନ୍ତକାରୀ ଟିମ୍ ଗୋପାଳ ଦାସଙ୍କ…
ଆଜିଠୁ ଆରମ୍ଭ ହୋଇଛି ବିଶ୍ବପ୍ରସିଦ୍ଧ ଯୋରନ୍ଦା ଯାତ୍ରା
ଢେଙ୍କାନାଳ: ଆଜି ପବିତ୍ର ମାଘ ଶୁକ୍ଳ ଚତୁର୍ଦଶୀ । ମହିମା ଧର୍ମ ପ୍ରଚାରକ ପ୍ରଭୁ ମହିମା ଅଲେଖଙ୍କ ଦେହତ୍ୟାଗ ଦିବସକୁ ମହିମା ସାଧୁ ସମାଜ ବଡ଼ ଉତ୍ସାହ ସହକାରେ ପାଳନ କରୁଛନ୍ତି l ଯାହାକି ବିଶ୍ୱ ଦରବାରରେ ଯୋରନ୍ଦା ମେଳା ରୂପରେ ବେଶ୍ ପରିଚିତ l ଆଜିଠୁ ଆରମ୍ଭ ହୋଇଛି ବିଶ୍ବପ୍ରସିଦ୍ଧ…
ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ଆଉ ଏକ ମାମଲା ରୁଜୁ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ସୋମାଲିକାଙ୍କ ଏତଲା ଆଧାରରେ ଜଗତସିଂହପୁର ଥାନା ପୋଲିସ ମାମଲା ରୁଜୁ କରିଛି । ଫଳରେ ବିଧାୟକଙ୍କ ପାଇଁ ପୁଣି ଅଡୁଆ ବଢିଛି । ସେହିପରି ବାନ୍ଧବୀ ସୋମାଲିକାଙ୍କ ମଧ୍ୟ ବୟାନ…