Trending
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
- ୭୦ ବର୍ଷ ପରେ ନୂଆ ରୂପ ନେବ ଲୋକସେବା ଭବନ ଓ ବିଧାନସଭା, ଭତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Browsing Category
Odisha
All about all odisha state news updates
ଅଲବିଦା ୨୦୨୫, ସ୍ୱାଗତ ୨୦୨୬ , ନୂଆବର୍ଷର ଅଭିନନ୍ଦନ
ଡିଜେର ତାଳେ ତାଳେ ନାଚିଲା ଓଡ଼ିଶା । ଧୁମ୍ଧାମ୍ରେ ପାଳିତ ହେଲା 'ଜିରୋ ନାଇଟ୍' ସେଲିବ୍ରେସନ୍ । ଅଲବିଦା ୨୦୨୫, ସ୍ୱାଗତ ୨୦୨୬। ଘଣ୍ଟାର କଣ୍ଟା ରାତି ୧୨ଟା ଛୁଇଁବା କ୍ଷଣି ସାରା ରାଜ୍ୟରେ ଆରମ୍ଭ ହୋଇଯାଇଛି ନବବର୍ଷର ମାହୋଲ। ରାଜଧାନୀ ଭୁବନେଶ୍ୱର ସମେତ ସାରା ଓଡ଼ିଶାରେ 'ଜିରୋ ନାଇଟ୍'…
ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ୱସ୍ତି
ଭୁବନେଶ୍ୱର: ଓଡ଼ିଶାର ଗାଡ଼ି ଚାଳକଙ୍କ ପାଇଁ ଖୁସି ଖବର। PUCC ବା ପ୍ରଦୂଷଣ ଯାଞ୍ଚ ସାର୍ଟିଫିକେଟ୍ କଡ଼ାକଡ଼ି କରିବା ନିଷ୍ପତ୍ତିକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଯାଞ୍ଚ ଅବଧିକୁ ଆଉ ମାସେ ବୃଦ୍ଧି କରିଛନ୍ତି। ଏବେ ଆସନ୍ତା ମାର୍ଚ୍ଚ ମାସ…
ପୁରୀ ହେଲା ମହାନଗର ନିଗମ
ମହାନଗର ନିଗମ ହେଲା ଜଗନ୍ନାଥ ଧାମ। ବର୍ଦ୍ଧିତ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ ପୁରୀ ପୌରପାଳିକାକୁ ମହାନଗର ନିଗମରେ ପରିଣତ କରିବା ପାଇଁ ଘୋଷଣା କରିଛନ୍ତି ମୋହନ ମାଝୀ।
ପୁରୀ ସହର ଏବଂ ଆଖପାଖ ଅବସ୍ଥିତ ଗ୍ରାମ…
ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ଅନୁ ଗର୍ଗ, କହିଲେ- ଭିଜନ ଡକ୍ୟୁମେଣ୍ଟକୁ ସଫଳ କରାଇବି
ବର୍ଷ ଶେଷରେ ଓଡିଶାକୁ ମିଳିଲା ନୂଆ ମୁଖ୍ୟ ଶାସନ ସଚିବ। ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ୧୯୯୧ ବ୍ୟାଚର ଆଇଏଏସ୍ ଅଫିସର ଅନୁ ଗର୍ଗ। ଲୋକସେବା ଭବନରେ ମନୋଜ ଆହୁଜାଙ୍କଠୁ ଦାୟିତ୍ୱ ନେଇଛନ୍ତି ଅନୁ ଗର୍ଗ। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ୨୦୨୪ ଜୁଲାଇ…
ଧନୁଯାତ୍ରା ମହୋତ୍ସବରେ ମୁଖ୍ୟମନ୍ତ୍ରୀ: ବରଗଡ଼କୁ ୧୩୬୨ କୋଟିର ପ୍ରକଳ୍ପ ଭେଟି, ମଥୁରା ନଗରୀରେ ଉତ୍ସାହ
ବରଗଡ଼: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ପହଞ୍ଚିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଜିଲ୍ଲାର ବିକାଶ ପାଇଁ ୧୩୬୨ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍ଘାଟନ ଓ…
ନୂଆବର୍ଷରେ ବଦଳିଲା ପରମ୍ପରା: ଅଫିସ୍ରେ ହେବନି ଭୋଜିଭାତ, କାର୍ଯ୍ୟକୁ ପ୍ରାଥମିକତା ଦେଲେ ‘ମୋହନ ସରକାର’
ଭୁବନେଶ୍ୱର: ରାଜ୍ୟ ସରକାରୀ କାର୍ଯ୍ୟାଳୟରେ ଇଂରାଜୀ ନୂଆବର୍ଷ ପାଳନ ଶୈଳୀରେ ଚଳିତ ବର୍ଷ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ଚଳିତ ବର୍ଷ ଜାନୁଆରୀ ୧ ତାରିଖକୁ କୌଣସି ଉତ୍ସବ ନୁହେଁ, ବରଂ ଏକ ‘ସାଧାରଣ କାର୍ଯ୍ୟ ଦିବସ’…
ନୂଆବର୍ଷରେ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ
ଇଂରାଜୀ ନବବର୍ଷ ୨୦୨୬କୁ ସ୍ୱାଗତ କରିବା ପାଇଁ ଶ୍ରୀକ୍ଷେତ୍ର ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷର ଆରମ୍ଭ କରିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟରେ କିଛି ଗୁରୁତ୍ୱପୂର୍ଣ୍ଣ…
ଶୀତୁଆ ସକାଳରେ ପୁଣି ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା
ଶୀତୁଆ ସକାଳରେ ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା । ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ପ୍ରସ୍ତୁତି । ଚଳିତ ବର୍ଷ ପଥ ଉତ୍ସବକୁ ଟିକିଏ ନିଆରା ଢଙ୍ଗରେ କରିବା ପାଇଁ ଜୋରଦାର ଉଦ୍ୟମ । ଏହି ଉପଲକ୍ଷେ ଆଜି ଏକ ପ୍ରଚାର ଗାଡିର ଶୁଭାରମ୍ଭ କରାଯାଇଛି । ଏହି ଅବସରରେ…
ବଣଭୋଜି ନା ରେ ପ୍ରଦୂଷଣ କରୁଥିଲେ ଆପଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ବଣଭୋଜି ନା ରେ ପ୍ରଦୂଷଣ କରୁଥିଲେ ଆପଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଇକୋ ଟୁରିଜିମ ସ୍ଥାନରେ ପ୍ରଦୂଷଣ କଲେ ହେବ କାର୍ଯ୍ୟାନୁଷ୍ଠାନ । ଏନେଇ ସୂଚନା ଦେଇଛନ୍ତି ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।
ମନ୍ତ୍ରୀ କହିଛନ୍ତି ରାଜ୍ୟର…
ସନ୍ଧ୍ୟା ଆରତୀ ବେଳେ ଅଘଟଣ: ନିଆଁରେ ପୋଡ଼ି ହୋଇ ଅଭିନେତା ଜ୍ୟୋତିଙ୍କ ପତ୍ନୀ ସିମରନ ଗୁରୁତର
ଭୁବନେଶ୍ୱର: ଘଟିଛି ଏକ ଦୁଃଖଦ ଘଟଣା। ସନ୍ଧ୍ୟା ଆରତୀ ଦେଉଥିବା ସମୟରେ ଅସାବଧାନତା ବଶତଃ ନିଆଁ ସଂସ୍ପର୍ଶରେ ଆସି ଅଭିନେତା ଜ୍ୟୋତିଙ୍କ ପତ୍ନୀ ସିମରନ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ସ୍ଥାନୀୟ ମୁଖ୍ୟ ଚିକିତ୍ସାଳୟ ହେଲଥ ଭିଲାରେ ଭର୍ତ୍ତି କରାଯାଇଛି। ସିମରନ ଜଣାଶୁଣା ଚେହେରା…