Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Browsing Category
Odisha
All about all odisha state news updates
କମିସନରେଟ୍ ପୋଲିସ୍ ସୋସିଆଲ ମିଡ଼ିଆ ଆକାଉଣ୍ଟ ହ୍ୟାକ୍,ହ୍ୟାକର ପୋଲିସ ଆକାଉଣ୍ଟ ରେ କଲା ମନ ଇଛା ପୋଷ୍ଟ
କମିସନରେଟ୍ ପୋଲିସ୍ ସୋସିଆଲ ମିଡ଼ିଆ ଆକାଉଣ୍ଟ ହ୍ୟାକ୍ । ଅଫିସିଆଲ ଏକ୍ସ ଆକାଉଣ୍ଟ ହ୍ୟାକ କଲେ ହ୍ୟାକର । ହ୍ୟାକର ପୋଲିସ ଆକାଉଣ୍ଟ ରେ କଲା ମନ ଇଛା ପୋଷ୍ଟ । ଏକ୍ସମ୍ୟାନ ଏୟାରଡ୍ରପ ନାରେ ଆକାଉଣ୍ଟ କଲା ହ୍ୟାକ୍ । ହ୍ୟାକର କିଛି XRP ଓ ଏକ୍ସମ୍ୟାନ ଓ୍ବାଲେଟ ସମ୍ପର୍କରେ କରିଛି ଅନେକ…
ଆଜି ମଣ୍ଡପରେ ମହାଷ୍ଟମୀ, ପୀଠରେ ମହାନବମୀ ପୂଜା
ମା'ଙ୍କ ଶରଣରେ ଶ୍ରଦ୍ଧାଳୁ । ଚଣ୍ଡୀପାଠରେ କମ୍ପୁଛି ଚତୁର୍ଦିଗ । ପୂଜା ମଣ୍ଡପରେ ବିରାଜିଛନ୍ତି ମା' ଜଗତଜନନୀ । ମା'ଙ୍କ ଆବହନରେ ପ୍ରକମ୍ପିତ ହେଉଛି ସମଗ୍ର ରାଜଧାନୀ। ଚଣ୍ଡୀପାଠରେ କମ୍ପୁଛି ଚତୁର୍ଦିଗ। ଚାରିଆଡେ ସୃଷ୍ଟି ହୋଇଛି ଏକ ନିଆରା ଆଧ୍ୟାତ୍ମିକ ପରିବେଶ। ତା’ମଧ୍ୟରେ ଶ୍ରଦ୍ଧାଳୁଙ୍କ…
ଓଡ଼ିଶାର ନୂଆ ରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ସଫଳ କାର୍ଯ୍ୟକାଳ କାମନା କରିଛନ୍ତି ନବୀନ
ନୂଆ ରାଜ୍ୟପାଳ, ନବୀନଙ୍କ ଆଶା । ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରି ନୂଆ ରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇବା ସହ ତାଙ୍କ ସଫଳ କାର୍ଯ୍ୟକାଳ କାମନା…
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟପାଳଙ୍କୁ ମୋହନ ମାଝୀଙ୍କ ଶୁଭେଚ୍ଛା । ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜମୋହନ ରାମଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକ ଭବନର ଅଭିଷେକ ହଲରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ଯୋଗଦେଇ ନୂଆ ରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏନେଇ ସାମାଜିକ…
ଶାରଦୀୟ ଦୁର୍ଗାପୂଜା ପାଇଁ ଉତ୍ସବମୁଖର ପୁରପଲ୍ଲୀ,ଆଜି ମଣ୍ଡପରେ ମାଆଙ୍କର ମହାସପ୍ତମୀ ପୂଜା , ପୀଠେ ମହାଷ୍ଟମୀ
ଶାରଦୀୟ ଦୁର୍ଗାପୂଜା ପାଇଁ ଉତ୍ସବମୁଖର ପୁରପଲ୍ଲୀ । ଧର୍ମ ଉପରେ ଧର୍ମର ଜୟ । ଅସତ୍ୟ ଉପରେ ସତ୍ୟର ବିଜୟ । ଗାଁଠୁ ସହର, ସବୁଠି ଦଶଭୂଜାଙ୍କ ଆରାଧନା । ଆଜି ମଣ୍ଡପରେ ମାଆଙ୍କର ମହାସପ୍ତମୀ ପୂଜା । ପୀଠେ ମହାଷ୍ଟମୀ । ଗତକାଲି ବିଲ୍ୱଧିବାସ କରାଯାଇଛି । ଆଜି ମା’ଙ୍କର କଳସ ଯାତ୍ରା,…
ଶପଥ ନେଲେ ନୂଆ ରାଜ୍ୟପାଳ
ଶପଥ ନେଲେ ନୂଆ ରାଜ୍ୟପାଳ । ଭୁବନେଶ୍ୱର ଲୋକଭବନରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ବ୍ରଜମୋହନ ରାମଙ୍କୁ ଶପଥ ପାଠ କରାଇଛନ୍ତି ହାଇକୋର୍ଟ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ , ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ ପୃଥ୍ବୀରାଜ…
ଛାତ୍ର ସଂସଦ ନିର୍ବାଚନ: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଦଳର ବିଜୟୀ ଛାତ୍ରନେତା
ଛାତ୍ର ସଂସଦ ନିର୍ବାଚନରେ ବିଜୁ ଛାତ୍ର ଜନତା ଦଳର ପ୍ରାର୍ଥୀ ଖୁବ ଭଲ ପ୍ରଦର୍ଶନ କରିଛନ୍ତି । ବିସିଜେଡି ମହାବିଦ୍ୟାଳୟରେ ୬୦ପ୍ରତିଶତରୁ ଅଧିକ ଓ ବିଶ୍ବବିଦ୍ୟାଳୟରେ ପ୍ରାୟ ୫୦ ପ୍ରତିଶତ ସଫଳତା ପାଇଛି । ରାଜ୍ୟ ବିଜେପି ସରକାରଙ୍କ ବାହୁବଳ, ଅର୍ଥ ବଳ ଓ ଅନ୍ୟ ଅସାଧୁ କାର୍ଯ୍ୟ ସତ୍ତ୍ବେ…
ପୁରୀରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ,ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି
ପୁରୀରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ । ଆଜି ଅପରାହ୍ନରେ ସେ ପୁରୀରେ ପହଞ୍ଚିବା ପରେ ଲୋକଭବନରେ ରହିଁଥିଲେ । ସେଠାରୁ ସେ ସନ୍ଧ୍ୟାରେ ସପରିବାରେ ଶ୍ରୀମନ୍ଦିର ଯାଇ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ନିକଟରେ ଜିଲ୍ଲା ଓ ଶ୍ରୀମନ୍ଦିର…
ଭୁବନେଶ୍ବରରେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ , ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି
ଭୁବନେଶ୍ବରରେ ନୂଆ ରାଜ୍ୟପାଳ ବ୍ରଜମୋହନ ରାମ । ବିମାନବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି । ମନ୍ତ୍ରିପରିଷଦର ସଦସ୍ୟ ଓ ମୁଖ୍ୟ ଶାସନ ସଚିବ ମଧ୍ୟ ଉପସ୍ଥିତ ଥିଲେ । ନୂଆ ରାଜ୍ୟପାଳଙ୍କୁ ବିମାନବନ୍ଦରରେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ଆସନ୍ତାକାଲି ଓଡ଼ିଶାର ରାଜ୍ୟପାଳ…
ମହାଶକ୍ତି ମା’ ଦୁର୍ଗାଙ୍କ ଆଗମନରେ ଗଗନପବନ ପ୍ରକମ୍ପିତ,ମଣ୍ଡପରେ ମହାଷଷ୍ଠୀ ପୂଜା
ଶାରଦୀୟ ଦୁର୍ଗାପୂଜା ପାଇଁ ଉତ୍ସବମୁଖର ପୁରପଲ୍ଲୀ । ଆଜି ମଣ୍ଡପରେ ମହାଷଷ୍ଠୀ ପୂଜା । ମହାଶକ୍ତି ମା’ ଦୁର୍ଗାଙ୍କ ଆଗମନରେ ଗଗନପବନ ପ୍ରକମ୍ପିତ। ଆଜି ପୀଠେ ମହାସପ୍ତମୀ ପୂଜା । ଚାରିଆଡ଼େ ଭକ୍ତି, ଆଧ୍ୟାତ୍ମିକତା ଓ ଶକ୍ତି ଉପାସନାର ଅପୂର୍ବ ମାହୋଲ । ଦେବୀ ଦୁର୍ଗାଙ୍କୁ ଆବାହନ ଓ ଜାଗ୍ରତ…