Trending
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
Browsing Category
Odisha
All about all odisha state news updates
ଆସନ୍ତା ୩ ତାରିଖରେ ନୂଆପଡ଼ା ପ୍ରଚାର ମଇଦାନକୁ ଓହ୍ଲାଇବେ ବିରୋଧୀ ଦଳ ନେତା ନବୀନ , କଟାକ୍ଷ କଲେ ରାଜସ୍ବ ମନ୍ତ୍ରୀ
ନୂଆପଡ଼ା ଉପନିର୍ବାଚନ ୩ ପ୍ରମୁଖ ଦଳ ବିଜେପି, ବିଜେଡି ଓ କଂଗ୍ରେସ ପାଇଁ ଆହ୍ବାନ ହୋଇଛି। ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଲାଗି ପଡ଼ିଛନ୍ତି ଦଳର ତୁଙ୍ଗନେତା। ଘରକୁ ଘର ବୁଲି ପ୍ରଚାର ସାଙ୍ଗକୁ ଶୋଭାଯାତ୍ରାରେ କମ୍ପୁଛି ପ୍ରଚାର ମଇଦାନ। ଆଗକୁ ପ୍ରଚାର ଆହୁରି ଜୋରଦାର ହେବ। ନୂଆପଡ଼ାର ଭୋଟର…
ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ, ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି
ଆରମ୍ଭ ହୋଇଛି ବାତ୍ୟା ମୋନ୍ଥାର କ୍ଷୟକ୍ଷତି ଆକଳନ। ଖୁବଶୀଘ୍ର ମିଳିବ କ୍ଷତିଗ୍ରସ୍ତଙ୍କୁ ସହାୟତା ରାଶି । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ଏବେ ଅମଳ ସମୟ ଥିବାରୁ କପା ଏବଂ ଧାନ ଚାଷର କ୍ଷୟକ୍ଷତି ହୋଇଛି , କିଛି କିଛି ଜାଗାରେ ଘର ଭାଙ୍ଗିଛି । ତିନି ଦିନ…
ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ
ଏବେ ଜମି କିଣାବିକା ନେଇ ସୃଷ୍ଟି ହେଉଥିବା ସମସ୍ୟା ଦୂର ହେବ। ନଭେମ୍ବର ୧ ରୁ ତହସିଲ ଅଫିସରେ ଜମି କିଣାବିକା ହୋଇ ପାରିବ । ପ୍ରଥମେ ୪୪ଟି ତହସିଲ ଅଫିସରେ ରେ ଜମି କିଣାବିକା ଆରମ୍ଭ ହେବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୁଜାରୀ ସୂଚନା ଦେଇଛନ୍ତି।ଏହାପରେ ଡିସେମ୍ବରରେ ରାଜ୍ୟର ବାକି ୨୭୩…
୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
ଓଡ଼ିଶାର ଉପକୂଳରେ ୧୯୯୯ ମସିହା ଅକ୍ଟୋବର ୨୮, ୨୯ ଓ ୩୦ ତିନି ଦିନ ଧରି ପ୍ରଳୟଙ୍କରୀ ମହାବାତ୍ୟା ଏରସମା, କୁଜଙ୍ଗ, ପାରାଦ୍ୱୀପ, ତିର୍ତ୍ତୋଲ ଓ ବାଲିକୁଦା ଅଞ୍ଚଳରେ ଯେଉଁ ମୃତ୍ୟୁର ତାଣ୍ଡବଲୀଳା ସୃଷ୍ଟି କରିଥିଲା ତାହା ଭାବିଲେ ଏବେ ବି ମନ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥାଏ।…
ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
ଓଡ଼ିଶା ପାଇଁ ଟଳିଗଲା ବିପଦ। ଏପରିକି ଆନ୍ଧ୍ରପ୍ରଦେଶରେ ମଧ୍ୟ ସାମୁଦ୍ରିକ ଝଡ଼ ‘ମନ୍ଥା’ର ସେଭଳି ଗୁରୁତର ପ୍ରଭାବ ଦେଖିବାକୁ ମିଳିନାହିଁ। ବାତ୍ୟାର ଆଖି ନଥିବାରୁ ବଙ୍ଗୋପସାଗରରେ ସୃଷ୍ଟ ‘ମନ୍ଥା’ ଶେଷରେ ତାର ଗତିପଥ ବଦଳାଇ ଆନ୍ଧ୍ରପ୍ରଦେଶର କାକିନାଡ଼ା ପରିବର୍ତ୍ତେ ଅମଲାପୁରମ୍ ଠାରୁ…
ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି।…
ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାତ୍ୟା ସମୀକ୍ଷା କରିଛନ୍ତି |ବାତ୍ୟା ମୁକାବିଲା ଲାଗି ସରକାର ପ୍ରସ୍ତୁତ ଅଛନ୍ତି। ବାତ୍ୟା ଆଜି ସନ୍ଧ୍ୟାରେ ଆନ୍ଧ୍ର ପ୍ରଦେଶର କାକିନାଡ଼ାରେ ସ୍ଥଳ ଭାଗ ଛୁଇଁବ | ପ୍ରଭାବରେ ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ପ୍ରଭାବ ରହିବ | ରାଜ୍ୟରେ ବର୍ଷା ଆରମ୍ଭ…
ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
ଭୟ ନକରି ସତର୍କ ରୁହନ୍ତୁ। ଆମେ ଏକାଠି ବାତ୍ୟାର ମୁକାବିଲା କରିବା। ବାତ୍ୟା 'ମୋନ୍ଥା'ର ଲ୍ୟାଣ୍ଡଫଲ୍ ପୂର୍ବରୁ ଓଡ଼ିଶାବାସୀଙ୍କ ମନୋବଳ ବଢ଼ାଇଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ବାତ୍ୟା 'ମୋନ୍ଥା'ର ପ୍ରଭାବରେ ଏବେ ଓଡ଼ିଶାରେ ପ୍ରବଳ ବର୍ଷା…
ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ନୂଆ ବାଲିଯାତ୍ରା ପଡିଆ ଠାରେ ଆୟୋଜିତ ଛଠ ପୂଜା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏହି ଅବସରରେ ଓଡ଼ିଶା ସରକାର ଭାଇଚାରା, ସୌହାର୍ଦ୍ଦ୍ୟ ଓ ସାଂସ୍କୃତିକ ଏକତାର ପରମ୍ପରାକୁ ଶକ୍ତିଶାଳୀ କରିବା ପାଇଁ ପ୍ରତିବଦ୍ଧ ଏବଂ ଓଡ଼ିଶାରେ ଛଟ…
ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
ବାତ୍ୟା ‘ମୋନ୍ଥା’ର ଗତି ଏବଂ ଅବସ୍ଥିତି ସଂପର୍କରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋନ୍ଥା ଗତ ୬ ଘଣ୍ଟାରେ ୧୫ କିଲୋମିଟର ପ୍ରତିଘଣ୍ଟା ବେଗରେ ଗତି କରି ଆଜି ସକାଳ ୫.୩୦ ରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ…