Trending
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
Browsing Category
Odisha
All about all odisha state news updates
ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ
ଭୁବନେଶ୍ୱର: ରାଜ୍ୟସ୍ତରୀୟ ସିଙ୍ଗଲ ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୧୮ ଶିଳ୍ପକୁ ଅନୁମୋଦନ ମିଳିଛି । ମେଟାଲ୍ ଡାଉନଷ୍ଟ୍ରିମିଂ, ଫାର୍ମାସ୍ୟୁଟିକାଲ୍, ଖାଦ୍ୟ ପ୍ରକ୍ରିୟାକରଣ,…
ଜ୍ବରରେ ଶ୍ରୀଜିଉ ଉପଶମ ପାଇଁ ଆଜି ଫୁଲୁରି ତେଲ ଲାଗି ହେବ
ପୁରୀ : ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ବିଜେ ଅସୁସ୍ଥ ମହାପ୍ରଭୁଙ୍କ ଜ୍ବର ଭଲ କରିବା ପାଇଁ ଚାଲିଛି ଗୁପ୍ତନୀତି। ବିଶ୍ୱାବସୁ ତଥା ବିଦ୍ୟାପତିଙ୍କ ବଂଶଧରମାନେ ଶ୍ରୀଅଙ୍ଗରୁ ଲେପ ଛଡ଼ାଇବା ପୂର୍ବରୁ ମହାପ୍ରଭୁଙ୍କୁ ଔଷଧଯୁକ୍ତ ତୈଳ ମର୍ଦ୍ଦନ କରିଥାନ୍ତି। ଏହି ପରମ୍ପରା ଆଧାରରେ…
ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ଗତକାଲି ଭଳି ଆଜି ବି ରହିବ କାଳବୈଶାଖୀ ପ୍ରଭାବ । ୧୪ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣଂ ଦେଇଛି ପାଣିପାଗ କେନ୍ଦ୍ର । ଗତକାଲି ରାଜଧାନୀ ସହ ବିଭିନ୍ନ ସ୍ଥାନରେ ତାଣ୍ଡବ ରଚିଲା କାଳବୈଶାଖୀ । ଅଚାନକ ମାଡ଼ି ଆସିଲା କଳାହାଣ୍ଡିଆ ମେଘ । ଧୂଳି ଝଡ଼ ସାଙ୍ଗକୁ…
ପୁରୀ-ଦୁର୍ଗ ଏକ୍ସପ୍ରେସରେ ଲାଗିଲା ନିଆଁ
ନୂଆପଡ଼ା: ପୁଣି ଏକ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ ଯାତ୍ରୀ । ବାହାନଗା ଦୁର୍ଘଟଣା ମନରୁ ଲିଭିନଥିବା ବେଳେ ପୁରୀ-ଦୁର୍ଗ ଏକ୍ସପ୍ରେସରେ ଲାଗିଲା ନିଆଁ । ଟ୍ରେନ ବଗିରେ ନିଆଁ ଲାଗିଥିବା ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡ଼ିଥିଲେ । ନୂଆପଡ଼ା ଖରିଆର ରୋଡରେ ଲାଗିଲା ନିଆଁ । ଏସିବଗି ନିକଟରେ …
ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ, ସଂଧ୍ୟାରେ କାଳବୈଶାଖୀ
ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଆହୁରି ୨ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିପାରେ। ଏହି ସମୟରେ ବିଶେଷକରି ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ତାରିଖ…
ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବ
ଭୁବନେଶ୍ୱର: ହାଇ ସିକୁରିଟି ନମ୍ବର ପ୍ଲେଟ ନଥିଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଜୁନ ୨୩ରୁ ଆଦାୟ ହେବ ମୋଟା ଅଙ୍କର ଫାଇନ୍ । HSRP ନମ୍ବର ପ୍ଲେଟ ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବା ସହ ୫ ହଜାର କିମ୍ବା ୧୦ ହଜାର ଟଙ୍କାର ଜୋରିମାନା ଆଦାୟ କରାଯିବ । ଏନେଇ…
କାଳବୈଶାଖୀ ବର୍ଷାର ପ୍ରଭାବ
ଭୁବନେଶ୍ୱର: ଟ୍ବିନ ସିଟିରେ କାଳବୈଶାଖୀ ବର୍ଷା। ଭୁବନେଶ୍ବର, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ । ବିଭିନ୍ନ ସ୍ଥାନରେ ପବନ ସହ ଖଣ୍ଡିଆ ଭୂତ ଦେଖାଯାଇଛି । ରାଜଧାନୀ ଭୁବନେଶ୍ବରରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେଉଥିବା ଦେଖିବାକୁ ମିଳିଛି । ବର୍ଷା ପରେ…
ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ
ବାଲେଶ୍ୱର: ନ୍ୟୁ ଜେନେରେସନ ବାଲାଷ୍ଟିକ ମିସାଇଲ ଅଗ୍ନି ପ୍ରାଇମର ସଫଳ ପରୀକ୍ଷଣ ହୋଇଛି । ଧାମରା ଅବଦୁଲ କାଲାମ ଦ୍ବୀପରୁ ରାତ୍ରୀକାଳୀନ ପରୀକ୍ଷା କରିଛି ଷ୍ଟାଟେଜିକ୍ ଫୋର୍ସ କମାଣ୍ଡ । ମଧ୍ୟମ ଦୂରଗାମୀ ଅଗ୍ନି ପ୍ରାଇମ୍ କ୍ଷେପଣାସ୍ତ୍ର ସ୍ଥିରିକୃତ ବେଗ, ଦିଗ ଓ ଲକ୍ଷ୍ୟ ସ୍ଥଳକୁ ସଠିକ୍ ଭାବେ…
ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଏହା ସହିତ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି । ଚଳିତବର୍ଷ କଳାରେ ୨ ଲକ୍ଷ ୨୯ ହଜାର ୧୧୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ସେହିପରି ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଧନ୍ଦାମୂଳକ…
ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ଆସନ୍ତାକାଲି ପ୍ରକାଶ ପାଇବ
ଭୁବନେଶ୍ୱର: ଆସନ୍ତାକାଲି ଅପରାହ୍ନ ୪ଟାରେ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମେ ମାଧ୍ୟମିକ ଶିକ୍ଷା ପରିଷଦ ବୁକଲେଟ୍ ଜାରି କରିବା ପରେ ୱେବସାଇଟରେ ମାର୍କ ଉପଲବ୍ଧ ହେବ…