Trending
- ଆଜିଠୁ ସଂସଦରେ ଆରମ୍ଭ ହେବ ଶୀତ ଅଧିବେଶନ
- BLOଙ୍କ ପାରିଶ୍ରମିକ ୬ ହଜାରରୁ ୧୨ ହଜାର ଟଙ୍କାକୁ ବୃଦ୍ଧି
- ଡିସେମ୍ବର 7ରେ ଆଉ ଥରେ ହେବ ASO ପରୀକ୍ଷା
- ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ
- ଗୋଟିଏ ଦିନରେ ବିଜେଡି ସମର୍ଥିତ ୩ ଜଣ ବ୍ଲକ୍ ଅଧ୍ୟକ୍ଷ ଦଳରୁ ଇସ୍ତଫା ଦେଲେ
- ଲକ୍ଷ୍ନୌରେ ମେଜର ଜେନେରାଲ ସୈୟଦ ତକି ଆବ୍ବାସ ରିଜଭୀଙ୍କ ଦେହାନ୍ତ
- ଭଦ୍ରକରେ ଭାଙ୍ଗୁଛି ବିଜେଡି ଗଡ଼, ଜଣଙ୍କ ପରେ ଜଣେ ବ୍ଲକ ଅଧ୍ୟକ୍ଷ ଦେଇ ଚାଲିଛନ୍ତି ଇସ୍ତଫା
- ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଆଡକୁ ଗତି କରୁଛି ବାତ୍ୟା ‘ଦିତ୍ୱାହ’
- ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ
- ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିବସ: ମନ୍ଦିର ଅନୁଦାନ ବୃଦ୍ଧି ସହ ଅଙ୍ଗନବାଡ଼ି ଗୃହ ପ୍ରସଙ୍ଗରେ ଆଲୋଚନା
Browsing Category
Odisha
All about all odisha state news updates
ସରିଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ
ବୁଧବାରଠୁ ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଥିବା ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ମୋଟ ୧୦ଲକ୍ଷ ୪୮ହଜାର ୮୦୭ କୋଟି ଟଙ୍କାର ୭୪୧ଟି ପୁଞ୍ଜିନିବେଶ ପ୍ରତିଶ୍ରୁତି ମିଳିଛି । ଏହି କନକ୍ଲେଭ ମାଧ୍ୟମରେ ରାଜ୍ୟକୁ ପ୍ରାୟ ୬ଲକ୍ଷ କୋଟି ଟଙ୍କାର ନିବେଶ ଆସିବ ବୋଲି ରାଜ୍ୟ ସରକାର ଲକ୍ଷ୍ୟଧାର୍ଯ୍ୟ!-->…
ଅର୍ଚ୍ଚନା ନାଗ ବ୍ଲାକ୍ମେଲିଂ ମାମଲାରେ 5ରେ କୋର୍ଟରେ ହାଜର ହେବେ ଅର୍ଚ୍ଚନା
ଅର୍ଚ୍ଚନା ନାଗ ବ୍ଲାକ୍ମେଲିଂ ମାମଲାରେ ଜଣଙ୍କ ପରେ ଜଣଙ୍କୁ ଇଡି ଘନ ଘନ ଜେରା କରୁଛି । ଅର୍ଚ୍ଚନା ସହ କଣ ଆର୍ଥିକ ନେଣଦେଣ ରହିଛି ତାହାର ଖୋଳତାଡ କରୁଛି ଇଡି । ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାଜର ହୋଇଥିଲେ ଜମି ବିକ୍ରେତା ପ୍ରଭାତ ରଞ୍ଜନ ପତି । ସେ ଅର୍ଚ୍ଚନାଙ୍କୁ ଜମି!-->…
ମନ ମୋହୁଛି କୋଣାର୍କ ଉତ୍ସବ
ମନ ମୋହୁଛି କୋଣାର୍କ ଉତ୍ସବ । କୋଣାର୍କ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ମଣିପୁରୀ ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା । ଶାସ୍ତ୍ରୀୟ ନୃତ୍ୟ ଓ ସଂଗୀତ କାର୍ଯ୍ୟକ୍ରମର ପ୍ରଥମ ଚରଣରେ ଜବାହରଲାଲ ନେହେରୁ ନୃତ୍ୟ ଏକାଡେମୀ ଇମ୍ଫାଲର ଏଲ ଉପେନ୍ଦ୍ର ଶର୍ମା ଓ ସାଥୀ କଳାକାରମାନେ!-->…
ସାରିଦେଲେ ଅଧାରୁ ବିଧାନସଭାର ଶୀତକାଳୀନ ଅଧିବେଶନ
ଅଧାରେ ସରିଲା ବିଧାନସଭାର ଶୀତକାଳୀନ ଅଧିବେଶନ ମାତ୍ର ୮ ଦିନ ଚାଲିପାରିଲା ଗୃହକାର୍ଯ୍ୟ । ଶୀତକାଳିନ ଅଧିବେଶନ ବନ୍ଦ କରିବା ପାଇଁ ପ୍ରସ୍ତାବ ଦେଇଥିଲେ ସରକାରୀ ଦଳ ମୁଖ୍ୟ ସଚେତକ । ପ୍ରସ୍ତାବକୁ ସମର୍ଥନ ଦେଇଥିଲେ ଶାସକ ଦଳର ବିଧାୟକ । ପ୍ରସ୍ତାବ ଗୃହିତ ହେବା ପରେ ବାଚସ୍ପତି ଗୃହକୁ!-->…
ଆଉ ଦୁଇ ଦିନ ପରେ ପଦ୍ମପୁରରେ ନିର୍ବାଚନ
ଆଉ ଦୁଇ ଦିନ ପରେ ପଦ୍ମପୁରରେ ନିର୍ବାଚନ । ଏଥିପାଇଁ ସବୁଦଳ ଆଜି ପ୍ରଚାର ଜୋରଦାର କରିଛନ୍ତି । ବିଜେପି, ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ସହ ସମର୍ଥକ ଘର ଘର ବୁଲି ପ୍ରଚାର କରୁଛନ୍ତି ।
ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମେ ଝାରବନ୍ଧ ବ୍ଲକ ଜଗଦଲପୁରଠାରେ ଆୟୋଜିତ ବିଶାଳ!-->!-->!-->…
ଆଜି ଅଭିନେତ୍ରୀ ଝରଣା ଦାସଙ୍କର ଶେଷକୃତ୍ୟ
ଆଜି ମାଟିରେ ମିଶିଯିବ ବୀଣାଜିଣା କଣ୍ଠ । ଲୋକପ୍ରିୟ ଅଭିନେତ୍ରୀ ଝରଣା ଦାସଙ୍କର ହେବ ଶେଷକୃତ୍ୟ । ଅପରାହ୍ମରେ କଟକର ଗୋରାକବର ଶ୍ମଶାନରେ ହେବ ଅନ୍ତିମ ସଂସ୍କାର । ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣାଙ୍କୁ ଶେଷ ବିଦାୟ ପ୍ରଦାନ କରାଯିବ । ଗତକାଲି ୮୨ ବର୍ଷ ବୟସରେ କଟକ ବାସଭବନରେ ତାଙ୍କର ପରଲୋକ!-->…
ଓଡ଼ିଶାରେ ହେବ ବିଶ୍ବର ସର୍ବବୃହତ ସମନ୍ୱିତ ସୋଲାର କମ୍ପ୍ଲେକ୍ସ
ଚୀନ ପରେ ଓଡ଼ିଶାରେ ହେବ ବିଶ୍ବର ସର୍ବବୃହତ ସମନ୍ୱିତ ସୋଲାର କମ୍ପ୍ଲେକ୍ସ । ୱାରୀ ଗ୍ରୁପ ସ୍ଥାପନ କରିବ ଏହି ସୋଲାର କମ୍ପ୍ଲେକ୍ସ । ୨୫ ହଜାର କୋଟି ଟଙ୍କା ପୁଞ୍ଜନିବେଶ କରିବ ୱାରି ଗ୍ରୁପ । ସ୍ଥାପନ ହେବ ୧୦ ହଜାର ମେଗୱାଟର sand to module ପ୍ଲାଣ୍ଟ । ଢେଙ୍କାନାଳରେ ୯୦୦ ଏକର ଜମି ଉପରେ!-->…
କୋଣାର୍କ ଉତ୍ସବ ଆରମ୍ଭ
କୋଣାର୍କ : ସୂର୍ଯ୍ୟ ମନ୍ଦିରର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚରେ ଗୁରୁବାର ଠାରୁ କୋଣାର୍କ ଉତ୍ସବ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ନିଜର ବାର୍ତ୍ତା ଦେବା ସହ ଉତ୍ସବକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ। ଦେଶ ବିଦେଶର ପର୍ଯ୍ୟଟକମାନେ ଏହି!-->…
ଲେନ୍କୁ ମାଡ଼ି ବସି ହୋଇଥିବା ବେଆଇନ୍ ଜବରଦଖଲ ନିର୍ମାଣ ହଟିବ
ଭୁବନେଶ୍ୱର : ରାଜଧାନୀର ନବକଳେବର ହେଉଛି । ବଡ଼ ବଡ଼ କ୍ରୀଡା ମହାକୂମ୍ଭ ଆୟୋଜନ ହେଉଛି । ଦେଶ ବିଦେଶରୁ ପର୍ଯ୍ୟଟକ ଆସୁଛନ୍ତି । ଏହା ଫଳରେ ବିଏମସି ସହରକୁ ସୁନ୍ଦର କରିବାକୁ ଯୋଜନା କରୁଛି । ସରକାରୀ କ୍ବାଟରକୁ ଲାଗି ରହିଥିବା ଜବରଦଖଲକୁ ହଟାଇବ ବିଏମସି । ଏହା ସହ ରାସ୍ତା ଉପରେ ଜବରଦଖଲକୁ!-->…
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ର ପ୍ରଥମ ଦିନରେ ରାଜ୍ୟକୁ ହୋଇଛି ନିବେଶ ବର୍ଷା
ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭ୍ର ପ୍ରଥମ ଦିନରେ ରାଜ୍ୟକୁ ହୋଇଛି ନିବେଶ ବର୍ଷା । ବିଭିନ୍ନ ଶିଳ୍ପସଂସ୍ଥାଗୁଡ଼ିକରୁ ୭ ଲକ୍ଷ କୋଟିର ନିବେଶ ପ୍ରତିଶ୍ରୁତି ପାଇଛନ୍ତି ରାଜ୍ୟ ସରକାର । ଆଦାନି ଗ୍ରୁପ୍ ଆସନ୍ତା ୧୦ ବର୍ଷରେ ରାଜ୍ୟରେ ୬୦,୦୦୦ କୋଟି ଟଙ୍କା ନିବେଶ କରିବ । ଜେଏସ୍ଡବ୍ଲ୍ୟୁ ୧!-->…