Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ପୁଣି ଭିଜିଲାନ୍ସ ଜାଲରେ ଦିଗପହଣ୍ଡି ରେଞ୍ଜର
ବ୍ରହ୍ମପୁର: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଦିଗପହଣ୍ଡି ରେଞ୍ଜରଙ୍କ ଗାଡ଼ିରୁ ମିଳିଲା ଲକ୍ଷେ ୫୮ ହଜାର ଟଙ୍କା । ଗତକାଲି ବିଳମ୍ବିତ ରାତିରେ ଦିଗପହଣ୍ଡିସ୍ଥିତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିଲା । ଘରେ ଛାପା…
ଶ୍ରୀମନ୍ଦିରର ସିଂହଦ୍ବାର, ହେଉଛି ରୂପା ଛାଉଣୀ: ଆସନ୍ତାକାଲି ବାହୁଡା ଯାତ୍ରା
ପୁରୀ: ଆସନ୍ତାକାଲି ବାହୁଡା ଯାତ୍ରା । ସୁନ୍ଦର ହେଉଛି ଶ୍ରୀମନ୍ଦିରର ସିଂହଦ୍ବାର, ହେଉଛି ରୂପା ଛାଉଣୀ । ପୂର୍ବ ନିଷ୍ପତ୍ତି ଅନୁସାରେ ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରା ସମୟରେ ସିଂହଦ୍ବାର ରୂପା ଛାଉଣୀ କାର୍ଯ୍ୟ କରାଯାଉଛି । ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି ରୂପା ଛାଉଣୀ କାମ ।…
ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବିସ୍ତୃତି ବର୍ଷା ସମ୍ଭାବନା । ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ…
ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ
ପୁରୀ: ଜନ୍ମବେଦୀରେ ସରିସରି ଆସୁଛି ମହାପ୍ରଭୁଙ୍କ ଲୀଳାଖେଳା । ଆଜି ନବମୀ ତିଥିରେ ଚତୁର୍ଦ୍ଧା ବିଗ୍ରହଙ୍କ ସନ୍ଧ୍ୟା ଦର୍ଶନ । ନବମୀ ସନ୍ଧ୍ୟା ଦର୍ଶନ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଚାଲିବ । ତେବେ ଶ୍ରୀଗୁଣ୍ଡିଚା ମନ୍ଦିର ଭିତରେ ଥିବା ଭକ୍ତ ଅପରାହ୍ନ ୫ଟା ପରେ ବି ଦର୍ଶନର ସୁଯୋଗ ପାଇବେ…
୩୦ ତାରିଖ ଯାଏ ବଢିଲା +୨ ନାମଲେଖା ଆବେଦନ ଅବଧି
ଭୁବନେଶ୍ୱର: ପୁଣି ବଢ଼ିଲା ଯୁକ୍ତଦୁଇ ନାମଲେଖା ଆବେଦନ ଅବଧି । ଗତକାଲି ଆବେଦନର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୩୦ ତାରିଖକୁ ବୃଦ୍ଧି କରାଯାଇଛି । ନୂତନ ସୂଚୀ ଅନୁସାରେ ଜୁଲାଇ ୬ ତାରିଖରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ୭ରୁ ୧୩ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା…
ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରସ୍ତୁତ ହୋଇଛି ବିରାଟ ଯଜ୍ଞସ୍ଥଳୀ
ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଆମେନିଟିଜ୍ ଆଣ୍ଡ ମନ୍ୟୁମେଣ୍ଟସ୍ ରିଭାଇଭାଲ୍ ପ୍ଲାନ୍ । ନାମଯଜ୍ଞରେ କମ୍ପୁଛି ଏକାମ୍ର ନଗରୀ । ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ମନ୍ଦିର, ବିନ୍ଦୁସାଗର ଓ ଅନ୍ୟ ମନ୍ଦିର । ଶ୍ରୀଲିଙ୍ଗରାଜ ମନ୍ଦିରରେ…
ବରଗଡ଼ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପର ସମୀକ୍ଷା କରୁଛନ୍ତି 5T ସଚିବ
ବରଗଡ଼: ବରଗଡ଼ ବିକାଶର ଲେଖା ହେଉଛି ବିଶେଷ ଅଧ୍ୟାୟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଗ୍ରାଉଣ୍ଡରେ ସମୀକ୍ଷା କରୁଛନ୍ତି 5T ସଚିବ ଭିକେ ପାଣ୍ଡିଆନ । ବରଗଡ଼ ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପର ସମୀକ୍ଷା କରୁଛନ୍ତି 5T ସଚିବ । ପ୍ରବଳ ବର୍ଷାରେ ବରଗଡ଼ରେ ସମୀକ୍ଷା…
ଏକାମ୍ର ପ୍ରକଳ୍ପ ପାଇଁ ୨୮ ତାରିଖରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ ୨୮ ତାରିଖରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ମନ୍ଦିର, ବିନ୍ଦୁସାଗର ଓ ଅନ୍ୟ ମନ୍ଦିର । ଶ୍ରୀଲିଙ୍ଗରାଜ ମନ୍ଦିରରେ…
ଏଣିକି ରବିବାର ବି ଖୋଲା ରହିବ ଆହାର କେନ୍ଦ୍ର
ଭୁବନେଶ୍ୱର: ଏଣିକି ରବିବାରରେ ବି ଡାକ୍ତରଖାନା ପରିସରରେ ଖୋଲା ରହିବ ଆହାର କେନ୍ଦ୍ର । ଏନେଇ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ସମସ୍ତ ମହାନଗର ନିଗମ କମିଶନର ତଥା ସିଟି ଆହାର ସମିତି ସଭାପତି ଏବଂ ଜିଲ୍ଲାପାଳ ତଥା ଜିଲ୍ଲା ଆହାର ସମିତିର ସଭାପତିମାନଙ୍କୁ ଅବଗତ କରାଯାଇଛି । ଏଥିପାଇଁ…
ସଭାରେ ମୁଖ୍ୟମନ୍ତ୍ରୀଙ୍କ ଅଡ଼ିଓ ବାର୍ତ୍ତା ଶୁଣାଇଲେ 5T ସଚିବ
ବରଗଡ଼: ଆଜି ବରଗଡ଼ଗସ୍ତରେ ଥିବା 5T ସଚିବ ଭି.କେ ପାଣ୍ଡିଆନ୍ ଏକ ସଭାରେ ଯୋଗ ଦେବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ଲୋକଙ୍କୁ ଶୁଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମ୍ବଲପୁରୀ ଭାଷାରେ ଲୋକଙ୍କୁ ବାର୍ତ୍ତା ଦେଇଛନ୍ତି । ଏହି ଅବସରରେ…