Browsing Category

Odisha

All about all odisha state news updates

କମିଶନରେଟ ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଚେକିଂ ଜାରି

ଭୁବନେଶ୍ୱର: ରାଜଧାନୀରେ ଜୋରଦାର ସେଫ୍ ସିଟି ଡ୍ରାଇଭ ।   ହେଉଛି । ଝାରପଡ଼ା, ଲକ୍ଷ୍ମୀସାଗର, କଳ୍ପନା, ରବି ଟକିଜ ଛକରେ ଜୋରଦାର ଚେକିଂ ହେଉଛି । ରୂପାଲି ଛକ, ନାଲକୋ ଛକ, ଡ଼ମଣା, ପଟିଆ ଛକରେ ଚେକିଂ ଜୋରଦାର ହୋଇଛି । ଚେକିଂ ଓ ବ୍ଳକିଙ୍ଗ ଦାୟିତ୍ୱରେ ନିୟୋଜିତ ଅଛନ୍ତି ୩ ପ୍ଲାଟୁନ…

ବିଜେଡିର ଭୁବନେଶ୍ବର ସାଂଗଠନିକ ଜିଲ୍ଲା କମିଟି ପୁନର୍ଗଠିତ

ଭୁବନେଶ୍ୱର:  ସୁଶାନ୍ତ ରାଉତ ହୋଇଛନ୍ତି ବିଜୁ ଜନତା ଦଳର ଭୁବନେଶ୍ବର ସାଂଗଠନିକ ଜିଲ୍ଲା ସଭାପତି । ସେହିପରି ବିରଞ୍ଚି ନାରାୟଣ ମହାସୁପକାରଙ୍କୁ କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏନେଇ ବିଜେଡି ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା…

ଲଘୁଚାପ ପ୍ରଭାବ: ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିଛି ।  ଏହାଦ୍ବାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଉତ୍ତର ଓଡ଼ିଶାର ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର,…

ମହାଲକ୍ଷ୍ମୀଙ୍କ ରାଗପରେ ତିନିରଥର ଦକ୍ଷିଣମୋଡ଼ ଆଜି

ପୁରୀ : ହେରାପଞ୍ଚମୀ ଅବସରରେ ଗୁଣ୍ଡିଚା ମନ୍ଦିର ଆସି ନନ୍ଦିଘୋଷ ରଥର କାଠ ଭାଙ୍ଗିଲେ ଅଭିମାନିନୀ ମହାଲକ୍ଷ୍ମୀ । ନୀତି ବିଳମ୍ବ ଯୋଗୁ ଭୋର ୩ଟାରେ ମାଆ ମହାଲକ୍ଷ୍ମୀ ଶ୍ରୀନଅରରୁ ଆସି ଶ୍ରୀଗୁଣ୍ଡିଚାକୁ ଆସିଥିଲେ ।  ଅଭିମାନ କରି ରଥ ଭାଙ୍ଗିଥିଲେ ମାଆ । ଏହା ପରେ ମା ମହାଲକ୍ଷ୍ମୀ…

ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ:୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ଗଲେ

ନବରଙ୍ଗପୁର: ନବରଙ୍ଗପୁର ଉପଜିଲ୍ଲାପାଳ ଗିରଫ ।୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ଗଲେ  । କଳାଧନର କୁବେର ପ୍ରଶାନ୍ତ କୁମାର ରାଉତଙ୍କୁ ଗିରଫ କଲା ଭିଜିଲାନ୍ସ । ଜେରା ବେଳେ ୫କୋଟିରୁ ଅଧିକ ଆୟ ବହିର୍ଭୂତ ସମ୍ପତ୍ତିର ଟେର୍ ପାଇଛି ଭିଜିଲାନ୍ସ । ନବରଙ୍ଗପୁର ଉପଜିଲ୍ଲାପାଳ ଗିରଫ । କଳାଧନର…

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟିତ

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ ଆଗକୁ ବଢୁଛି ଓଡ଼ିଶା ।  ସାରା ଦେଶରେ ରୋଲ ମଡେଲ ସାଜିବ ଓଡ଼ିଶା ଆଦର୍ଶ ବିଦ୍ୟାଳୟ । ଗଢାହେବ ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ସୁନେଲି ଭବିଷ୍ୟତ । ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୧୩ଟି ଶିକ୍ଷାସୌଧ ଓ ୨୮ଟି ଛାତ୍ରାବାସ ଉଦଘାଟନ କରିବା ଅବସରରେ…

ସ୍ବତନ୍ତ୍ର ଆପରେ ମିଳୁଛି ରେଟ୍ ଚାର୍ଟ: ‘ଉତ୍ସବ’ ଆପକୁ ନେଇ ପୋଲିସର ମତ ଲୋଡିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ:ସ୍ବତନ୍ତ୍ର ଆପରେ ମିଳୁଛି ରେଟ୍ ଚାର୍ଟ । ଭକ୍ତଙ୍କୁ ଠକିବା ପାଇଁ ଉଦ୍ୟମ ଅଭିଯୋଗ । ଉତ୍ସବ ନାମକ ଆପ ଜରିଆରେ ଠକିବାକୁ ପ୍ରୟାସ । ହଜାର ହଜାର ଟଙ୍କା ଦେଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୂଜା, ଅନ୍ନଦାନ ଆଟିକା, ଧ୍ବଜା ପରିବର୍ତ୍ତନ, ଶୁଖିଲା ଭୋଗ, ନିର୍ମାଲ୍ୟ ହୋମ ଡେଲିଭରୀ ସହ…

ପଦ୍ମଶ୍ରୀ ହଳଧର ନାଗଙ୍କୁ ସମ୍ମାନିତ କରିବ ନେପାଳ

ବରଗଡ: ବିଶ୍ବସ୍ତରୀୟ ମଞ୍ଚରେ ନେପାଳର କାଠମାଣ୍ଡୁରେ ସମ୍ମାନିତ ହେବେ ପଦ୍ମଶ୍ରୀ  ହଳଧର ନାଗ । ଏଥିପାଇଁ ଆଜି ସେ କାଠମାଣ୍ଡୁ ଗସ୍ତ କରିଛନ୍ତି । ବରଗଡ ଜିଲ୍ଲା ତଥା ସାରା ଓଡିଶାର ଗର୍ବ ଓ ଗୌରବ ପଦ୍ମଶ୍ରୀ ହଳଧର ନାଗଙ୍କ ଦ୍ବାରା ସମ୍ବଲପୁରୀ ଭାଷାରେ ଲିଖିତ କବିତା ସାରା ବିଶ୍ବରେ ନାମ…

ନିଜେ ପଢିଥିବା ସ୍କୁଲରେ ଧର୍ମେନ୍ଦ୍ର ପ୍ରଧାନ

ତାଳଚେର: ଦିନେ ଯେଉଁ ପ୍ରାଥମିକ ବିଦ୍ୟାଳୟରେ ପାଠ ପଢ଼ୁଥିଲେ, ଆଜି ସେହି ବିଦ୍ୟାଳୟରେ ପାଦ ପକାଇଥିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ହଁ ସେ ଆଜି ସକାଳେ ଅନୁଗୁଳ ଜିଲ୍ଲା ତାଳଚେରର ହାଣ୍ଡିଧୁଆ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚିଥିଲେ। ସେଠାରେ…

ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ ଅନେକ ସ୍ଥାନରେ ବର୍ଷା

ଭୁବନେଶ୍ବର : ଆଜି ସାରା ରାଜ୍ୟ‌କୁ ମୌସୁମୀ ଛୁଇଁଛି। ମୌସୁମୀ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ଦେଖା ଦେଇଥିବା ବେଳେ ଅନେକ ସ୍ଥାନରେ ବର୍ଷା ହୋଇଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବମୋଟ୍‌ ୨୧.୩ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯%…