Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ଆଜିଠୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ନଥିଲେ ଜୋରିମାନା ଆଦାୟ
ଭୁବନେଶ୍ୱର: ଆପଣଙ୍କ ଗାଡ଼ିରେ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଅଛି ତ ? ଗାଡ଼ିରେ HSRP ଲଗାଇନଥିଲେ ଆଜିଠୁ କଡ଼ା କାର୍ଯ୍ୟାନୁଷ୍ଠାନ । ଆଦାୟ ହେବ ମୋଟା ଅଙ୍କର ଫାଇନ୍ । ଆଜିଠୁ ଆରମ୍ଭ ହେଉଛି ସ୍ବତନ୍ତ୍ର ଡ୍ରାଇଭ୍ । HSRP ନଥିଲେ ଗାଡ଼ି ବିରୋଧରେ ଇ-ଚାଲାଣ ଜାରି କରାଯିବା ସହ ୫ ହଜାରରୁ ୧୦…
ଆଜିଠୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ, ସଂଧ୍ୟାରେ ହେବ ବନକଲାଗି
ପୁରୀ: ଆଡପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ବାହାରିବ ଆଡ଼ପ ଅବଢା । ଭକ୍ତମାନେ ଆଡ଼ପ ଦର୍ଶନ ସହ ଆଡ଼ପ ଅବଢ଼ା ପାଇବାର ସୌଭାଗ୍ୟ ଅର୍ଜିବେ। ସେପଟେ ଆଜି ସଂଧ୍ୟା 7ଟାରେ ହେବ ବନକ ଲାଗି ନୀତି । ଆଜି…
ବାଲେଶ୍ବରରେ 5T ସଚିବ ଭିକେ ପାଣ୍ଡିଆନ
ବାଲେଶ୍ୱର: ବାଲେଶ୍ବରରେ 5T ସଚିବ ଭିକେ ପାଣ୍ଡିଆନ ଶାନ୍ତିକାନନରେ ପହଞ୍ଚି ଫକୀର ମୋହନ ସେନାପତିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି 5T ସଚିବ । ଏହାପରେ ବାଲେଶ୍ବର କଲେକ୍ଟରେଟରେ ଥିବା ମିଶନ ଶକ୍ତି ବଜାର ବୁଲିଲେ । ସେଠାରୁ ସହଦେବଖୁଣ୍ଟା ବସଷ୍ଟାଣ୍ଡ ଯାଇ ବସ ଓ…
ଆଡ଼ପ ମଣ୍ଡପକୁ ବିଜେ କଲେ ମହାପ୍ରଭୁ
ପୁରୀ: ରଥଯାତ୍ରାର ଆଜି ତୃତୀୟ ଦିନରେ ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପକୁ ବିଜେ କରିଛନ୍ତି ତିନି ଠାକୁର । ଘଣ୍ଟ, ଘଣ୍ଡା ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ଶରଧାବାଲି । ଏହାପରେ ଟାହିଆ ଲଗାଇ ଶ୍ରୀଗୁଣ୍ଡିଚା ବିଜେ କରିଥିଲେ ବଡ଼ଭାଇ ବଳଭଦ୍ର । ଦେବୀ ସୁଭଦ୍ରାଙ୍କ ପରେ ଶେଷରେ ଶ୍ରୀଜଗନ୍ନାଥ…
ବାଲେଶ୍ୱରରେ 5T ସଚିବ ଭିକେ ପାଣ୍ଡିଆନ୍
ବାଲେଶ୍ୱର: ୭ ଦିନ ମଧ୍ୟରେ ସବୁ ସମସ୍ୟାର ହେବ ସମାଧାନ। ବାଲେଶ୍ୱର ଜିଲ୍ଲା କୁପାରୀ ପଞ୍ଚାୟତ ପଡ଼ିଆରେ ଜନସାଧାରଣ ଓ ମିଶନ ଶକ୍ତି ମାଆମାନଙ୍କ ସହିତ ଆଲୋଚନା ବେଳେ ଏଭଳି ପ୍ରତିଶ୍ରୁତି ଦେଇଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍। ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ଧାର୍ମିକ ଅନୁଷ୍ଠାନ ସହ…
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ବର: ଓଡ଼ିଶା ଛୁଇଁଲା ମୌସୁମୀ। ବର୍ତମାନ ମୈାସୁମି ବର୍ଷା ଲାଗିରହିଛି ରାଜ୍ୟର ବିଭିନ୍ନ ଅଞ୍ଚଳରେ । ବାୟୁମଣ୍ଡଳରେ ବାଦଲ ଛାଇ ହୋଇରହିଛି । ରାଜଧାନୀ ଭୁବନେଶ୍ବର, କଟକ, ପୁରୀ, ଗଂଜାମରେ ବର୍ଷା ହେଉଛି । ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି…
ଶ୍ରୀମନ୍ଦିରର ସିଂହଦ୍ବାରରେ କାମ ଆରମ୍ଭ
ପୁରୀ : ଶ୍ରୀମନ୍ଦିରର ସିଂହଦ୍ଵାରର ନୂତନ ରୂପାଦ୍ବାର ସ୍ଥାପନ କରାଯିବା ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି। ପୂର୍ବ ନିଷ୍ପତ୍ତି ଅନୁଯାୟୀ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନ ଯାତ୍ରାରେ ବାହାରିବା ପରେ କାମ ଆରମ୍ଭ ହେବ। ସେହି ନିଷ୍ପତ୍ତି ଅନୁସାରେ ସିଂହଦ୍ବାରରେ କାମ ଆରମ୍ଭ ହୋଇଛି। ପ୍ରଥମେ…
ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି
ନୂଆଦିଲ୍ଲୀ : ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର କାର୍ଯ୍ୟକାଳକୁ ଆଜି କେନ୍ଦ୍ର ସରକାର ଏପ୍ରିଲ ୧୩, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହା ପୂର୍ବରୁ ତିନି ମାସ ତଳେ ଟ୍ରିବ୍ୟୁନାଲଙ୍କ ଅବଧିକୁ କେନ୍ଦ୍ର ସରକାର ଏପ୍ରିଲ ୧୩, ୨୦୨୪ ପର୍ଯ୍ୟନ୍ତ…
ଭଦ୍ରକର ପୂର୍ବତନ ଜିଲ୍ଲା ସମାଜମଙ୍ଗଳ ଅଧିକାରୀଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ଉ
ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକର ପୂର୍ବତନ ଜିଲ୍ଲା ସମାଜମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବାଲେଶ୍ବର ଓ ଭଦ୍ରକର ୧୧ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ। ସେ ସଂପ୍ରତି ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ…
ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ପାଇଁ ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ
ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ଗର୍ଭଗୃହ ଯାଞ୍ଚ ଆରମ୍ଭ ହେବ ବୋଲି ଜଣାଯାଇଛି। ଏଥିପାଇଁ ଆଜି ଏଏସଆଇର ୪ ଜଣିଆ ବୈଷୟିକ ଟିମ ପୁରୀରେ ପହଞ୍ଚିବେ। ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ। ଏ ନେଇ ବିଶେଷଜ୍ଞଙ୍କ ଦ୍ୱାରା…