Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ସଂପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ଅନୁମୋଦନ
ଭୁବନେଶ୍ବର : କିଶୋରୀ(୧୫-୧୯ବର୍ଷ), ଗର୍ଭବତୀ ମହିଳା ଓ ପ୍ରସୂତିଙ୍କ ସମେତ ଏସ୍ଏଏମ୍(ଗମ୍ଭୀର ପୁଷ୍ଟିହୀନତା), ଏମ୍ଏଏମ୍ ଓ ଏସ୍ୟୁଡବ୍ଲୁ ଶିଶୁମାନଙ୍କ ପୁଷ୍ଟିଗତ ଓ ସ୍ବାସ୍ଥ୍ୟଗତ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା(ଏମ୍ଏସ୍ପିୱାଇ)କୁ କ୍ୟାବିନେଟ ଅନୁମୋଦନ…
ସୌରିନ ଭଟ୍ଟଙ୍କ ଘରେ କମିସନରେଟ୍ ପୁଲିସର ଚଢ଼ଉ
କଟକ : କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ କୋଲକାତାସ୍ଥିତ ଘରେ କମିସନରେଟ୍ ପୁଲିସ ବୁଧବାର ଦିନ ରାତିରେ ଚଢ଼ଉ କରିଛି। ଜଣେ ମହିଳା ଏସ୍ଆଇଙ୍କ ନେତୃ୍ତ୍ବରେ ୫ ଜଣିଆ ଟିମ୍ ଏଥିରେ ସାମିଲ ହୋଇଛନ୍ତି। ଏହି ଚଢ଼ଉରେ କଲିକତା ପୁଲିସର ଏକ ସ୍ବତନ୍ତ୍ର ଟିମ୍ ବି ସହଯୋଗ କରିଥିବା ଜଣାପଡ଼ିଛି। ଜଗତପୁର…
ଆଜିଠୁ ନଡ୍ଡାଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ
ଭୁବନେଶ୍ବର : ବିଜେପି କୁ ରାଜ୍ୟରେ ଆହୁରି ଶକ୍ତ କରିବା ପାଇଁ ଆସୁଛନ୍ତି ଜେପି ନଡ୍ଡା । ଆଜିଠାରୁ ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା। ଅପରାହ୍ଣ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ଝାରସୁଗୁଡା ଜିଲ୍ଲା…
ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ
ପୁରୀ : ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ବିଜେ । ମଙ୍ଗଳବାରଠାରୁ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଛନ୍ତି। ମଙ୍ଗଳବାରଠାରୁ ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ…
ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୫ ପ୍ରସ୍ତାବ ପାରିତ
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ପାରିତ ହୋଇଯାଇଛି।
https://twitter.com/IPR_Odisha/status/1671540826240057350?s=20…
ସାମ୍ବାଦିକଙ୍କୁ ମିଳିବ ବୀମା ରାଶି
କଟକ: ରାଜ୍ୟର ୯ ହଜାର ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ବୀମା ରାଶି ପ୍ରଦାନ କରାଯାଉଛି । ପେନସନ ପାଇଁ ସାମ୍ବାଦିକ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । କଟକ ନରସିଂହପୁର ସାମ୍ବାଦିକ ସଂଘର ଚତୁର୍ଥ ବାର୍ଷିକ ଉତ୍ସବ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି…
ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ
ପୁରୀ : ଆଜି ଶରଧାବାଲିରେ ଲାଗିଲା ତିନି ଠାକୁରଙ୍କ ରଥ । ଗତକାଲି ଶରଧାବାଲିରେ ତାଳଧ୍ବଜ ରଥ ଲାଗିଥିବା ବେଳେ, ଆଜି ପହଞ୍ଚିଛି ଦର୍ପଦଳନ ଓ ନନ୍ଦିଘୋଷ ରଥ । ଗତକାଲି ଅଧାବାଟରେ ରହିଥିଲା ଦେବୀ ସୁଭଦ୍ରା ଓ ଜଗନ୍ନାଥଙ୍କ ରଥ । ଆଜି ସକାଳୁ ସମସ୍ତ ନୀତିକାନ୍ତି ପରେ ପୁଣି ଆରମ୍ଭ ହୋଇଥିଲା…
ଶିଖରଚଣ୍ଡୀରେ ପହଞ୍ଚିଲେ ହାତୀ ପଲ
ଭୁବନେଶ୍ୱର: ବନ କର୍ମଚାରୀ ସଂଘର ଆନ୍ଦୋଳନର ସିଧାସଳଖ ପ୍ରଭାବ ପଡ଼ିଛି ବନ୍ୟଜନ୍ତୁଙ୍କ ସୁରକ୍ଷା ଉପରେ । ଭୁବନେଶ୍ୱର ଉପକଣ୍ଠ ଶିଖରଚଣ୍ଡୀରେ ପହଞ୍ଚିଥିଲେ ହାତୀ ପଲ । ସହର ଭିତରେ ହାତୀକୁ ଦେଖି ଛାନିଆ ହୋଇଯାଇଥିଲେ ସ୍ଥାନୀୟ ବାସିନ୍ଦା । କିଛି ଘଣ୍ଟାର ଆତଙ୍କ ପରେ ହାତୀପଲ ଜଙ୍ଗଲକୁ ଫେରି…
ଶ୍ରୀକ୍ଷେତ୍ରରେ ଆଜି ପୁଣି ହେଉଛି ରଥଟଣା
ଶ୍ରୀକ୍ଷେତ୍ରରେ ଆଜି ପୁଣି ହେଉଛି ରଥଟଣା। ଅଧା ବାଟରେ ଅଟକି ରହିଥିବା କାଳିଆର ନନ୍ଦିଘୋଷ ଓ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥଟଣା ହେଉଛି। ଦୁଇ ରଥକୁ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଟାଣି ନେଉଛନ୍ତି ଶ୍ରଦ୍ଧାଳୁ। ଗତକାଲି କେବଳ ବଳଭଦ୍ରଙ୍କର ତାଳଧ୍ୱଜ ରଥ ଶରଧାବାଲିରେ ଲାଗିଥିଲା। ଦେବୀ…
ଯୁକ୍ତ ଦୁଇ ନାମ ଲେଖାଇବା ପାଇଁ ଆବେଦନ ତାରିଖକୁ ଜୁନ୍ ୨୦ରୁ ୨୬କୁ ବୃଦ୍ଧି
ଯୁକ୍ତ ଦୁଇ ଶ୍ରେଣୀରେ ନାମଲେଖା ପାଇଁ ଆବେଦନ କରିବାର ଅବଧିକୁ ରାଜ୍ୟ ସରକାର ଜୁନ୍ ୨୬ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ପୂର୍ବରୁ ଆବେଦନର ଶେଷ ତାରିଖ ଜୁନ୍ ୨୦ ପର୍ଯ୍ୟନ୍ତ ରହିଥିଲା । ଅଭିଭାବକ,ଛାତ୍ରଛାତ୍ରୀ ଓ କଲେଜ ଅଧ୍ୟକ୍ଷମାନଙ୍କ ଅନୁରୋଧରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି…