Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ପବିତ୍ର ରଥଯାତ୍ରାରେ ପୁରୀରେ ପ୍ରବଳ ଗରମ ସହ ଅସହ୍ୟ ଗୁଳୁଗୁଳି
ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ପହଣ୍ଡିରେ ଆସି ରଥାରୂଢ଼ ହୋଇସାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ତେବେ ପବିତ୍ର ରଥଯାତ୍ରାରେ ପୁରୀରେ ଦେଖିବାକୁ ମିଳିଛି ପ୍ରବଳ ଗରମ ସହ ଅସହ୍ୟ ଗୁଳୁଗୁଳି । ଦିନ ୧୧ଟା୩୦ ସୁଦ୍ଧା ପୁରୀରେ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା । ସେହିପରି…
ତିନି ରଥରେ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ: କାଳିଆ ଠାକୁରଙ୍କ ପହଣ୍ଡି ସରିବା ପରେ ତିନି ରଥରେ ଶୋଭା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥାରୂଢ ହେବା ପରେ ପରିବେଶ ଆହୁରି ଭକ୍ତିମୟ ହୋଇଛି। ଏବେ ଭକ୍ତମାନେ ମହାପ୍ରଭୁଙ୍କ ଛେରାପହଁରା ଓ ରଥଟଣାକୁ ଧୈର୍ଯ୍ୟର ସହ ଅପେକ୍ଷା କରିଛନ୍ତି।…
ଟାହିଆ ଛୁଇଁଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଶ୍ରୀଜିଉଙ୍କ ଭୁଜ, ଦେହରେ ଭରା ଦେବା ମନା
ପୁରୀ : ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥାବଳୀ ପ୍ରସ୍ତୁତ ହୋଇଛି। ମହାପ୍ରଭୁଙ୍କ ସେବାପୂଜା ନଥିବା ସମୟରେ ସେବାୟତମାନେ ଶ୍ରୀବିଗ୍ରହଙ୍କ ଭୂଜ ଭିତରେ ରହିପାରିବେ ନାହିଁ, ଠାକୁରଙ୍କ ଦେହରେ ଭରା ଦେଇ ଛିଡ଼ା ହୋଇପାରିବେ ନାହିଁ। ମଙ୍ଗଳ…
ରେଳ ଷ୍ଟେସନ୍ରେ ୧ହଜାର ଯାତ୍ରୀଙ୍କ ବିଶ୍ରାମ ସ୍ଥଳ, ୩୫ ଟିକେଟ୍ କାଉଣ୍ଟର୍
ଘୋଷଯାତ୍ରା ପର୍ବ ଦେଖିବାକୁ ଶ୍ରୀକ୍ଷେତ୍ରକୁ ଛୁଟିଲାଣି ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ। ବ୍ୟବସ୍ଥିତ ଶୃଙ୍ଖଳିତ ରଥଯାତ୍ରା ପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି।ପୁରୀ ରେଳ ଷ୍ଟେସନ୍ ଓ ଅନ୍ୟ ଷ୍ଟେସନ୍ରେ ମୋଟ୍ ୩୫ଟି ଟିକେଟ କାଉଣ୍ଟର୍ ଖୋଲାଛି। ୨୧୦ଟି…
ଆଜି କାଳିଆ ସାଆନ୍ତେଙ୍କ ରଥଯାତ୍ରା: ସାଢ଼େ ୯ଟାରୁ ପହଣ୍ଡି, ୪ଟାରେ ରଥଟଣା
ପୁରୀ : ଆଜି ବଡ଼ଦାଣ୍ଡରେ ଭଗବାନ-ଭକ୍ତ-ରଥ-ପଥର ମହାମିଳନ ହେବ । ଆଜିଠୁ ଆରମ୍ଭ ହେବ ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା। ଭାଇଭଉଣୀଙ୍କ ସହିତ ଶ୍ରୀଜଗନ୍ନାଥଙ୍କର ରଥଯାତ୍ରାରେ ବାହାରିବେ। ମହାପ୍ରଭୁଙ୍କ ଆଜ୍ଞା ପାଇ ତିନି ରଥ ଆଜି ସିଂହଦ୍ବାର ସମ୍ମୁଖ ଚକଡ଼ାରେ ବିଜେ କରିଛନ୍ତି। ତିନିବାଡ଼ଙ୍କ…
ମହାପ୍ରଭୁଙ୍କ ରଥଯାତ୍ରା : ୯ଟାରୁ ଶ୍ରୀଜିଉଙ୍କ ପହଣ୍ଡି
ପୁରୀ : ରାତି ପାହିଲେ ପବିତ୍ର ଘୋଷଯାତ୍ରା । ରଥ ଯାତ୍ରା ପାଇଁ ତିନି ରଥଙ୍କୁ ଶ୍ରୀମନ୍ଦିର ସମ୍ମୁଖକୁ ଅଣାଯାଇଛି । ଶ୍ରୀମନ୍ଦିରରୁ ଶୋଭାଯାତ୍ରାରେ ଆଜ୍ଞାମାଳ ଆସିବା ପରେ ତିନି ରଥରେ ବିଜେ କରାଯାଇଥିଲା । ପୂଜାପାଠ ଓ ରୀତିନୀତି ଶେଷ ହେବା ପରେ ରଥଖଳାରୁ ଶ୍ରୀମନ୍ଦିର ସମ୍ମୁଖକୁ ତିନି ରଥକୁ…
ସୁସ୍ଥ ହୋଇ ଓଡ଼ିଶା ଫେରିଲେ ପ୍ରଦୀପ୍ତ କୁମାର ନାଏକ
ଭୁବନେଶ୍ବର: ସୁସ୍ଥ ହୋଇ ଓଡ଼ିଶା ଫେରିଲେ ଭବାନୀପାଟଣା ସଦର ବିଧାୟକ ପ୍ରଦୀପ୍ତ କୁମାର ନାୟକ । ବିଧାନସଭାର ପୂର୍ବତନ ବିରୋଧୀ ଦଳ ନେତା ଥିବା ପ୍ରଦୀପ୍ତ ନାୟକ ଦୁଇ ବର୍ଷ ଧରି କୋଭିଡ୍ ସମୟରୁ ସେ ଗୁରୁତର ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ପ୍ରଥମେ ଭୁବନେଶ୍ୱର ଏମ୍ସ ଓ ପରେ ଦିଲ୍ଲୀ ଏମ୍ସ…
ରେଳମନ୍ତ୍ରୀ ପୁରୀ ରେଳଷ୍ଟେସନରେ ନିର୍ମାଣ କାମର କରିବେ ସମୀକ୍ଷା
ଭୁବନେଶ୍ବର: ରଥଯାତ୍ରା ପୂର୍ବରୁ ପୁରୀରେ ଆସି ପହଁଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ । ପୁରୀରେ ରେଲୱେ ଷ୍ଟେସନର ଉନ୍ନତିମୂଳକ କାମର ତଦାରଖ କରିବେ। ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାର ପାଇଁ ୮୫୦ ପାଖାପାଖି ସ୍ଵତନ୍ତ୍ର ଟ୍ରେନ ଆସୁଛି ଏବଂ ୨୦ହାଜର ଲୋକଙ୍କ ପାଇଁ ରହିବା…
ସୋର ସେକସନ୍ ସିଗନାଲ ଜେଇଙ୍କ ଠିକଣାରେ ‘ସିବିଆଇ’ର ଚଢ଼ଉ
ସୋର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ସିବିଆଇ ସୋର ସେକସନ ସିଗନାଲ ଜୁନିୟର ଇଂଜିନିୟର ଅମୀର ଖାନ ଙ୍କ ଭଡ଼ା ଘରେ ଚଢ଼ଉ କରିଛି। ବାଲେଶ୍ବର ଜିଲ୍ଲା ସୋର ଥାନା ଅନ୍ତର୍ଗତ କମରପୁରସ୍ଥିତ ସୋର ସେକସନ ସିଗନାଲ ଜେଇ ଅମୀର ଖାନଙ୍କ ଠିକଣାରେ ଆଜି ସିବିଆଇ ଚଢ଼ଉ ପରେ ଘର ସିଲ…
ସିଂହଦ୍ୱାର ସମ୍ମୁଖରେ ପହଞ୍ଚିଲା ତିନି ରଥ
ପୁରୀ: ଆସନ୍ତାକାଲି ପବିତ୍ର ଘୋଷଯାତ୍ରା ପାଇଁ ତିନି ରଥଙ୍କୁ ଶ୍ରୀମନ୍ଦିର ସମ୍ମୁଖକୁ ଅଣାଯାଇଛି । ଶ୍ରୀମନ୍ଦିରରୁ ଶୋଭାଯାତ୍ରାରେ ଆଜ୍ଞାମାଳ ଆସିବା ପରେ ତିନି ରଥରେ ବିଜେ କରାଯାଇଥିଲା । ଘଣ୍ଟ ଘଣ୍ଟା କାହାଳି ନାଦ ସହ କର୍ଡନ କରି ରଥ ଟଣା ଯାଇଥିଲା । ସଂକୀର୍ତ୍ତନ ଓ ଜୟ ଜଗନ୍ନାଥ ଧ୍ବନିରେ…