Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ରଥଯାତ୍ରା ସମୟରେ କଟିବନି ବିଦ୍ୟୁତ୍
ପୁରୀ: ରଥଯାତ୍ରା ସମୟରେ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ପାଇଁ ପ୍ରସ୍ତୁତ ଟିପିସିଓଡିଏଲ୍। ବିଦ୍ୟୁତ ଭିତ୍ତିଭୂମିରେ ଉନ୍ନତି ପାଇଁ କାମ କରାଯାଇଛି । ସମସ୍ତ ଭୂତଳ ୩୩ କେଭି ତାର ଠିକ୍ ଥିବା ସୁନିଶ୍ଚିତ କରାଯାଇଛି। ଗ୍ରାଣ୍ଡ ରୋଡ୍, ବେଳାଭୂମି ରାସ୍ତା, ଭିଆଇପି ରୋଡ୍ ଓ ଅନ୍ୟ ପ୍ରମୁଖ ସ୍ଥାନରେ…
ନବୀନ ନିବାସରେ ମହିମା ସାଧୁ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଲେ ଯୋରନ୍ଦାବାସୀ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ । ମହିମା ପୀଠର ବିକାଶ ପାଇଁ ଅର୍ଥ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମହିମା ଗାଦିର ସାଧୁମାନଙ୍କ ସହ ସ୍ଥାନୀୟ ବାସିନ୍ଦାଙ୍କ ଖୁସି…
ବର୍ଷା ପରେ ହ୍ରାସ ପାଇଛି ତାପମାତ୍ରା
ଭୁବନେଶ୍ବର: ଅସହ୍ୟ ତାତି ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ବସ୍ତି । କାଳବୈଶାଖୀ ବର୍ଷା ପରେ ପାଗରେ ପରିବର୍ତ୍ତନ ଆସିଛି । କିଛି ସ୍ଥାନରେ ବର୍ଷା ପରେ ସାମାନ୍ୟ ହ୍ରାସ ପାଇଛି ତାପମାତ୍ରା । ସେହିପରି ରାଜଧାନୀ ଭୁବନେଶ୍ବରରେ କୋହଲା ପାଗ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ମୟୂରଭଞ୍ଜ, କେନ୍ଦୁଝର…
ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ତିନିରେ ନାମଲେଖା ପାଇଁ ଆବେଦନ । ଜୁଲାଇ ୪ ତାରିଖ ଯାଏ ଚାଲିବ ଆବେଦନ ପ୍ରକ୍ରିୟା । ଜୁଲାଇ ୧୪ରେ ପ୍ରଥମ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବାକୁ ଥିବାବେଲେ ଅଗଷ୍ଟ ୩ରେ ତୃତୀୟ ପର୍ଯ୍ୟାୟ…
ଆଜି ନବଯୌବନ ଦର୍ଶନ
ପୁରୀ : ଜ୍ବରରେ ପଡ଼ିଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ବନକଲାଗି ପରେ ମହାପ୍ରଭୁ ନବଯୌବନ ପ୍ରାପ୍ତି ହୋଇଛନ୍ତି। ଏହାପୂର୍ବରୁ ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କର ନବଯୌବନ ଦର୍ଶନ। ପରିମାଣିକ ଦର୍ଶନର ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଚଳିତ ଥର…
ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ରେଳମନ୍ତ୍ରୀ
ଭୁବନେଶ୍ବର : ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟାରେ ଶ୍ରୀ ବୈଷ୍ଣବ ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଦୃଷ୍ଟିରେ ରଖି ପୁରୀ ରେଳ ଷ୍ଟେସନ ନିରୀକ୍ଷଣ ସହ ତୀର୍ଥଯାତ୍ରୀଙ୍କ ପାଇଁ ଆୟୋଜନ କରାଯାଇଥିବା ବିଭିନ୍ନ ସୁବିଧା ଓ ବ୍ୟବସ୍ଥାର…
ବାହାନଗା ରେଳ ଦୁର୍ଘଟଣା: ଆଉ ଜଣେ ଆହତ ଆଖି ବୁଜିଲେ
କଟକ : ଏସ୍ସିବି ମେଡିକାଲ୍ରେ ଚିକିତ୍ସିତ ହେଉଥିବା ବାହାନଗା ରେଳ ଦୁର୍ଘଟଣାର ଆଉ ଜଣେ ଆହତଙ୍କର ମୃତ୍ୟୁ ଘଟିଛି। ମୃତକଜଣକ ହେଲେ ପଶ୍ଚିମବଙ୍ଗର ପାଲ୍ତୁ ନାସ୍କର(୨୬)। ରେଳ ଦୁର୍ଘଟଣାର ମୋଟ ମୃତକଙ୍କ ସଂଖ୍ୟା ୨୯୨ ଛୁଇଁଛି।ଦିନ ୧୨ଟା ୪୫ରେ ସେଣ୍ଟ୍ରାଲ୍ ଆଇସିୟୁ ବେଡ୍…
ପୁରୀକୁ ଚାଲିବ ସ୍ବତନ୍ତ୍ର ଟ୍ରେନ୍
ପବିତ୍ର ରଥଯାତ୍ରା ଅବସରରେ ଜୁନ୍ ୨୦ରୁ ୩୦ ମଧ୍ୟରେ ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ଭଦ୍ରକ, ଯାଜପୁର, କେନ୍ଦୁଝର, ପାରାଦୀପ, ଗୁଣୁପୁର, ସମ୍ବଲପୁର, ନୂଆଗାଁ, ଜଗଦଲପୁର, ରାଉରକେଲା, ଅନୁଗୁଳ, ବିଶାଖାପାଟଣା ଆଦି ସ୍ଥାନରୁ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ…
୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ ଜିଲ୍ଲାରେ ଘୂର୍ଣ୍ଣିଝଡ଼ର ସମ୍ଭାବନା
ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଆଗକୁ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ଜାରି ରହିବ। ଦିନବେଳା ରାଜ୍ୟବାସୀ ପ୍ରବଳ ଗରମ ଓ ଅସହ୍ୟ ତାତି ଗୁଳୁଗୁଳିରେ ସନ୍ତଳି ହେବେ। ତେବେ, ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଅସହ୍ୟ ତାତିରୁ…
ରଥଯାତ୍ରାରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ
ପୁରୀ: ମଙ୍ଗଳବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଏଥିପାଇଁ ପ୍ରବଳ ଭକ୍ତଙ୍କ ସମାଗମ ହେବ । ତେବେ କେମିତି ପୁରୀରେ ଟ୍ରାଫିକ ନିୟନ୍ତ୍ରଣ ସୁରୁଖୁରୁରେ ହେବ ସେନେଇ ସୁବ୍ୟବସ୍ଥା କରାଯାଇଛି । ଟ୍ରାଫିକ ନିୟନ୍ତ୍ରଣ ପାଇଁ ୪୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ମୋଟ୍ ୨୪ଟି ସ୍ଥାନରେ ହୋଇଛି…