Browsing Category

Odisha

All about all odisha state news updates

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଲେଅଭିଯୋଗକାରିଣୀ ଯୁବତୀ, ମୋତେ ଓ ମୋ ସାଙ୍ଗକୁ ୨ ଯୁବକ…

ଭୁବନେଶ୍ଵର ଉପକଣ୍ଠ ବାଲିଅନ୍ତାରେ ଜଣେ ଯୁବକକୁ ପିଟିପିଟି ସର୍ବସମ୍ମୁଖରେ ହତ୍ୟା କରାଯିବା ପରି ଘଟଣା ରାଜ୍ୟରେ ଚହଳ ପକାଇଛି।ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ବର୍ବର ହତ୍ୟା ଘଟଣାରେ୫ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ…

ରାଜ୍ୟକୁ ଆସିଲା ୪୮ ହଜାର କୋଟିର ପୁଞ୍ଜି – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ଯକୁ ଆସିଲା ୪୮ ହଜାର କୋଟିର ପୁଞ୍ଜି ।  ମୁଖ୍ଯମନ୍ତ୍ରୀଙ୍କ ଗୁଜରାଟ ଗସ୍ତ ବେଳେ ଓଡ଼ିଶାକୁ ୪୮ହଜାର ୩୩୦ କୋଟିର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି ।  ତିନିଦିନିଆ ଗୁଜରାଟ ଗସ୍ତ ସାରି ଫେରିବା ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଏହା ମାଧ୍ୟମରେ ୬୭ହଜାର ୮୩୮…

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ବର୍ବର ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ବର୍ବର ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ। ଘଟଣା ସମୟର ଭିଡିଓରୁ ଚିହ୍ନଟ ପରେ ଅଟକ ରଖିଛି ପୋଲିସ। ଘଟଣାକୁ ନେଇ ବାଲିଅନ୍ତା ଥାନା ପରିସରରେ ଉତ୍ତେଜନା ଦେଖିବାକୁ ମିଳିଛି। ଥାନାରେ ପୋଲିସ-ଜନତା ମୁହାଁମୁହିଁ ସ୍ଥିତି…

ହିଞ୍ଜିଳିରେ ବୀଭତ୍ସ ହତ୍ୟାକାଣ୍ଡ ନେଇ ମୋହନଙ୍କୁ ଚିଠି ଲେଖିଲେ ନବୀନ,ପୋଲିସର ନିଷ୍କ୍ରିୟତା ଉପରେ ଉଠାଇଲେ ପ୍ରଶ୍ନ

ହିଞ୍ଜିଳିରେ ବୀଭତ୍ସ ହତ୍ୟାକାଣ୍ଡ ନେଇ ମୋହନଙ୍କୁ ଚିଠି ଲେଖିଲେ ନବୀନ । ପୋଲିସର ନିଷ୍କ୍ରିୟତା ଉପରେ ଉଠାଇଲେ ପ୍ରଶ୍ନ। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଖରିଡ଼ା ଗ୍ରାମରେ ଘଟିଥିବା ଗର୍ଭବତୀ ମହିଳାଙ୍କ ବୀଭତ୍ସ ହତ୍ୟାକାଣ୍ଡକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ…

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ପତ୍ନୀ ବଡ଼ ଯା’ ଓ ତାଙ୍କ ଭାଇଙ୍କ ଗିରଫ ଦାବି କଲେ ସୁଧୀରଙ୍କ ପତ୍ନୀ

ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ଘଟଣାରେ ପତ୍ନୀ ବଡ଼ ଯା’ ଓ ତାଙ୍କ ଭାଇଙ୍କ ଗିରଫ ଦାବି କଲେ ସୁଧୀରଙ୍କ ପତ୍ନୀ । ଭାଇ ଓ ଭଉଣୀ ବାହାରେ ରହିଲେ, ନିଜ ପରିବାର ଜୀବନ ବିପଦରେ ବୋଲି କହିଛନ୍ତି ସୁଧୀରଙ୍କ ପତ୍ନୀ । ପୁଲିସ ଉପରେ ଭରସା ନଥିବା କହିବା ସହ ପରିବାରକୁ ସୁରକ୍ଷା ଦେଇପାରିଲା ନାହିଁ…

ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ,ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ, ମନା କଲେ ହେବ କାର୍ଯ୍ୟାନୁଷ୍ଠାନ। 

ଜନଗଣନା ପାଇଁ ସରକାରଙ୍କ ୱାର୍ଣ୍ଣିଂ । ଜନଗଣନା ଡ୍ୟୁଟି କରିବେ ଘରୋଇ ସ୍କୁଲ ଶିକ୍ଷକ । ମନା କଲେ ହେବ କାର୍ଯ୍ୟାନୁଷ୍ଠାନ।  ଓଡ଼ିଶାରେ ଚାଲିଥିବା ଜନଗଣନା-୨୦୨୭ କାର୍ଯ୍ୟକୁ ନେଇ ରାଜ୍ୟ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି କେବଳ ସରକାରୀ ନୁହେଁ ବରଂ ସମସ୍ତ ଘରୋଇ ସ୍କୁଲର ଶିକ୍ଷକ ଓ…

ଲକ୍ଷ୍ମୀସାଗର ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ,ଦୁଇ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର ଲକ୍ଷ୍ମୀସାଗର ଅଞ୍ଚଳରେ ଅଘଟଣ । ଲକ୍ଷ୍ମୀସାଗର ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ଦୁଇ ଜଣଙ୍କର ପୋଡ଼ି ମୃତ୍ୟୁ ହୋଇଥିବା ସୂଚନା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଚାଲିଛି ଉଦ୍ଧାର ଏବଂ ନିଆଁ ଲିଭା କାର୍ଯ୍ୟ । ଖବର…

ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ ,ଆସନ୍ତା ଜୁନ୍ ୧ରୁ ଏହି ନୂତନ ବ୍ୟବସ୍ଥା କାର୍ଯ୍ୟକାରୀ ହେବାକୁ ଯାଉଛି

ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଏହି ନୂଆ ଜୋନ୍ ର ମୁଖ୍ୟାଳୟ ହେବ ।…

କାଳବୈଶାଖୀ ପାଇଁ ଓଡ଼ିଶାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି

ଆଜି ପୁରା ଓଡ଼ିଶାରେ ବର୍ଷିବ । କାଳବୈଶାଖୀ ପାଇଁ ଓଡ଼ିଶାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି । ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିଭଳି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ ଏବଂ ମୟୂରଭଞ୍ଜରେ…

ପଶ୍ଚିମବଙ୍ଗ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ମିଳିଲା ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ

ଆସିଛି ୫ ରାଜ୍ୟର ରେଜଲ୍ଟ।  ରାଜ୍ୟରେ ବିଜେପି ବିଜୟୀ। ପଶ୍ଚିମବଙ୍ଗରେ ମୋଦି ଲହର। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ରେ ବିଜେପିର ଐତିହାସିକ ସଫଳତା ପରେ ଏବେ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଚର୍ଚ୍ଚା ଜୋର ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଅମିତ ଶାହଙ୍କ ନେତୃତ୍ୱରେ ଦଳ ଏହି…