Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
କୁଜଙ୍ଗରେ ଯୁବକର ଆକ୍ରମଣରେ ଚାଲିଗଲା ଦୁଇ ମହିଳାଙ୍କ ଜୀବନ
କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗରେ ଜଣେ ଉନ୍ମତ୍ତ ଯୁବକର ଆକ୍ରମଣରେ ଦୁଇ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ, ତିନିଜଣ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ବାବାଜି ନାଥଙ୍କ ପୁଅ ଚିଣ୍ଟୁଆ ନାଥ ଏହି ହତ୍ୟାକାଣ୍ଡ ଘଟାଇଛି । ଗତ କିଛି ଦିନ ହେବ ମାନସିକ ଅବସାଦଗ୍ରସ୍ତ…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି
ପୁରୀ: ଆଜି ମହାପ୍ରଭୁଙ୍କ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଆସନ୍ତାକାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜିଉ । ଆସନ୍ତା ମଙ୍ଗଳବାର ରଥାରୂଢ…
ସୋମବାରଠୁ କାର୍ଯ୍ୟରେ ଯୋଗଦେବେ କର୍ମଚାରୀ
ଭୁବନେଶ୍ୱର: ହଟିଲା ଅମଲା ସଂଘର ଆନ୍ଦୋଳନ । ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଛି ଅମଲା ସଂଘ । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ସଫଳ ହୋଇଥିବାବେଳେ ଆସନ୍ତା ସୋମବାରଠୁ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ । ସଂଘର ଦାବି ପୂରଣ ନେଇ ମୁଖ୍ୟ ଶାସନ ସଚିବଙ୍କ…
ଦର୍ପଦଳନ ରଥର ଅଖରେ ଫାଟ
ପୁରୀ: ବଦଳିବନି ଦର୍ପଦଳନ ରଥର ଅଖ । ଅଖରେ ସେଭଳି କୌଣସି ଗୁରୁତର ଫାଟ ହୋଇନି । ବୈଷୟିକ କମିଟି ଦ୍ବାରା ଚକ ଓ ଅଖ ଯାଞ୍ଚ ପରେ ଏନେଇ ସ୍ପଷ୍ଟ ହୋଇଛି । ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଲାଗିବ ୟୁ କ୍ଲାମ୍ପ । ଏନେଇ ସୂଚନା ଦେଇଛନ୍ତି ବୈଷୟିକ କମିଟି ଅଧ୍ୟକ୍ଷ ଏନ.ସି ପାଲ । ବୈଠକରେ…
ରତ୍ନଭଣ୍ଡାର ସୁରକ୍ଷା ଓ ରତ୍ନ ଗଣତି ପ୍ରସଙ୍ଗରେ ଗଜପତି ରଖିଲେ ମତାମତ
ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସୁରକ୍ଷା ଓ ରତ୍ନ ଭଣ୍ଡାରରେ କେତେ ରତ୍ନ ଅଛି ତା ଉପରେ ମତ ରଖିଛନ୍ତି ଗଜପତି ମହାରାଜ । ଏକ ସପ୍ତାହ ପୂର୍ବରୁ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁହଁ ଖୋଲିବା ପରେ ଆଜି ଗଜପତି ମହାରାଜା ଦିବ୍ୟସିଂହ ଦେବ ସମାନ ଢଙ୍ଗରେ ଗଣମାଧ୍ୟମରେ ଉଦ୍ବେଗ…
ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାଇଁ ୭୫.୭୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର: ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୁନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିୟମାବଳୀ ଅନୁଯାୟୀ ଏଥିରେ ଅତ୍ୟାଧୂନିକ ଚିକିତ୍ସା ଉପକରଣ, ଆଇସିୟୁ…
ସାଂସଦ ଅପରାଜିତାଙ୍କ ବିଜେଡିକୁ ଟାର୍ଗେଟ ପରେ ଶ୍ରୀମୟୀ କହିଲେ ବିକାଶ କାମ ଦେଖି ସାଂସଦ ଭୟଭୀତ
ଭବନେଶ୍ବର: ରାଜ୍ୟ ସରକାରଙ୍କୁ ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଟାର୍ଗେଟ କରିବା ପରେ ଉତ୍ତର ରଖିଛି ବିଜେଡ । ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ର କହିଛନ୍ତି ବିଜେପି ସାଂସଦ କେବଳ ଗୁରୁତ୍ୱହୀନ ପ୍ରସଙ୍ଗ ଉଠାଇ ବିବାଦ ସୃଷ୍ଟି କରୁଛନ୍ତି । ତାଙ୍କୁ ଭୁବନେଶ୍ବର…
ଭଣ୍ଡ ତାନ୍ତ୍ରିକ କୈଫ ଖାନ ଦାଦା ଅମିନ ଖାନକୁ ଗିରଫ କଲା ପୋଲିସ
କଟକ: କଟକରେ ଭଣ୍ଡ ତାନ୍ତ୍ରିକ କୈଫ ଖାନ ଗିରଫ ଘଟଣା ପରେ ଆଉ ଜଣଙ୍କୁ ଗିରଫ କରିଛି ପୋଲିସ । କୈଫକୁ ତା’ର ଠକେଇ କାରବାରରେ ସହଯୋଗ କରୁଥିବା ଅଭିଯୋଗରେ ମଙ୍ଗଳାବାଗ ପୋଲିସ କୈଫର ଦାଦା ଅମିନ ଖାନକୁ ଗିରଫ କରିଛି । ପୂର୍ବରୁ ଯେଉଁ ମାମଲାରେ କୈଫ ଗିରଫ ହୋଇଥିଲା ସବୁ ମାମଲାରେ ଅମିନ ସହଯୋଗ…
ଦର୍ପଦଳନ ରଥର ଅଖରେ ଲାଗିବ ୟୁ କ୍ଲାମ୍ପ
ପୁରୀ: ଦର୍ପଦଳନ ରଥର ଅଖରେ ଲାଗିବ ୟୁ କ୍ଲାମ୍ପ । ବଦଳିବନି ଦର୍ପଦଳନ ରଥର ଅଖ । ଗୁରୁତର ଫାଟ ହୋଇନଥିବା ବୈଷୟିକ କମିଟି ଦ୍ବାରା ଚକ ଓ ଅଖ ଯାଞ୍ଚ ପରେ ସ୍ପଷ୍ଟ ହୋଇଛି । ସତର୍କତା ପାଇଁ ଲାଗିବ ୟୁ କ୍ଲାମ୍ପ । ଏନେଇ ସୂଚନା ଦେଇଛନ୍ତି ବୈଷୟିକ କମିଟି ଅଧ୍ୟକ୍ଷ ଏନ.ସି ପାଲ । ଦେବୀ…
ବାହାନଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ
କଟକ: ବାହାନଗା ଟ୍ରେନ ଦୁର୍ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ବିହାରର ସୋହେଲ ମନସୁର । କିଡନୀ ଜନିତ ଜଟିଳ ସମସ୍ୟା ଥିବାରୁ ତାଙ୍କର ଅବସ୍ଥା ସେତେ ଭଲ ନଥିଲା । ଦୁର୍ଘଟଣାର ୧୫…