Trending
- ଗଣେଶ ପୂଜା ଭସାଣୀ ରେ ବାଜିବନି ଡିଜେ ,ରାତି ୧୦ଟା ଭିତରେ ସରିବ ମେଲୋଡି ଓ କାର୍ଯ୍ୟକ୍ରମ
- ୧୮ତମ ବ୍ରିକ୍ସ ସମ୍ମିଳନୀ ସମାପ୍ତ: ସମସ୍ତ ଦେଶର ସକ୍ରିୟ ଅଂଶଗ୍ରହଣ ଓ ମୂଲ୍ୟବାନ ଅବଦାନ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
Browsing Category
Odisha
All about all odisha state news updates
ମୈାସୁମୀର ଦେଖାନାହିଁ, ବର୍ଷା ହେଲେ ତାତି କମିବ
ବର୍ଷା ନହେଲା ପର୍ଯ୍ୟନ୍ତ ତାତି କମିବ ନାହିଁ । ମୈାସୁମୀ ଆସିଲେ ତାତି କମିବ । ତେବେ ମୈାସୁମି କେବେ ଆସିବ ତାହା କହିବା ମୁସ୍କିଲ । ଉତ୍ତର-ପଶ୍ଚିମରୁ ଓଡ଼ିଶାକୁ ପବନ ପ୍ରବାହିତ ହେଉଥିବାରୁ ତାତି ବଢ଼ୁଛି । ଦକ୍ଷିଣ-ପଶ୍ଚିମରୁ ବାୟୁ ପ୍ରବାହିତ ହେଲେ ଥଣ୍ଡା ଲାଗିବ । ତେବେ ଯାଇ ରାଜଧାନୀର…
୨୧ରେ ବାଲେଶ୍ବର ଆସିବେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ଜୁନ ୨ ସଂଧ୍ୟାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ପରେ ପରେ ତୁରନ୍ତ ସ୍ଥାନୀୟ ଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଦେଇଥିଲେ । ଏହା ଫଳରେ ଅନେକ ଲୋକଙ୍କୁ ବଞ୍ଚାଯାଇପାରିଥିଲା । ଏହି ଦୁର୍ଘଟଣା ପରଦିନ ଘଟଣାସ୍ଥଳରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ…
ବାହାରେ ରୋଷେଇ କରି ଅବଢା ନାଁରେ ବିକ୍ରି
ପୁରୀ: ମହାପ୍ରସାଦ ନାଁରେ ବାହାରେ ରୋଷେଇ କରି ଅବଢା ନାଁରେ ବିକ୍ରି । ଅଣସର ଘରେ ମହାପ୍ରଭୁ ଶ୍ରୀଜଗନ୍ନାଥ । ଏହି ସମୟରେ ପୁରୀ ପର୍ବତୀପୁର ପାଇକ ସାହିରୁ ଆସିଛି ବେଆଇନ ଭାବେ ଅବଢ଼ା ପ୍ରସ୍ତୁତି ଓ ବିକ୍ରି ଅଭିଯୋଗ । ଖବର ପାଇ ଗଣମାଧ୍ୟମ ସେଠାରେ ପହଞ୍ଚିଥିବା ବେଳେ ସାମ୍ବାଦିକଙ୍କୁ ଦେଖି…
୨୧ ତାରିଖରେ ଖୋଲିବ ସ୍କୁଲ
ଭୁବନେଶ୍ୱର: ରାଜ୍ୟରେ ବଢିଲା ଗ୍ରୀଷ୍ମ ଛୁଟି ଅବଧି । ୨ ଦିନ ବଢ଼ିଲା ଖରାଛୁଟି । ଆସନ୍ତା ୧୯ ତାରିଖରେ ସ୍କୁଲ ଖୋଲିବାର ଥିଲା । ମାତ୍ର ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାରୁ ୨ ଦିନ ଛୁଟି ବଢାଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଛୁଟି ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ…
ସୁନ୍ଦରଗଡ଼ ଜିଲ୍ଲାର ୫ହଜାରରୁ ଅଧିକ ପିଲାଙ୍କୁ ହକି କିଟ୍ ପ୍ରଦାନ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲାର ୧୨୫ ଗାଁର ୫ହଜାରରୁ ଅଧିକ ପିଲାଙ୍କୁ ସରକାରଙ୍କ ପକ୍ଷରୁ ହକି କିଟ୍ ପ୍ରଦାନ କରାଯାଇଛି । ପିଲାଙ୍କର ହକି ପ୍ରତି ଆଗ୍ରହ ବଢ଼ିଥିବାରୁ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଦିଲ୍ଲୀପ ତିର୍କୀ ସ୍ପୋର୍ଟସ ରିସର୍ଚ୍ଚ ଏଣ୍ଡ ଡେଭଲପମେଣ୍ଟ ଫାଉଣ୍ଡେସନ ଓ…
ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି
ପୁରୀ:ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା । ମହାପ୍ରଭୁ ଜ୍ବରରୁ ସୁସ୍ଥ ହେବା ପରେ ଆଜି ମହାପ୍ରଭୁଙ୍କ ଅଣସରର ତ୍ରୟୋଦଶୀ ତିଥି ଥିଲା। ଏହି ଅବସରରେ ମହାପ୍ରଭୁଙ୍କୁ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି କରାଯାଇଛି । ଏଥିପାଇଁ ପାଟଡୋର, ଖଳି ପ୍ରସାଦ ଓ ଖଡି ପ୍ରସାଦ ଲାଗି ହୋଇଛି । ଅଣସର ଘରେ…
ବାହାନଗା ରେଳ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
କଟକ: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ। ଏହାକୁ ମିଶାଇ ଏସସିବିରେ ଦୁଇ ମୃତ୍ୟ ହୋଇଛି।ଏହାଫଳରେ ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ ୨ ତାରିଖ ଦିନ ଘଟିଥିବା କରମଣ୍ଡଳ…
ଭିଜିଲାନ୍ସ ଜାଲରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ
ଭୁବନେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି।
https://twitter.com/OdishaVigilance/status/1669542465282666496?s=20
ପୂର୍ବରୁ ରାଜ୍ୟ ସରକାର ତାଙ୍କୁ…
୧୮ ତାରିଖ ଯାଏ ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଜାରି ରହିବ
ଭୁବନେଶ୍ବର: ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ତାତି ଅନୁଭୂତ ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ସାଢେ ୫ଟା ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୩୦.୨ ଡିଗ୍ରି ରେକର୍ଡ କରାଯାଇଛି। ଏହାଛଡ଼ା ଏଠାରେ ୯୨% ଆର୍ଦ୍ରତା ଥିବା ସ୍ପଷ୍ଟ…
ଆଜିଠୁ ‘ମୋ ଘର’ ପାଇଁ ଆବେଦନ ପ୍ରକ୍ରିୟା
ଆଜିଠୁ ଆରମ୍ଭ ହେଉଛି `ମୋ ଘର’ ଆବେଦନ ପ୍ରକ୍ରିୟା । ପୂର୍ବରୁ ସରକାରଙ୍କ ଗୃହ ନିର୍ମାଣ ଯୋଜନାରେ ସହାୟତା ପାଇନଥିଲେ କିମ୍ବା ୭୦ହଜାରରୁ କମ ସହାୟତା ପାଇଥିଲେ। ପରିବାରର ମାସିକ ଆୟ ୨୫ହଜାରରୁ କମ୍ ଥିଲେ। ପରିବାରର ବ୍ୟକ୍ତିଗତ ବ୍ୟବହାର ପାଇଁ ମୋଟର ଚାଳିତ ଚାରି ଚକିଆ ଯାନ ନଥିଲେ। ପରିବାରର…