Trending
- ଦୁବାଇ ଗସ୍ତରୁ ଓଡ଼ିଶାକୁ ଆସିଛି ବଡ଼ ନିବେଶର ପ୍ରତିଶ୍ରୁତି : ୨ ଲକ୍ଷ ୪୩ ହଜାର କୋଟି ଟଙ୍କାର ବିଶାଳ ନିବେଶ ପ୍ରସ୍ତାବ
- ନୂଆଁଖାଇ: ମାଁ ସମଲେଶ୍ୱରୀଙ୍କ ଠାରେ ସିନ୍ଦୁର ଲାଗି ନୀତି
- ବ୍ରିକ୍ସ ସମ୍ମିଳନୀର ଦ୍ୱିତୀୟ ଦିନ: କୌଣସି ସଙ୍କଟ କେବଳ ଗୋଟିଏ ଅଞ୍ଚଳରେ ସୀମିତ ନାହିଁ,ସ୍ଥିରତା ବୃଦ୍ଧି କରିବା ଉପରେ ବିଶେଷ ଗୁରୁତ୍ୱ ଦେଉଛି ବ୍ରିକ୍ସ
- ମହାପ୍ରଭୁଙ୍କ ରତ୍ନ ଅଳଙ୍କାର କାହିଁକି ସାର୍ବଜନୀନ କରାଯିବ ନାହିଁ ବୋଲି ସେ ପ୍ରଶ୍ନ ଉଠାଇଲେ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର
- “ବ୍ରିକ୍ସ ସମ୍ମିଳନୀ”ରେ କୋରାପୁଟର ପ୍ରସିଦ୍ଧ ଆରବିକା କଫି “ଟାଇଗର ବ୍ରାଇଟ୍”,ଚାଷୀ ପରିବାରର ଭାଗ୍ୟ ବଦଳାଇବାରେ ସାହାଯ୍ୟ କରିବ
- ଏହି କାରଣରୁ ବ୍ରିକସ୍ସ ମ୍ମିଳନୀ ମଝିରୁ ନିଜ ଦେଶକୁ ଫେରିଗଲେ ଅବୁଧାବୀ କ୍ରାଉନ ପ୍ରିନ୍ସ
- ୧୮ତମ BRICS ଶିଖର ସମ୍ମିଳନୀ ୨୦୨୬: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫଟୋ ଉଠାଇବାକୁ ବିଦେଶୀ ମହିଳା ପ୍ରତିନିଧିମାନଙ୍କ ମଧ୍ୟରେ ବେଶ ଉତ୍ସାହ
- ବ୍ରିକ୍ସ ସମ୍ମିଳନୀରେ ଆତଙ୍କବାଦ ବିରୋଧରେ ଭାରତର କୂଟନୈତିକ ଆଭିମୁଖ୍ୟକୁ ବଡ଼ ସମର୍ଥନ
- ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟି ଟଙ୍କାର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା
- ବନତାରାରୁ ନନ୍ଦନକାନନକୁ ଆସିଲେ ୪୦ରୁ ଅଧିକ ଜୀବଜନ୍ତୁ,ପର୍ଯ୍ୟଟକଙ୍କ ପାଇଁ ଏହା ହେବ ଏକ ନୂଆ ଅନୁଭୂତି
Browsing Category
Odisha
All about all odisha state news updates
ଜୁନ୍ ୧୯ରୁ ଜୁଲାଇ ୪ ଯାଏ ଯୁକ୍ତ ୩ ଅନଲାଇନ୍ ଫର୍ମପୂରଣ
ଭୁବନେଶ୍ବର: ଆସନ୍ତା ୧୯ ତାରିଖରୁ ଯୁକ୍ତ ତିନି ପାଇଁ ଆବଦେନ କରିପାରିବେ ଛାତ୍ରଛାତ୍ରୀ ।୧୯ରୁ ଜୁଲାଇ ୪ ଯାଏ ଅନଲାଇନରେ ଆବେଦନ କରିବାର ସୁଯୋଗ ରହିଛି । ଜୁଲାଇ ୧୪ରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । ଜୁଲାଇ ୨୭ରେ ଦ୍ବିତୀୟ ପର୍ଯ୍ୟାୟ ମେଧା ତାଲିକା ଓ ଅଗଷ୍ଟ ୩ରେ ତୃତୀୟ…
ପ୍ରଚଣ୍ଡ ତାତିରେ ଜଳୁଛି ସାରା ଓଡ଼ିଶା
ଭୁବନେଶ୍ୱର: ପ୍ରଚଣ୍ଡ ତାତିରେ ଜଳୁଛି ସାରା ଓଡ଼ିଶା । ସମ୍ବଲପୁରରେ ତାପମାତ୍ରା ୪୬.୧ ଡିଗ୍ରି ସେଲ୍ସିୟସ ରେକର୍ଡ କରାଯାଇଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ୪୪.୩ ଡିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି । ସମ୍ବଲପୁରରେ ସର୍ବାଧିକ ୪୬.୧ ଡିଗ୍ରି ସେଲସିୟସ, ହୀରାକୁଦରେ ୪୫.୬ଡିଗ୍ରି…
ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ
ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ। ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କଲ୍ୟାଣ ବୋର୍ଡ ଗଠନକୁ ମଧ୍ୟ ସ୍ୱୀକୃତି ପ୍ରଦାନ କରିଛନ୍ତି। ଦୁର୍ଘଟଣା ଜନିତ ମୃତ୍ୟୁ କ୍ଷେତ୍ରରେ ଗାଡ଼ି ଚାଳକ କିମ୍ବା କର୍ମଚାରୀଙ୍କ ନିକଟତମ…
ବିକଶିତ ହେବ ଇରମ ଇତିହାସ
ଭଦ୍ରକ: ରକ୍ତତୀର୍ଥ ଇରମର ବଦଳିବ ନକ୍ସା । ବିକଶିତ ହେବ, ବିଶ୍ବବିଦିତ ହେବ ଇରମ ଇତିହାସ । ଏଥିପାଇଁ ଶୀଘ୍ର ପ୍ଲାନ୍ ପ୍ରସ୍ତୁତ କରି ଦେଲେ ୭ ଦିନରେ ଖୁସି ଖବର ଦେବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାପାଳଙ୍କୁ ଏନେଇ ପ୍ଲାନ୍ ଦେଲେ ୬ରୁ ୮ମାସରେ ନୂଆ ରୂପରେ ନଜର ଆସିବ ଇରମ ସହିଦ ସ୍ମୃତିସ୍ତମ୍ଭ ।…
ରଥଯାତ୍ରା ସମୟରେ ବଡ଼ଦାଣ୍ଡ ଉପରେ ଡ୍ରୋନ କଟକଣା ନେଇ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆଡଭାଇଜରି ଜାରି
ପୁରୀ: ଆଗାମୀ ରଥଯାତ୍ରା ସମୟରେ ବଡ଼ଦାଣ୍ଡ ଉପରେ ଡ୍ରୋନ ଉଡ଼ିବା ନେଇ କଟକଣା। ଡ୍ରୋନ କଟକଣା ନେଇ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆଡଭାଇଜରି ଜାରି କରାଯାଇଛି। ଆସନ୍ତା ଜୁନ୍ ୨୦ରେ ରଥଯାତ୍ରାରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ପୋଲିସ୍ ପକ୍ଷରୁ ବ୍ୟାପକ ସୁରକ୍ଷା…
ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ମୁକ୍ତା ଯୋଜନାରେ ଟଙ୍କା ମଞ୍ଜୁର
ଭୁବନେଶ୍ବର: ଆଉ ୧୦ ଜିଲ୍ଲାର ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ମୁକ୍ତା ଯୋଜନାରେ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ । ମୁକ୍ତା ଯୋଜନାରେ ଆଉ ୧୦ ଜିଲ୍ଲାର ୪୨ ମ୍ୟୁନିସିପାଲିଟି ଏବଂ ଏନଏସି ପାଇଁ ୧୮୩ ଦଶମିକ ୮୧ କୋଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ୨୦୨୩-୨୪…
ଭିଜିଲାନ୍ସ ଜାଲରେ କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ
ପୁରୀ: ଭିଜିଲାନ୍ସ ଜାଲରେ ଯନ୍ତ୍ରୀ । କଟକ ସଦର ବ୍ଲକ ସହକାରୀ ଯନ୍ତ୍ରୀ ବିକାଶ ଚନ୍ଦ୍ର ଭୂୟାଁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଟ୍ବିନସିଟିର ଏକକାଳୀନ ୪ଟି ସ୍ଥାନରେ ଚାଲିଛି ଭିଜିଲାନ୍ସର ଚଢାଉ । ଭୁବନେଶ୍ବର ସୌଭାଗ୍ୟନଗରରେ ଥିବା ଘର, ଚକେଇଶିଆଣିରେ ଥିବା ସମ୍ପର୍କୀୟଙ୍କ ଘରେ…
ଆଗାମୀ ୨ ଦିନ ଯାଏଁ ଉପକୂଳରେ ଗୁଳୁଗୁଳି ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି
ଭୁବନେଶ୍ବର: ରାଜ୍ୟରେ ଅଗ୍ନିବର୍ଷା । ଉପାନ୍ତରୁ ଉପକୂଳ ସବୁଠି ସ୍ଥିତି ସାଙ୍ଘାତିକ । ତତଲା ତାଓ୍ବାରେ ଭାଜି ହେଉଛି ପଶ୍ଚିମ ଓଡ଼ିଶା । ଆସନ୍ତା ୧୪ ତାରିଖ ଯାଏଁ ଜାରି ହୋଇଛି ସିଭିୟର ହିଟଓ୍ବେଭ୍ ଆଲର୍ଟ । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ ।…
ଭଦ୍ରକ ଜିଲ୍ଲା ଗସ୍ତରେ 5T ସଚିବ ଭି.କେ ପାଣ୍ଡିଆନ
ଭଦ୍ରକ: କେନ୍ଦୁଝର ଜିଲ୍ଲା ପରେ ଦୁଇ ଦିନିଆ ଭଦ୍ରକ ଜିଲ୍ଲା ଗସ୍ତରେ ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନ । ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରୁଛନ୍ତି ଫାଇଭ-ଟି ସଚିବ । ପ୍ରଥମେ ନେହେରୁ ଷ୍ଟାଡିୟମରେ ପହଞ୍ଚି ଖେଳାଳିଙ୍କ ସହ ଆଲୋଚନା ପରେ ଲୋକଙ୍କ ସହିତ ସମସ୍ୟା…
ବିଦ୍ୟୁତ୍ କାଟ ସମସ୍ୟା ପାଇଁ ଦାୟୀ କିଏ? ମୁଖ୍ୟ ଶାସନ ସଚିବ ନେବେ ବୈଠକ
ଭୁବନେଶ୍ବର: ଦିନ ରାତି ଅସହ୍ୟ ହେଉଛି ଗରମ । ଏହାରି ଭିତରେ ବିଦ୍ୟୁତ୍ କାଟ୍ ସମସ୍ୟାକୁ ନେଇ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଉଛି । ଏହାକୁ ଗମ୍ଭୀରତାର ସହ ନେଇଛନ୍ତି ରାଜ୍ୟ ସରକାର । ଟାଟା ପାଓ୍ବାର ସହ ମୁଖ୍ୟ ଶାସନ ସଚିବ ବୈଠକ ନେବେ । ବ୍ୟାକଅପ୍ ପ୍ଲାନ୍ ସହ ବିପର୍ଯ୍ୟୟ ପରେ ବିଦ୍ୟୁତ୍…