Trending
- ଯୁଦ୍ଧ ଯୋଗୁଁ ଏଲ୍ପିଜି ସିଲିଣ୍ଡରର ଅଭାବ, ସ୍ଥିତି ନସୁଧୁରିଲେ, ୨ ଦିନ ଭିତରେ ବଡ଼ ବଡ଼ ସହରରେ ବନ୍ଦ ରହିବ ରେଷ୍ଟୁରାଣ୍ଟ
- ଷ୍ଟ୍ରେଟ୍ ଅଫ୍ ହରମୁଜ ଦେଇ ଗୋଟିଏ ଲିଟର ବି ତେଲ କେହି ନେଇପାରିବେ ନାହିଁ – ଇରାନ
- ଓଡ଼ିଶାର 9 ଟି ଷ୍ଟେସନ ଦେଇ ଚାଲିବ ଏକ ନୂତନ ଅମୃତ ଭାରତ ଟ୍ରେନ୍
- ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି,ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ସହ କଥା ହେଲେ ମୋଦୀ
- ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି
- ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ରିଫାଇନ୍, ପାମୋଲିନ୍ ତେଲ ଦର ୫ରୁ ୬ ଟଙ୍କା ବୃଦ୍ଧି
- ରାଜ୍ୟରେ ମହିଳା, ଦଳିତ ମାନଙ୍କ ଉପରେ ଆକ୍ରମଣ, ମହିଳାଙ୍କ ପ୍ରତି ଘଟିଥିବା ହିଂସା ସ୍ଥିର – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ
- ଜେଡିୟୁରେ ଯୋଗ ଦେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର
- ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା
Browsing Category
Odisha
All about all odisha state news updates
ଆଜି ଗୁରୁତ୍ବପୂର୍ଣ୍ଣ ରାଜ୍ୟ କ୍ୟାବିନେଟ ବୈଠକ
ଭୁବନେଶ୍ୱର: ଆଗକୁ ଆସୁଛି ବଜେଟ ଅଧିବେଶନ । ତାହା ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ ୧୧ଟା ୧୫ ମିନିଟରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ବସିବ । ଏଥିରେ ୧୩ରୁ ଅଧିକ ଏଜେଣ୍ଡା ଉପରେ ଆଲୋଚନା ହେବ । ବିଶେଷକରି ଗ୍ରାମ୍ୟ…
ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଯାଜପୁର: ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଏଥିପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ସ୍ୱନକ୍ଷତ୍ର ଉତ୍ସବ ଧୂମଧାମରେ ପାଳନ କରାଯାଉଛି । ଶ୍ରଦ୍ଧାଳୁମାନେ ମାଙ୍କର ଦର୍ଶନ ପାଇଁ କ୍ଷେତ୍ରରେ ପହଁଚିଛନ୍ତି । ପରମ୍ପରା ଅନୁଯାୟୀ ପାଳନ ହେଉଛି ମାଆଙ୍କ ଜନ୍ମୋତ୍ସବ । ବ୍ରାହ୍ମ…
ଆଇଭିଏଫ୍ ପାଇଁ ନିୟମ କୋହଳ, ୧୨ ସଂସ୍ଥାକୁ ଅନୁମୋଦନ
ଭୁବନେଶ୍ବର : ଦିନକୁ ଦିନ ସହଜ ହେଉଛି ସରୋଗାସି ମାଧ୍ୟମରେ ସନ୍ତାନ ଲାଭ କରିବା । ନିଃସନ୍ତାନମାନଙ୍କୁ ସରୋଗାସି ପାଇଁ ଓଡ଼ିଶାର ଲୋକଙ୍କୁ ଆଉ ହଇରାଣ ହେବାକୁ ପଡିବ ନାହିଁ । କୋଲକାତା କିମ୍ବା ଛତିଶଗଡ଼ ଭଳି ସହର ଉପରେ ନିର୍ଭର କରିବାକୁ ପଡିବ ନାହିଁ । ରାଜ୍ୟରେ ଖୁବ୍ ଶୀଘ୍ର…
ଶ୍ରୀମନ୍ଦିର ନିଷିଦ୍ଧାଞ୍ଚଳରେ ଡ୍ରୋନ ଉଡାଇ ଗିରଫ ହେଲେ
ପୁରୀ: ଡ୍ରୋନ ଉଡାଇବା ଅଭିଯୋଗରେ ଗିରଫ । ଶ୍ରୀମନ୍ଦିର ନୋଫ୍ଲାଇଂ ଜୋନରେ ଡ୍ରୋନ ଉଡାଇ ବଡ ଦେଉଳର ଟିକିନିଖ ଫଟୋ ଉଠାଇ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପଶ୍ଚିମବଙ୍ଗରୁ ଅଭିଯୁକ୍ତକୁ ଗିରଫ କରିଛି ପୁରୀ ପୁଲିସ । ଅଭିଯୁକ୍ତ ଅନିମେଶ…
ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଲା
କଟକ: ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ରାଜନୀତି ଜୋର ଧରିଛି । ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ମୃତ୍ୟୁକୁ ନେଇ ବିଜେପି , କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯାଇଛି । ରାଜ୍ୟରେ ମହିଳାମାନଙ୍କ ଉପରେ ଦିନକୁ ଦିନ ଅତ୍ୟାଚାର ବୃଦ୍ଧି ପାଇଥିବା ବେଳେ ପୋଲିସ ଏବଂ…
ପୁଣି ଥରେ ହେବ ଟିକାକରଣ
ଭୁବନେଶ୍ବର: କିଛି ଦିନ ଧରି କରୋନା ଟିକାକରଣ ବନ୍ଦ ରହିଥିବା ବେଳେ ପୁଣି ଆଜିଠୁ ଟିକାକରଣ ହେବ ବୋଲି ଜଣାପଡିଛି । ବିଦେଶରେ କରୋନା ସ୍ଥିତିକୁ ଦେଖି ରାଜ୍ୟରେ ମଧ୍ୟ ଲୋକେ ସତର୍କ ହୋଇଛନ୍ତି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି ଆରମ୍ଭ କରିବା ସହ ଟିକାକରଣ…
ଓଡ଼ିଶାର ରାଜନୀତିରେ କେସିଆରଙ୍କ ପାର୍ଟି ଲଢ଼ିବ ନିର୍ବାଚନ
ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କ ମଂଚରେ ଯୋଗଦେଉଛନ୍ତି ଅନେକ ନେତା । ଆଗାମୀ ଦିନରେ ଓଡ଼ିଶା ଉପରେ ଆଖି ପକାଇଛି ଏହି ଦଳ । ଓଡ଼ିଶାରେ ଚନ୍ଦ୍ରଶେଖର ରାଓ ଲଢ଼େଇ କରିବାକୁ ଘୋଷଣା କରିଛନ୍ତି । ବିଶେଷ କରି ବିଜେଡି, ବିଜେପି, କଂଗ୍ରେସ ଭୋଟକୁ ବିଭାଜନ କରି ନିଜର ଶକ୍ତି…
ପଟିଆ ନାବାଳିକା ଦୁଷ୍କର୍ମ: ଗୃହମନ୍ତ୍ରୀଙ୍କ ଘରକୁ ଅଣ୍ଡାମାଡ଼ କଲା କଂଗ୍ରେସ
ରାଜଧାନୀ ଭୁବନେଶ୍ୱରରେ ଅପରାଧୀଙ୍କ ଅପରାଧ ବଢ଼ିବାରେ ଲାଗିଛି । ହତ୍ୟା, ଦୁଷ୍କର୍ମ , ଲୁଟ ବଢ଼ିଚାଲିଥିବା ବେଳେ ସାଧାରଣ ଜନତା କଷ୍ଟ ପାଉଛନ୍ତି । ପ୍ରତି ଦିନ ରାଜଧାନୀରେ ଅପରାଧିକ ରାହାଜାନି ଚାଲିଛି । ବିଶ୍ୱକପ୍ ହକି ମ୍ୟାଚ୍ ପାଇଁ ସୁରକ୍ଷା କଡ଼ାକଡ଼ି ଥିବାବେଳେ ପଟିଆ ଅଂଚଳରେ ଦୁଇଜଣ…
ଅବସରପ୍ରାପ୍ତ ରେଲୱେ ଅଧିକାରୀଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା ଓ କେଜି କେଜି ସୁନା
ଅବସରପ୍ରାପ୍ତ ରେଲୱେ ଅଧିକାରୀ ପ୍ରମୋଦ ଜେନାଙ୍କ ଘରୁ ମିଳିଲା ପୁଳା ପୁଳା ଟଙ୍କା ଓ କେଜି କେଜି ସୁନା । ଆଉ ଏହି ସମ୍ପତି ଠାବ କରିଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ । ୧୭ କେଜି ସୁନା ଓ ୧ କୋଟି ୫୭ଲକ୍ଷ ନଗଦ ଟଙ୍କା ଠାବ କରିଛି ସିବିଆଇ । ୧୭ କେଜି ସୁନାର ମୂଲ୍ୟ ପ୍ରାୟ ୮ କୋଟି ୫୦…
ରାଜଧାନୀର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
ଭୁବନେଶ୍ୱରର ପଟିଆ ରେଳଷ୍ଟେସନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଗଣଦୁଷ୍କର୍ମର ଶିକାର ହୋଇଥିବା ଦୁଇଜଣ ନାବାଳିକାଙ୍କ ଅଭିଯୋଗ ଅନୁସାରେ, ଏମାନେ ପଟିଆ ଅଞ୍ଚଳରେ ରହୁନ୍ତି । ସୋମବାର ସନ୍ଧ୍ୟାରେ ପଟିଆ ରେଳଷ୍ଟେସନ ଯାଇଥିବାବେଳେ ଦୁଇଜଣ ଯୁବକ ସେମାନଙ୍କୁ ଅପହରଣ…