Trending
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
- ପେପର ଲିକ୍ ପାଇଁ ଦୋଷୀ ସାବ୍ୟସ୍ତ ହୋଇଥିବା ଲୋକଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ କୋଟିର ଜରିମାନା ଦେବାକୁ ପଡ଼ିବ
- ଆଜି ପବିତ୍ର ବାହୁଡ଼ା ଯାତ୍ରା, କାଳିଆର ପହଣ୍ଡି ବିଜେ ,ସାଆନ୍ତକୁ ଦେଖିବା ପାଇଁ କାହିଁ କେତେ ଦୂରରୁ ଧାଇଁ ଆସିଛି ଭକ୍ତ
- ଅଗଷ୍ଟ ୧୬ରେ ଡିଜିପି ଖୁରାନିଆଙ୍କ ଅବସର,ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ,ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ
- ଆଜି ପବିତ୍ର ବାହୁଡ଼ା ଯାତ୍ରା , ଜନ୍ମବେଦୀରୁ ଶ୍ରୀମନ୍ଦିରକୁ ଫେରିବେ ଚତୁର୍ଦ୍ଧାବିଗ୍ରହ
- ଆସନ୍ତାକାଲି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ,ଆଜି ନବମୀ ତିଥିରେ ସନ୍ଧ୍ୟା ଦର୍ଶନ କରିବେ ଭକ୍ତ
- ଛାତ୍ରଙ୍କ ସମର୍ଥନରେ ବାହାରିଲେ ସାମାଜିକ କାର୍ଯ୍ୟକର୍ତ୍ତା ଆନ୍ନା ହଜାରେ,ମହାତ୍ମା ଗାନ୍ଧିଙ୍କ ପ୍ରତିମା ନିକଟରେ ୨ ଘଣ୍ଟା ମୌନ ବ୍ରତ କରିଛନ୍ତି ଆନ୍ନା
- ବିଲକୁ ଓଲଟିଲା ଘରୋଇ ବସ୍,୪୦ ଆହତ
Browsing Category
Odisha
All about all odisha state news updates
ବିକାଶ ଦରକାର, ଡବଲ ଇଂଜିନ୍ କାମକୁ ନୁହଁ: ନବୀନ
ଭୁବନେଶ୍ୱର: ବିଜେପିକୁ ଟାର୍ଗେଟ କରି ବର୍ଷିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ାରେ ଦୀପାଳି ଜିତିବା ପରେ ବିଜେପିକୁ କଟାକ୍ଷ କରିଛନ୍ତି। ବିରୋଧୀ କିନ୍ତୁ ମା’ ଭଉଣୀ ମାନଙ୍କୁ ଅସମ୍ମାନ କରୁଛନ୍ତି । ପଦ୍ମପୁର ଉପନିର୍ବାଚନ ବେଳେ ବିରୋଧି ନକରାତ୍ମକ ରାଜନୀତିର…
ମନ୍ତ୍ରୀ ହେବେ କି ଦୀପାଳି? ତିନି ମନ୍ତ୍ରୀ କିଏ ହେବେ ତାକୁ ନେଇ ଚର୍ଚା
ଭୁବନେଶ୍ବର: କିଏ ହେବେ ନୂଆ ମନ୍ତ୍ରୀ? ଦୀପାଳି ଦାସ ମନ୍ତ୍ରୀ ହେବେ କି? ନା ଆଉ କେଉଁ ନୂଆ ମୁହଁ ଦେଖିବାକୁ ମିଳିବ । ଏସବୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଁ ସ୍ଥିର କରିବେ । ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଏଭଳି ମାଷ୍ଟର ଷ୍ଟ୍ରୋକ୍ ଖେଳିଛନ୍ତି ନବୀନ । ଆଗାମୀ ସାଧାରଣ…
ଆସନ୍ତାକାଲି ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ହେବ ଜି-୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ
ଆସନ୍ତାକାଲି ଠାରୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ଜି୨୦ ସଂସ୍କୃତି କାର୍ଯ୍ୟଗୋଷ୍ଠୀର ଦ୍ୱିତୀୟ ବୈଠକ। ଏହା ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ । ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର, ନିମନ୍ତ୍ରିତ ରାଷ୍ଟ୍ର ଏବଂ ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିବେ।…
ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ
ଭୁବନେଶ୍ବର: ପ୍ରମିଳା ମଲ୍ଲିକଙ୍କୁ ଗଣଶିକ୍ଷା ଓ ଶ୍ରମ ବିଭାଗ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଗତକାଲି ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ମିଳିଲା ଆଉ ୨ ବିଭାଗ ଦାୟିତ୍ୱ। ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ…
ବାପାଙ୍କ ଆଶୀର୍ବାଦରୁ ଜିତିଲି: ଦୀପାଳି
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ବିଜୟୀ ହେବା ପରେ ଦୀପାଳି ଦାସ ଝାରସୁଗୁଡ଼ାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ବିକାଶ ହେବ ବୋଲି କହିଛନ୍ତି । ବାପାଙ୍କ ଆଶୀର୍ବାଦରୁ ଜିତିଲି ବୋଲି କହିଛନ୍ତି ଦୀପାଳି ଦାସ । ଝାରସୁଗୁଡ଼ା ଉପନିର୍ବାଚନରେ ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି…
ଝାରସୁଗୁଡ଼ାରେ ବିଜେଡିର ଦୀପାଳି ଦାସ ବିଜୟୀ
ଝାରସୁଗୁଡ଼ା: ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କ ବିପୁଳ ବିଜୟ ହୋଇଛି । ବାପାଙ୍କ ରେକର୍ଡ ଭାଙ୍ଗିଛନ୍ତି ଦୀପାଳି ଦାସ । ଗତଥର ବିଧାୟକ ଥିବା ସ୍ବର୍ଗତ ନବ ଦାସ ଯେତିକି ଭୋଟ ପାଇଥିଲେ ତାହାଠାରୁ ଅଧିକ ଭୋଟ ପାଇଛନ୍ତି ଦୀପାଳି । ୪୮,୬୧୯ ଭୋଟରେ ଜିତିଛନ୍ତି ଦୀପାଳି ଦାସ । ବିଜେପିର…
ଝାରସୁଗୁଡ଼ା ଭୋଟ ଗଣତି ଆରମ୍ଭ: ବିଜେଡି ଆଗୁଆ ଚାଲିଛି
ଝାରସୁଗୁଡ଼ା : ଝାରସୁଗୁଡ଼ାରେ ଭୋଟ ଗଣତି ଆରମ୍ଭ ହୋଇଛି । ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଆଗୁଆ ଅଛନ୍ତି । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ଦ୍ବିତୀୟରେ ଅଛନ୍ତି । ପଞ୍ଚମ ରାଉଣ୍ଡ ସୁଦ୍ଧା ବିଜେଡିର ଦୀପାଳି ଦାସ ୧୩, ୫୪୫ ଭୋଟରେ ଆଗୁଆ । ପଞ୍ଚମ ରାଉଣ୍ଡ ସୁଦ୍ଧା ବିଜେଡି-୩୦୦୫୦…
ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ…
ଭୁବନେଶ୍ବର:ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା…
ମୋଦି ଆସିବେନି:୧୮ରେ ପୁରୀରୁ ହାଓଡା ଚାଲିବ ‘ବନ୍ଦେ ଭାରତ ଏକ୍ସପ୍ରେସ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦି ଓଡ଼ିଶା ଆସିବେ ନାହିଁ । ଭର୍ଚୁଆଡ ମୋଡରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଉଦଘାଟନ କରିବେ । ୧୮ ତାରିଖରେ ପୁରୀରୁ ଏହି ଏକ୍ସପ୍ରେସ୍ର ଶୁଭାରମ୍ଭ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀରେ ରହିବେ ପୁରୀଠାରେ କେନ୍ଦ୍ର…
ନୂଆମନ୍ତ୍ରୀ କିଏ ହେବ? ଜୋର ଧରିଲା ଚର୍ଚ୍ଚା
ଭୁବନେଶ୍ବର : ନୂଆମନ୍ତ୍ରୀ କିଏ ହେବ? ତିନି ଜଣ ନୂଆ ମନ୍ତ୍ରୀ ହେବେ । ଏହାକୁ ନେଇ ଜୋର ଧରିଲାଣି ଚର୍ଚ୍ଚା । ଦୁଇ ମନ୍ତ୍ରୀ ଓ ବାଚସ୍ପତିଙ୍କ ଇସ୍ତଫା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ ବିଜେଡିରେ ଚର୍ଚା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀରୁ ଫେରିବେ । ରାଜ୍ୟପାଳ…